• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଲକଡ଼ାଉନ ସମୟରେ ଚାଲିଛି ବେଧଡ଼କ ଗୁଟ୍‌ଖା, ସିଗାରେଟ ଓ ମଦ ବେପାର – ହିଞ୍ଜିଳିକାଟୁ

Proprietor Abhimanyu Maharana by Proprietor Abhimanyu Maharana
April 25, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଲକଡ଼ାଉନ ସମୟରେ ଚାଲିଛି ବେଧଡ଼କ ଗୁଟ୍‌ଖା, ସିଗାରେଟ ଓ ମଦ ବେପାର – ହିଞ୍ଜିଳିକାଟୁ
Share on FacebookShare on TwitterWhatsapp

ହିଞ୍ଜିଳିକାଟୁ ରିପୋର୍ଟ , ଶେଷଦେବ ସାହୁ ( ଓଡିଶା ତାଜା ନ୍ୟୁଜ୍‌ ) ଚାଲିଛି ବେଧଡ଼କ ଗୁଟ୍‌ଖା, ସିଗାରେଟ ଓ ମଦ ବେପାର, ୨୫ ଏପ୍ରିଲ, ଶନିବାର :- ମହାମାରୀ କରୋନା ଭୁତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ଲକଡ଼ାଉନ କଟକଣାକୁ ମେ ୩ ତାରିଖ ପର୍ଯ୍ୟନ୍ତ ଅବଧି ବୃଦ୍ଧି କରିଛନ୍ତି । ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଦୋକାନକୁ ବାଦ୍ ଦେଲେ ଅନ୍ୟ ସମସ୍ତ ଦୋକାନ ବଜାର ପ୍ରାୟତଃ ବନ୍ଦ ରହିଛି । ଏହାର ସୁଯୋଗ ନେଇ କିଛି ଦଲାଲ ସକ୍ରିୟ ହୋଇ ଉଠିଛନ୍ତି । ସଂପୃକ୍ତ ଦଲାଲ ମାନେ ବିଭିନ୍ନ ସ୍ଥାନରୁ ଚୋରାରେ ମଦ, ସିଗାରେଟ୍ ଓ ଗୁଟଖା ସମେତ ବିଭିନ୍ନ ପାନମସଲା ଆଣି ଚଢା ଦରରେ ବିକ୍ରି କରୁଛନ୍ତି । ଏପରିକି କିଛି ରାସନ ଦୋକାନୀ ଚୋରାରେ ସିଗାରେଟ, ଗୁଟଖା ଏବଂ ବିଭିନ୍ନ ପାନମସଲା ବିକ୍ରି କରୁଛନ୍ତି । ଧାର୍ଯ୍ୟ ମୂଲ୍ୟ ଠାରୁ ଯଥେଷ୍ଟ ଚଢା ଦରରେ ବିକ୍ରି କରୁଥିବା ଜଣାପଡ଼ିଛି । ମହାମାରୀ କରୋନା ଭୁତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ନୁଆଁ ଗାଇଡ଼ ଲାଇନ ଜାରୀ କରିଛନ୍ତି ।

ସର୍ବସାଧାରଣ ସ୍ଥାନରେ ଛେପ ପକାଇଳେ ୨ଶହ ଟଙ୍କା ଜୋରିମାନା ଆଦାୟ ପାଇଁ କଡ଼ା ନିର୍ଦ୍ଦେଶନାମା ଜାରୀ କରିଛନ୍ତି । ପରିତାପର ବିଷୟ ସିଗାରେଟ, ଗୁଟଖା ଏବଂ ବିଭିନ୍ନ ପାନମସଲା ବିକ୍ରି କରୁଥିବା ବ୍ୟବସାୟୀ ମାନଙ୍କ ଉପରେ ପ୍ରଶାସନର କିପରି ନଜର ପଡୁନାହିଁ, ତାହା ବିରାଟ ପ୍ରଶ୍ନବାଚି ସୃଷ୍ଟି କରିଛି । ଚାହା, ପାନ, ସିଗାରେଟ, ହୋଟେଲ, ଫାଷ୍ଟଫୁଡ଼, ଗୁପଚୁପ ଦୋକାନ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ରହିଥିଲେ ମଧ୍ୟ ହିଞ୍ଜିଳିକାଟୁ ପୌରାଂଚଳ ସମେତ ନିକଟବର୍ତି ଗ୍ରାମାଂଚଳର ବହୁ ପାନ ଦୋକାନୀ ଲୁଚାଛପାରେ ଦୋକାନ ଖୋଲି ସିଗାରେଟ, ଗୁଟଖା ଏବଂ ବିଭିନ୍ନ ପାନମସଲା ଚଢା ଦରରେ ବିକ୍ରି କରୁଥିବାର ଦେଖିବାକୁ ମିଳିଛି । ପୂର୍ବରୁ ୫ ଟଙ୍କାରେ ମିଳୁଥିବା ସିଗାରେଟ ୧୦ ଟଙ୍କା, ୮ ଟଙ୍କାର ସିଗାରେଟକୁ ୧୫ ଟଙ୍କା, ୩ ଟଙ୍କାର ଗୁଟଖାକୁ ୫ ଟଙ୍କା, ୫ ଟଙ୍କାର ଗୁଟଖାକୁ ୧୦ରୁ ୧୨ ଟଙ୍କା, ୫ ଟଙ୍କାର ଖଇନି ୧୦ ଟଙ୍କାରେ ବିକ୍ରି କରାଯାଉଥିବା ଜଣାପଡ଼ିଛି । କିଛି ଗ୍ରାହକ ଚଢା ଦର ନେଇ ଦୋକାନୀଙ୍କୁ ପଚାରିଲେ ଆମେ ଚଢା ସରରେ କିଣିଛୁ, ଲାଭ ନରଖି ବିକିବୁ କିପରି ବୋଲି କହୁଛନ୍ତି । ସିଗାରେଟ, ଗୁଟଖା ଏବଂ ବିଭିନ୍ନ ପାନମସଲା ଲୋକଙ୍କ ଅଭ୍ୟାସରେ ପରିଣତ ହୋଇଥିବା ଯୋଗୁଁ ଏହାକୁ ସହଜରେ ଛାଡ଼ି ପାରୁନାହାନ୍ତି ।

