• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶା ପତ୍ରକାର ସଂଘର ଦ୍ୱାଦଶ ପ୍ରତିଷ୍ଠା ଦିବସ ସମାଜ ଗଠନରେ ଗଣମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣ

Proprietor Abhimanyu Maharana by Proprietor Abhimanyu Maharana
September 29, 2021
in ଓଡ଼ିଶା, ମହାନଗର, ହୋମ୍
0
ଓଡ଼ିଶା ପତ୍ରକାର ସଂଘର ଦ୍ୱାଦଶ ପ୍ରତିଷ୍ଠା ଦିବସ ସମାଜ ଗଠନରେ ଗଣମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୯ ସେପ୍ଟେମ୍ବର ବୁଧବାର ) ଭୁବନେଶ୍ୱର  :- ସମାଜ ଗଠନରେ ଗଣମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣ । ସେ ପାରମ୍ପରିକ ଗଣମାଧ୍ୟମ ହେଉ ବା ସାମାଜିକ ଗଣମାଧ୍ୟମ, ତୃଣମୂଳସ୍ତର ଖବରକୁ ଗୁରୁତ୍ୱ ଦେବା ସହ ଲୋକଙ୍କ ସମସ୍ୟା ଉତ୍‌ଥାପନ କରି ପ୍ରଶାସନ ପାଖରେ ପହଞ୍ଚାଇବା ସହ ଅବହେଳିତ ଲୋକଙ୍କୁ ନ୍ୟାୟ ଦେବା ଆବଶ୍ୟକ । ଯଦି ଗଣମାଧ୍ୟମ ସଠିକ୍ କାର୍ଯ୍ୟ ନକରେ, ତେବେ ଦୁର୍ନୀତି ବଢିବ । ଦୁର୍ନୀତି ରୋକିବାରେ ପାରମ୍ପରିକ ଗଣମାଧ୍ୟମ ହେଉ ବା ସାମାଜିକ ଗଣମାଧ୍ୟମ ବେଶ୍ କିଛି ମାତ୍ରାରେ କଣ୍ଟା ସାଜୁଛି, ସମସ୍ତଙ୍କୁ ସଚେତନ କରୁଛି । ସାମାଜିକ ଗଣମାଧ୍ୟମ ଓ ପାରମ୍ପରିକ ଗଣମାଧ୍ୟମରେ କିଛି ଫରକ ନାହିଁ । ସମାଜ ତଥା ଅବହେଳିତଙ୍କ ପାଇଁ ସଦା କାର୍ଯ୍ୟ କରିବା ଉଚିତ୍‌ ବୋଲି ବକ୍ତାମାନେ କହିଛନ୍ତି ।

ଓଡ଼ିଶା ପତ୍ରକାର ସଂଘର ଦ୍ୱାଦଶ ପ୍ରତିଷ୍ଠା ଦିବସ ଅବସରରେ ଉଦ୍‌ଘାଟକ ଭାବେ ବିଜ୍ଞାନ, କାରିଗରୀ କୌଶଳ ଓ ସାମାଜିକ ସୁରକ୍ଷା, ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଯୋଗଦେଇ ପାରମ୍ପରିକ ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମ ସମ୍ପର୍କରେ ଆଲୋକପାତ କରିଥିଲେ । ମୁଖ୍ୟ ଅତିଥି ଭାବେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସାଂସଦ ପ୍ରତାପ ଷଡ଼ଙ୍ଗୀ ଯୋଗଦେଇ ସାମାଜିକ ଗଣମାଧ୍ୟମ ଏବେ କିଭଳି ଗ୍ରାମାଞ୍ଚଳ ଠାରୁ ସହରାଞ୍ଚଳ ତଥା ଦେଶ, ବିଦେଶକୁ ଗୋଟିଏ ପରିବାର ଭାବେ ଯୋଡ଼ିଛି ତାହା ଉପରେ ମତ ରଖିଥିଲେ ।

ମୁଖ୍ୟ ବକ୍ତା ଭାବେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ସୁରେଶ କୁମାର ରାଉତରାୟ, ସମ୍ମାନିତ ଅତିଥି ଭାବେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ଡ. ଅରବିନ୍ଦ ଢାଲୀ, ବିଜେପି ଭୁବନେଶ୍ୱର ଜିଲ୍ଲା ସଭାପତି ବାବୁ ସିଂ, ରାଜ୍ୟ ସୂଚନା କମିଶନର ଦିଲିପ ବିଶୋଇ, ବରିଷ୍ଠ ସାମ୍ବାଦିକ ରବି ଦାସ, ରାଜାରାମ ଶତପଥୀ, କେଦାର ମିଶ୍ର ପ୍ରମୁଖ ଯୋଗଦେଇ ପାରମ୍ପରିକ ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମ ସମ୍ପର୍କରେ ବିଶଦ ଭାବେ ଆଲୋଚନା କରିଥିଲେ ।

ଏହି ଅବସରରେ ବରିଷ୍ଠ ସାମ୍ବାଦିକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ସଂଘର ପ୍ରତିଷ୍ଠାତା ସଭାପତି ସୁରେନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ରାଜ୍ୟ ସଭାପତି ଅବିନାଶ ମିଶ୍ର, ସାମ୍ବାଦିକଙ୍କ ସମସ୍ୟା ଓ ସୁରକ୍ଷା ସମ୍ପର୍କରେ ଆଲୋକପାତ କରିଥିବା ବେଳେ ଉପସଭାପତି ହରପ୍ରସାଦ ଦାସ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ । ସମ୍ପାଦକ ଅଶ୍ୱିନୀ ପତି ସମ୍ପାଦକୀୟ ବିବରଣୀ ପାଠ କରିଥିଲେ । ବରିଷ୍ଠ ଉପସଭାପତି ସୁରେଶ ଦାସ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

June 15, 2026
ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

June 15, 2026
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ

ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ

June 15, 2026
ଦିଘାରୁ ହଟିଲା ‘ଧାମ’ ଶବ୍ଦ : ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

ଦିଘାରୁ ହଟିଲା ‘ଧାମ’ ଶବ୍ଦ : ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

June 15, 2026
ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version