• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଲକଡ଼ାଉନ୍ ସମୟରେ ଅସହାୟଙ୍କ ପାଇଁ ଦେବଦୂତ ସାଜିଲେ ପ୍ରଭାତ ବିଶ୍ୱାଳ

Proprietor Abhimanyu Maharana by Proprietor Abhimanyu Maharana
April 25, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଲକଡ଼ାଉନ୍ ସମୟରେ ଅସହାୟଙ୍କ ପାଇଁ ଦେବଦୂତ ସାଜିଲେ ପ୍ରଭାତ ବିଶ୍ୱାଳ
Share on FacebookShare on TwitterWhatsapp

ଚୌଦ୍ୱାର-କଟକର ରିପୋର୍ଟ / ସୋନାଲି ( ଓଡିଶା ତାଜା ନ୍ୟୁଜ୍‌ ) ଦେବଦୂତ ସାଜିଲେ ପ୍ରଭାତ ବିଶ୍ୱାଳ୨୫ ଏପ୍ରିଲ, ଶନିବାର :- ମହାମାରୀ କରୋନା ଭାଇରସକୁ ନେଇ ରାଜ୍ୟରେ ଲକ୍‌ଡାଉନ ପରିସ୍ଥିତି ଉପୁଜିଥିବାବେଳେ ଏହି ଘଡିସନ୍ଧି ମୂହୂର୍ତରେ ଦୁଃଖୀ ଏବଂ ଅସହାୟ ବ୍ୟକ୍ତିଙ୍କ ଜୀବନଜୀବିକା ଅନେକ ମାତ୍ରାରେ ପ୍ରଭାବିତ ହୋଇଛି । ଏହି ପରିସ୍ଥିତିରେ ନିଜ କର୍ତବ୍ୟକୁ ନଭୁଲି ଦୁଃଖୀ ଏବଂ ଅସହାୟଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଛନ