• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତୋରା ଗୋବିନ୍ଦ କୁମ୍ଭାର ହାଜତ ମୃତ୍ୟୁ ଘଟଣା ଓ ପୋଲିସ ଲାଠି ଚାର୍ଜର ନିନ୍ଦା କଲା ଆମ୍ ଆଦମୀ ପାର୍ଟି ବରଗଡ଼

Proprietor Abhimanyu Maharana by Proprietor Abhimanyu Maharana
September 26, 2021
in ଓଡ଼ିଶା, ବରଗଡ଼, ହୋମ୍
0
ତୋରା ଗୋବିନ୍ଦ କୁମ୍ଭାର ହାଜତ ମୃତ୍ୟୁ ଘଟଣା ଓ ପୋଲିସ ଲାଠି ଚାର୍ଜର ନିନ୍ଦା କଲା ଆମ୍ ଆଦମୀ ପାର୍ଟି ବରଗଡ଼
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୬ ସେପ୍ଟେମ୍ବର ରବିବାର ) ବରଗଡ଼ :- ବରଗଡ଼ରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଛି ଶନିବାର ତୋରା ଗୋବିନ୍ଦ କୁମ୍ଭାରଙ୍କ ହାଜତ ମୃତ୍ୟୁ ଘଟଣା ଓ ପରେ ପୋଲିସ ର ଲାଠି ଚାର୍ଜ ଏବେ ଚର୍ଚ୍ଚା ର ବିଷୟ ପାଲଟିଛି । ଏହି ଘଟଣାକୁ ଆମ୍ ଆଦମୀ ପାର୍ଟି ନିନ୍ଦା କରିବା ସହ ସମ୍ପୂର୍ଣ୍ଣ ଘଟଣାର ବିଚାର ବିଭାଗୀୟ ଓ ତ୍ୱରିତ ନ୍ୟାୟିକ ତଦନ୍ତ ଦାବୀ କରିଛି । ମୃତକଙ୍କ ପରିବାରକୁ ଚଳିବା ପାଇଁ ସରକାର ଓ ଅଭିଯୁକ୍ତ ବିଭାଗ ଯଥେଷ୍ଟ ଆର୍ଥିକ କ୍ଷତିପୂରଣ ଦିଅନ୍ତୁ । ମୃତ ଯୁବକଙ୍କ ବିଧବା ପତ୍ନୀ ପାଇଁ ସ୍ଥାୟୀ ଚାକିରୀ ତଥା ଦୁଇ ପିଲାଙ୍କ ସମ୍ପୂର୍ଣ୍ଣ ଓ ପୂର୍ଣ୍ଣାଙ୍ଗ ଉତ୍ତମ ଶିକ୍ଷା ର ଦାୟିତ୍ତ୍ୱ ସରକାର ବହନ କରନ୍ତୁ ।

ତୋରା ପଂଚାୟତ ରେ ଯେଉଁ ବ୍ୟାପକ ଦୁର୍ନୀତି ଓ ଜନସାଧାରଣ ଙ୍କ ଯୋଜନାର ବ୍ୟାପକ ହରିଲୁଟ ହୋଇଛି, ତାର ଉଚ୍ଚ ସ୍ତରୀୟ ତଦନ୍ତ ହୋଇ ରିକଭରି ହେଉ, ତଥା ଦୋଷୀ ମାନଙ୍କ ଉପରେ ଆର୍ଥିକ ଜରିମାନା ଲଗାଯାଉ , ଆବଶ୍ୟକ ହେଲେ ସମ୍ପତ୍ତି କୋରଖ ହେଉ । ସେହିପରି ଏ ଅଞ୍ଚଳର ଯୁବକ ଯୁବତୀଙ୍କ ରୋଜଗାର ପାଇଁ ବନ୍ଦ ହୋଇ ପଡିଥିବା ଶିଳ୍ପ ସଂସ୍ଥା କୁ ଆରମ୍ଭ କରାଯାଉ ବୋଲି ଜିଲ୍ଲା ଆବାହକ ଭବାନୀ ସାହୁ ଓ ରାଜ୍ୟ ସମ୍ପାଦକ ଅମିତାଭ ପାତ୍ର ଦାବୀ କରିଛନ୍ତି ।  (ସତ୍ୟ ନାରାୟଣ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଗଜପତି ଜିଲ୍ଲାରେ ସମବାୟସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ କାର୍ଯ୍ୟକ୍ରମ ଅନୁଷ୍ଠିତ

September 26, 2026
ଭୁବନେଶ୍ବର ରୁ ଗୁଣୁପୁର ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଟ୍ରେନ ଧକ୍କାରେ ଆନ୍ଧ୍ରର ଟେକାଲି ନିକଟରେ ରେଳ ଧାରଣାରେ ୪ ଜଣ ଛାତ୍ରଙ୍କ ମୃତ୍ୟୁ ଜଣେ ଗୁରୁତର

ଅଚ୍ୟୁତ ସାମନ୍ତଙ୍କୁ ଏକାଧିକ ଅନ୍ତର୍ଜାତୀୟ ସମ୍ମାନ

ସିଆଇଆଇ ଓଡ଼ିଶା ମେଟାଲ୍ସ ଆଣ୍ଡ ମାଇନିଂ କନକ୍ଲେଭ୍ ୨୦୨୬ : ଭବିଷ୍ୟତ ପାଇଁ ଖଣି ଓ ଧାତୁ ଶିଳ୍ପର ରୂପରେଖ ପ୍ରସ୍ତୁତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଜପତି ଜିଲ୍ଲାରେ ସମବାୟସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଜପତି ଜିଲ୍ଲାରେ ସମବାୟସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ କାର୍ଯ୍ୟକ୍ରମ ଅନୁଷ୍ଠିତ

September 26, 2026
ଭୁବନେଶ୍ବର ରୁ ଗୁଣୁପୁର ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଟ୍ରେନ ଧକ୍କାରେ ଆନ୍ଧ୍ରର ଟେକାଲି ନିକଟରେ ରେଳ ଧାରଣାରେ ୪ ଜଣ ଛାତ୍ରଙ୍କ ମୃତ୍ୟୁ ଜଣେ ଗୁରୁତର

ଭୁବନେଶ୍ବର ରୁ ଗୁଣୁପୁର ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଟ୍ରେନ ଧକ୍କାରେ ଆନ୍ଧ୍ରର ଟେକାଲି ନିକଟରେ ରେଳ ଧାରଣାରେ ୪ ଜଣ ଛାତ୍ରଙ୍କ ମୃତ୍ୟୁ ଜଣେ ଗୁରୁତର

September 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version