• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କୋରାପୁଟ,ନବରଙ୍ଗପୁର,ମାଲକାନଗିରି କୋଭିଡ୍ ହସ୍ପିଟାଲ ପରିଦର୍ଶନ କରି ସ୍ଥିତିର ସମୀକ୍ଷା କରିଛନ୍ତି ୫-ଟି ସଚିବ ଭି.କେ.ପାଣ୍ଡିଆନ

Proprietor Abhimanyu Maharana by Proprietor Abhimanyu Maharana
April 23, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
କୋରାପୁଟ,ନବରଙ୍ଗପୁର,ମାଲକାନଗିରି କୋଭିଡ୍ ହସ୍ପିଟାଲ ପରିଦର୍ଶନ କରି ସ୍ଥିତିର ସମୀକ୍ଷା କରିଛନ୍ତି ୫-ଟି ସଚିବ ଭି.କେ.ପାଣ୍ଡିଆନ
Share on FacebookShare on TwitterWhatsapp

ଭୁବନେଶ୍ୱର, ରିପୋର୍ଟ ( ଓଡିଶା ତାଜା ନ୍ୟୁଜ୍‌ )କୋଭିଡ୍ ହସ୍ପିଟାଲ ପରିଦର୍ଶନ ୨୩ ଏପ୍ରିଲ, ଗୁରୁବାର : – ରାଜ୍ୟର ତିନିଟି ଜିଲ୍ଲାର କୋଭିଡ୍ ହସ୍ପିଟାଲ ପରିଦର୍ଶନ କରିଛନ୍ତି ୫-ଟି ସଚିବ ଭି.କେ.ପାଣ୍ଡିଆନ,ଉନ୍ନୟନ କମିସନର ସୁରେଶ ମହାପାତ୍ର ଓ ରାଜ୍ୟ ସରକାରଙ୍କ ଏହି ବରିଷ୍ଠ ଅଧିକାରୀ ଦ୍ୱୟ ସକାଳ ସାଢ଼େ ୯ଟାରେ ହେଲିକପ୍ଟର ଯୋଗେ ଜୟପୁରରେ ପହଞ୍ଚିବା ପରେ ପ୍ରଥମେ କୋଭିଡ୍ ହସ୍ପିଟାଲକୁ ଯାଇ ସ୍ଥିତିର ସମୀକ୍ଷା କରିଥିଲେ। କୋରାପୁଟ ଜିଲ୍ଲାର କୋଭିଡ୍ ହସ୍ପିଟାଲ ବୁଲି ଦେଖିବା ସହ ଜିଲ୍ଲାପାଳ ମଧୁସୂଦନ ମିଶ୍ର ଓ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ମକରନ୍ଦ ବେଉରାଙ୍କ ସହ ଆଲୋଚନା କରିଥିଲେ । ରାଜ୍ୟ ସରକାରଙ୍କ ତରଫରୁ ଆଗୁଆ ପଦକ୍ଷେପ ସ୍ୱରୂପ ଜୟପୁରରେ ୧୫୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲର କାର୍ଯ୍ୟ ଆରମ୍ଭ କରାଯାଇଥିବା ବେଳେ ୪ଟି ଆଇସିୟୁ ଏବଂ ଭେଣ୍ଟିଲେଟର ବ୍ୟବସ୍ଥା ରହିଛି ।

୫-ଟି ସଚିବ ଭି.କେ.ପାଣ୍ଡିଆନ , ଉନ୍ନୟନ କମିସନର ସୁରେଶ ମହାପାତ୍ର ଓ ରାଜ୍ୟ ସରକାରଙ୍କ ଏହି ବରିଷ୍ଠ ଅଧିକାରୀ ଦ୍ୱୟ ନବରଙ୍ଗପୁର ଯାତ୍ରା କରିଥିଲେ । ନବରଙ୍ଗପୁରରେ କୋଭିଡ୍ ହସ୍ପିଟାଲ ପରିଦର୍ଶନ କରି ସ୍ଥିତିର ସମୀକ୍ଷା କରିଥିଲେ । ଏହି ସମୟରେ ଜିଲ୍ଲାପାଳ ଅଜିତ କୁମାର ମିଶ୍ର ଓ ଆରକ୍ଷୀ ଅଧୀକ୍ଷକ ନିତିନ କୁଶଲକରଙ୍କ ସହିତ ସେମାନେ ଆଲୋଚନା କରିଥିବା ଜଣାପଡିଛି । ମାଲକାନଗିରି ଗସ୍ତକରି ଏହି ବରିଷ୍ଠ ଅଧିକାରୀ ଦ୍ୱୟ ସ୍ଥିତିର ସମୀକ୍ଷା କରିଥିଲେ ।