ଦର ଯେତେ ଅଧିକ ହେଲେ ମଧ୍ୟ ବାଧ୍ୟ ହୋଇ କିଣି ଖାଉଛନ୍ତି । ଅଭ୍ୟାସରେ ପରିଣତ ହୋଇଥିବା ଯୋଗୁଁ କିଛି ଲୋକେ ଦୈନିକ ୨୦ଟି ଗୁଟଖା କିମ୍ବା ପାନମସଲା ବଦଳରେ ୫ରୁ ୭ଟି ଖାଉଥିବା ନେଇ କିଛି ଯୁବକ କହିଛନ୍ତି । ଏପରିକି କିଛି ଲୋକ ବିଭିନ୍ନ ପାନମସଲା ଜାତ ଦ୍ରବ୍ୟ ଘରେ ରଖି ପାନଭାଙ୍ଗି ଖାଉଥିବା ଜଣାପଡ଼ିଛି । ଅନୁରୂପ ଭାବେ ସ୍ଥାନୀୟ ପୁଲିସ ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ବିପୁଳ ପରିମାଣରେ ଦେଶୀ ଓ ବିଦେଶୀ ମଦ ଜବତ କରାଯାଉଥିଲେ ମଧ୍ୟ ସ୍ଥାନୀୟ ପୌରାଂଚଳ ସମେତ ନିକଟବର୍ତି ଗ୍ରାମାଂଚଳ ଗୁଡ଼ିକରେ ଚୋରାରେ ମଦ ବିକ୍ରି ଜୋର ଧରିଛି । ପୂର୍ବରୁ ମଦ ଦର ଯେତିକି ରହିଥିଲା ବର୍ତମାନ ଦର ଅଢେଇ ଗୁଣ ଅଧିକରେ ବିକ୍ରି କରାଯାଉଥିବା ଜଣାପଡ଼ିଛି । ୧୬୦ ଟଙ୍କାର ନିପ୍‌କୁ ବର୍ତମାନ ୪ଶହ ଟଙ୍କାରେ ବିକ୍ରି କରାଯାଉଛି । ତାହା ବି ପୁଣି ସମସ୍ତଙ୍କୁ ବିକ୍ରି କରାଯାଉ ନାହିଁ । ପରିଚିତ ଲୋକଙ୍କୁ ହିଁ ବିକ୍ରି କରାଯାଉଛି । ଫୋନ୍ କଲ ପାଇବା ପରେ ସମୟ, ସୁବିଧା ଦେଖି ଗ୍ରାହକଙ୍କ ନିକଟରେ ମଦ ପଂହଚି ଯାଉଛି । ଏ ଦିଗରେ ପୁଲିସ ଓ ଅବକାରୀ ବିଭାଗୀୟ ଅଧିକାରୀ ଦୃଷ୍ଟି ଦେଇ ଚୋରାରେ ମଦ, ସିଗାରେଟ, ଗୁଟଖା ଏବଂ ବିଭିନ୍ନ ପାନମସଲା ବିକ୍ରି କରୁଥିବା ବ୍ୟବସାୟୀକ ଅନୁଷ୍ଠାନ ଉପରେ ଚଢାଉ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବୁଦ୍ଧିଜୀବି ମହଲରେ ଦାବି ହେଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

March 12, 2026
ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
ମହିଳା ଦିବସ ଅବସରରେ ଆଫସାର ହର୍ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ୯ଜଣ ମହିଳା ଚେଞ୍ଜମେକର ଏବଂ ୧୨ଜଣ ହର୍ ଓଡ଼ିଶା ଏକ୍ସିଲେନ୍ସ ଆୱାର୍ଡ଼ରେ ସମ୍ମାନିତ

AAFSA’s “Her Odisha” Program on the Occasion of International Women’s Day

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

March 12, 2026
ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version