• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବରଗଡ଼ ଟାଉନ ଥାନା ହାଜତ ମୃତ୍ୟୁ ଘଟଣା : ୪୮ ଘଣ୍ଟା ପରେ ଶବ ସଂସ୍କାର ପାଇଁ ରାଜି ହେଲେ ପରିବାର

Proprietor Abhimanyu Maharana by Proprietor Abhimanyu Maharana
September 26, 2021
in ଓଡ଼ିଶା, ବରଗଡ଼, ହୋମ୍
0
ବରଗଡ଼ ଟାଉନ ଥାନା ହାଜତ ମୃତ୍ୟୁ ଘଟଣା : ୪୮ ଘଣ୍ଟା ପରେ ଶବ ସଂସ୍କାର ପାଇଁ ରାଜି ହେଲେ ପରିବାର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୬ ସେପ୍ଟେମ୍ବର ରବିବାର ) ବରଗଡ଼ :- ଜିଲ୍ଲା ଏସପି ଙ୍କ କାର୍ଯ୍ୟାଳୟ ଠାରେ ଆଜି ଦୀର୍ଘ ଚାରିଘଣ୍ଟା ଧରି ଆଲୋଚନା ହେବା ପରେ ବରଗଡ଼ ଟାଉନ ଥାନା ହାଜତ ମୃତ୍ୟୁ ଘଟଣାରେ ମୃତ ଯୁବକଙ୍କ ଅନ୍ତିମ ସତ୍କାର ପାଇଁ ୪୮ ଘଣ୍ଟା ପରେ ପରିବାର ଲୋକେ ରାଜି ହୋଇଛନ୍ତି । ବରଗଡ଼ ପୋଲିସର ଅନୁରୋଧ କ୍ରମେ ଆଜି ୪୨ ଟି ଦଳିତ ସଂଙ୍ଗଠନ ନେଇ ଗଠିତ ବହୁଜନ ମିଳିତ ମଂଚର ପ୍ରାୟ କୋଡିଏ ଜଣିଆ ପ୍ରତିନିଧି ଦଳ ପୋଲିସ ପ୍ରଶାସନ ସହିତ ଆଲୋଚନା କରିଛନ୍ତି । କେଉଁ କାରଣରୁ ଏଭଳି ଏକ ଅଭାବନୀୟ ଘଟଣା ଘଟିଲା,

ଏଥିରେ କେଉଁମାନେ ସଂପୃକ୍ତ, ଦୋଷୀ ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ କ’ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଯାଇଛି, ମୃତକଙ୍କ ପରିବାର କ୍ଷତିପୂରଣ ଆଦି ବିଭିନ୍ନ ବିଷୟ ଉପରେ ଆଲୋଚନା କରିଥିଲେ । ପଶ୍ଚିମାଞ୍ଚଳ ଡିଆଇଜି ଜୟନାରାୟଣ ପଙ୍କଜ, ବରଗଡ଼ ଏସ . ପି ରାହୁଲ ଜୈନ ତଥା ପୋଲିସ ବିଭାଗର ବରିଷ୍ଠ ଅଧିକାରୀମାନେ ଆଲୋଚନାରେ ଉପସ୍ଥିତ ଥିଲେ । ବହୁଜନ ମିଳିତ ମଂଚ ପକ୍ଷରୁ ବାଲ କିଶୋର ଛତର, ପଦ୍ମାଳୟା ଦୀପ, ଗୋପବନ୍ଧୁ ଶିକା, ପୂର୍ଣ୍ଣଚନ୍ଦ୍ର ପାଇକ, ଲକ୍ଷ୍ମଣ ସୁନା, ନାରାୟଣ ଭେସ୍ରା, ସୁରେଖା ଭୋଇ ପ୍ରମୁଖ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।

ଏହି ଘଟଣାରେ ଟାଉନ ଥାନାରେ କାର୍ଯ୍ୟରତ ଚାରିଜଣ ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି । ସେମାନଙ୍କୁ ତାଙ୍କର ଡିଉଟିରୁ ଅପସାରଣ କରାଯାଇ ଲାଇନ ହାଜିରା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ପୋଲିସ ସହିତ ଆଲୋଚନ ପରେ ଡିଆଇଜିଙ୍କ ଅନୁରୋଧ କ୍ରମେ ତୋରା ଗ୍ରାମରେ ମୃତକଙ୍କ ଅନ୍ତିମ ସତ୍କାର ପ୍ରକ୍ରିୟା ଆରମ୍ଭ ହୋଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version