ଉନ୍ନୟନ କମିସନର ସୁରେଶ ମହାପାତ୍ର ଓ ରାଜ୍ୟ ସରକାରଙ୍କ ଏହି ବରିଷ୍ଠ ଅଧିକାରୀ ଦ୍ୱୟ ସକାଳ ସାଢ଼େ ୯ଟାରେ ହେଲିକପ୍ଟର ଯୋଗେ ଜୟପୁରରେ ପହଞ୍ଚିବା ପରେ ପ୍ରଥମେ କୋଭିଡ୍ ହସ୍ପିଟାଲକୁ ଯାଇ ସ୍ଥିତିର ସମୀକ୍ଷା କରିଥିଲେ। କୋରାପୁଟ ଜିଲ୍ଲାର କୋଭିଡ୍ ହସ୍ପିଟାଲ ବୁଲି ଦେଖିବା ସହ ଜିଲ୍ଲାପାଳ ମଧୁସୂଦନ ମିଶ୍ର ଓ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ମକରନ୍ଦ ବେଉରାଙ୍କ ସହ ଆଲୋଚନା କରିଥିଲେ । ରାଜ୍ୟ ସରକାରଙ୍କ ତରଫରୁ ଆଗୁଆ ପଦକ୍ଷେପ ସ୍ୱରୂପ ଜୟପୁରରେ ୧୫୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲର କାର୍ଯ୍ୟ ଆରମ୍ଭ କରାଯାଇଥିବା ବେଳେ ୪ଟି ଆଇସିୟୁ ଏବଂ ଭେଣ୍ଟିଲେଟର ବ୍ୟବସ୍ଥା ରହିଛି ।

୫-ଟି ସଚିବ ଭି.କେ.ପାଣ୍ଡିଆନ , ଉନ୍ନୟନ କମିସନର ସୁରେଶ ମହାପାତ୍ର ଓ ରାଜ୍ୟ ସରକାରଙ୍କ ଏହି ବରିଷ୍ଠ ଅଧିକାରୀ ଦ୍ୱୟ ନବରଙ୍ଗପୁର ଯାତ୍ରା କରିଥିଲେ । ନବରଙ୍ଗପୁରରେ କୋଭିଡ୍ ହସ୍ପିଟାଲ ପରିଦର୍ଶନ କରି ସ୍ଥିତିର ସମୀକ୍ଷା କରିଥିଲେ । ଏହି ସମୟରେ ଜିଲ୍ଲାପାଳ ଅଜିତ କୁମାର ମିଶ୍ର ଓ ଆରକ୍ଷୀ ଅଧୀକ୍ଷକ ନିତିନ କୁଶଲକରଙ୍କ ସହିତ ସେମାନେ ଆଲୋଚନା କରିଥିବା ଜଣାପଡିଛି । ମାଲକାନଗିରି ଗସ୍ତକରି ଏହି ବରିଷ୍ଠ ଅଧିକାରୀ ଦ୍ୱୟ ସ୍ଥିତିର ସମୀକ୍ଷା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

March 11, 2026
ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

୩୭ ତମ ବାର୍ଷିକ ତେରଶମ୍ଭୁ ମିଳନ କାର୍ଯ୍ୟ ଅନୁକୂଳ ପାଇଁ ମନ୍ଦିରରେ ପୂଜାର୍ଚ୍ଚନା

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

March 11, 2026
ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version