• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ବିଧାୟକଙ୍କ ଲୁଚକାଳି ଖେଳ ପରେ : ଖୋର୍ଦ୍ଧା କୋର୍ଟରେ ଆତ୍ମସମର୍ପଣ କରିଛନ୍ତି – ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେଵ

Proprietor Abhimanyu Maharana by Proprietor Abhimanyu Maharana
October 8, 2021
in ଅପରାଧ, ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ବିଧାୟକଙ୍କ ଲୁଚକାଳି ଖେଳ ପରେ : ଖୋର୍ଦ୍ଧା କୋର୍ଟରେ ଆତ୍ମସମର୍ପଣ କରିଛନ୍ତି – ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେଵ
Share on FacebookShare on TwitterWhatsapp

ବାଲୁଗାଁ ମଣ୍ଡଳ ବିଜେପି ସଭାପତି ନିରଞ୍ଜନ ସେଠୀଙ୍କୁ ଆକ୍ରମଣ ମାମଲାରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ – ଆଜି ଖୋର୍ଦ୍ଧା କୋର୍ଟରେ ଆତ୍ମସମର୍ପଣ

ଓଡ଼ିଶା ତାଜା ନ୍ୟୁଜ୍ (୦୮ ଅକ୍ଟୋବର ଶୁକ୍ରବାର ) ଭୁବନେଶ୍ୱର :-  କିଛିଦିନର ପୋଲିସ ଏବଂ ବିଧାୟକ ଲୁଚକାଳି ଖେଳ ପରେ ଆଜି ଖୋର୍ଦ୍ଧା କୋର୍ଟରେ ଆତ୍ମସମର୍ପଣ କରିଛନ୍ତି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେଵ । ପଞ୍ଚାୟତ ନିର୍ବାଚନ ପୂର୍ବରୁ ଏହି ମାମଲାକୁ ସମାଧାନ କରିବାକୁ ଦଳ ପକ୍ଷରୁ ପଡିଲା ଚାପ । ଶେଷରେ ବିଧାୟକ ପ୍ରଶାନ୍ତ ଜଗଦେଵ କଲେ ଆତ୍ମସମର୍ପଣ । ବାଲୁଗାଁ ମଣ୍ଡଳ ବିଜେପି ସଭାପତି ନିରଞ୍ଜନ ସେଠୀଙ୍କୁ ଆକ୍ରମଣ ଅଭିଯୋଗ ମାମଲାରେ ବିଧାୟକଙ୍କୁ ଗିରଫ ଦାବି ରେ ବାଲୁଗାଁ ଥାନା ସାମ୍ନାରେ ଶତାଧିକ ବିଜେପି କର୍ମୀ ଧାରଣା ଦେଇଥିଲେ । ନିରଞ୍ଜନଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ବିଧାୟକ ପ୍ରଶାନ୍ତଙ୍କ ବିରୋଧରେ ଏସ୍‌ସିଏସ୍‌ଟି ଆଗ୍ରେସିଟି ଆକ୍ଟରେ ଏକ ମାମଲା ରୁଜୁ କରିଥିଲା । ଏହି ଘଟଣା ପରେ ପ୍ରଶାନ୍ତଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଥିଲା । ବିଧାୟକ ନିଜର ଗିରଫଦାରିକୁ ଏଡ଼ାଇବାକୁ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ ।

ଉକ୍ତ ଆବେଦନର ଶୁଣାଣି କରି ହାଇକୋର୍ଟ ବିଧାୟକ ଜଗଦେବଙ୍କୁ ତଳ କୋର୍ଟରେ ହାଜର ହୋଇ ଜାମିନ ଆବେଦନ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଗତ ସେପ୍ଟେମ୍ବର ୮ତାରିଖରେ ବାଲୁଗାଁ ଏନ୍‌ଏସି କାର୍ଯ୍ୟାଳୟ ସମ୍ମୁଖରେ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମରେ ପ୍ରଶାନ୍ତ ଜଗଦେବ ମୁଖ୍ୟ ଅତିଥିଭାବେ ଯୋଗଦେବାର ଥିଲା । ହେଲେ କାର୍ଯ୍ୟକ୍ରମ ଆରମ୍ଭ ହେବାରେ ବିଳମ୍ବ ଘଟିବାରୁ ମଣ୍ଡଳ ବିଜେପି ସଭାପତି ନିରଞ୍ଜନ ବାଲୁଗାଁ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ପ୍ରଶ୍ନ କରିଥିଲେ । ଏହି ସମୟରେ ବିଧାୟକ ସେଠାରେ ପହଞ୍ଚି ନିରଞ୍ଜନ ଙ୍କୁ ଜାତିଆଣ ଆକ୍ଷପ କରି ଗାଳିଗୁଲଜ କରିବା ସହ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା ।

ବାଲୁଗାଁ ମଣ୍ଡଳ ବିଜେପି ସଭାପତି ନିରଞ୍ଜନ ସେଠୀଙ୍କୁ ଆକ୍ରମଣ ମାମଲାରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ କରିବାସହ ଆସନ୍ତା ଶୁକ୍ରବାର ନିମ୍ନ ଅଦାଲତରେ ହାଜର ହୋଇ ସାନି ଜାମିନ ଆବେଦନ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ନିମ୍ନ ଅଦାଲତ ପ୍ରଶାନ୍ତଙ୍କ ଆବେଦନକୁ ତ୍ଵରିତ ଶୁଣାଣି କରି ନିଷ୍ପତ୍ତି ନେବାକୁ ଉଚ୍ଚ ଅଦାଲତ ମଙ୍ଗଳବାର ନିର୍ଦ୍ଦେଶ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version