• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉତ୍କଳ ସାମ୍ବାଦିକ ସଂଘର ରାଜ୍ୟ ସମ୍ମିଳନୀ ଉଦଯାପିତ : ସାମ୍ବାଦିକ ମାନଙ୍କ ସୁରକ୍ଷା – ସ୍ଵାସ୍ଥ୍ୟ ବୀମା ରାଶି ବୃଦ୍ଧି ଓ ପେନସନ ପାଇଁ ଦାବୀ

Proprietor Abhimanyu Maharana by Proprietor Abhimanyu Maharana
October 1, 2021
in ଓଡ଼ିଶା, କନ୍ଧମାଳ, ହୋମ୍
0
ଉତ୍କଳ ସାମ୍ବାଦିକ ସଂଘର ରାଜ୍ୟ ସମ୍ମିଳନୀ ଉଦଯାପିତ : ସାମ୍ବାଦିକ ମାନଙ୍କ ସୁରକ୍ଷା – ସ୍ଵାସ୍ଥ୍ୟ ବୀମା ରାଶି ବୃଦ୍ଧି ଓ ପେନସନ ପାଇଁ ଦାବୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୧ ଅକ୍ଟୋବର ଶୁକ୍ରବାର) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି କଲେଜ ପଡିଆରେ ଠାରେ ଚାଲିଥିବା ଦୁଇ ଦିନିଆ ଉତ୍କଳ ସାମ୍ବାଦିକ ସଂଘର ରାଜ୍ୟ ସ୍ତରୀୟ ସମ୍ମିଳନୀ ଉଦଯାପିତ ହୋଇଯାଇଛି । କନ୍ଧମାଳ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମର ପ୍ରଥମ ଦିନରେ ୨୨ଜିଲ୍ଲାର ସଭାପତି, ସମ୍ପାଦକ ସମେତ ବହୁ ସଦସ୍ୟ ମାନେ ମାନେ ଦାରିଙ୍ଗବାଡ଼ିର ହିଲଭିୟୁ, ନେଚର ପାର୍କ, କଫି ବଗିଚା, ପାଏନ ଜଙ୍ଗଲ, ଜଳ ପ୍ରପାତ ବୁଲି ଦେଖିବା ସହ ଜି.ଉଦୟଗୀରି ର ମୁକୁଲିଙ୍ଗିଆ ଓ ରାଇକିଆ ର ମଣ୍ଡାସୁର କୁଟି ସହ ଅଞ୍ଚଳରେ ଥିବା ବିଭିନ୍ନ ପର୍ଯ୍ୟଟନ ସ୍ଥଳୀ ବୁଲିବା ସହ ସଂସ୍କୃତି ଓ ପରମ୍ପରା କୁ ମଧ୍ୟ ସ୍ଥାନୀୟ ଜନସାଧାରଣ ଙ୍କ ଠାରୁ ପଚାରି ବୁଝିଥିଲେ। ସନ୍ଧ୍ୟା ସମୟରେ ସୁର ଭାଇବ୍ରେସନର ପ୍ରଯୋଜିକା ଜୟଶ୍ରୀ ଧଳ ଙ୍କ ଟିମ୍ ପକ୍ଷରୁ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା ।

ଦ୍ଵିତିୟ ଦିନ ଅର୍ଥାତ ଉଦଯାପନି ଦିବସରେ ସାମ୍ବାଦିକ ସମ୍ମିଳନୀ କାର୍ଯ୍ୟକ୍ରମରେ ଅନୁସୂଚିତ ଜାତି,ଜନଜାତି ଓ ପଛୁଆବର୍ଗ ବିଭାଗର ମନ୍ତ୍ରୀ ଜଗନ୍ନାଥ ସାରକା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଥିବା ବେଳେ ସମ୍ମାନୀତ ମୂଖ୍ୟ ବକ୍ତା ଭାବେ ଘୁ.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ, ସମ୍ମାନିତ ଅତିଥି ଭାବେ ବାଲିଗୁଡାର ପୂର୍ବତନ ବିଧାୟକ ରାଜୀବ ପାତ୍ର, ସୁର୍ ଭାଇବ୍ରେସନ ଫାଉଣ୍ଡେସନର ଫାଉଣ୍ଡର ଜୟଶ୍ରୀ ଧଳ ପ୍ରମୁଖ ଯୋଗଦେଇଥିଲେ l ଏଥିରେ ରାଜ୍ୟ ସଭାପତି ବିଭୁତି ଭୁଷଣ କର ସଭାପତିତ୍ଵ କରିଥିବା ବେଳେ ଜିଲ୍ଲା ସଭାପତି ସନ୍ତୋଷ କୁମାର ଦାଶ ଧନ୍ୟବାଦ ପ୍ରଦାନ କରିଥିଲେ। ଏହି ସମ୍ମିଳନୀରେ ସାମ୍ୱାଦିକ ମାନଙ୍କ ସମୂହ ସ୍ୱାର୍ଥ ଓ ସମସ୍ୟାର ସମାଧାନ କିପରି ହେବ ସେନେଇ ଆଲୋଚନା ହୋଇଥିଲା ।

ସରକାର ସାମ୍ୱାଦିକ ମାନଙ୍କ ପାଇଁ ଯେଉଁ ୨ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟ ବୀମା ଯୋଜନା କରିଛନ୍ତି ତାକୁ ୫ ଲକ୍ଷ କୁ ବୃଦ୍ଧି କରିବା,ସାମ୍ୱାଦିକ ମାନଙ୍କ ପାଇଁ ସୁରକ୍ଷା ଆଇନ ପ୍ରଣୟନ କରିବା ଭଳି ବିଭିନ୍ନ ଦାବି ଉପରେ ଆଲୋଚନା କରାଯାଇ ଏହାକୁ କିପରି କାର୍ଯ୍ୟକାରୀ କରାଯାଇପାରିବ ସେନେଇ ମନ୍ତ୍ରୀ ରାଜ୍ୟ ସରକାରଙ୍କ ପାଖରେ ଉପସ୍ଥାପନ କରିବାକୁ ରାଜ୍ୟ ସଭାପତିଙ୍କ ସମେତ ସଂଘର କାର୍ଯ୍ୟକର୍ତା ଅନୁରୋଧ କରିଥିଲେ । ଏହି ଅନୁରୋଧକୁ ରକ୍ଷା କରି ସରକାରଙ୍କ ପାଖରେ ଉକ୍ତ ଦାବିକୁ ଉପସ୍ଥାପନ କରିବା ନିମନ୍ତେ ମନ୍ତ୍ରୀ ନିଜର ବକ୍ତବ୍ୟ ରଖିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ସାମାଜିକ ସଂଗଠନ ଓ କୋଭିଡ଼ ଯୋଦ୍ଧାଙ୍କୁ ସମ୍ମାନିତ କରାଯାଇଥିଲା । କାର୍ଯ୍ୟକ୍ରମ ଶେଷରେ ଜିଲ୍ଲା ସଭାପତି ସନ୍ତୋଷ କୁମାର ଦାସ ଧନ୍ୟବାଦ ଅର୍ପଣ କରିଥିଲେ । (ରିପୋର୍ଟ/ସଞ୍ଜୟ କୁମାର ପାଣିଗ୍ରାହୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

March 11, 2026
ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

March 11, 2026
ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

March 11, 2026
ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

March 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

March 11, 2026
ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version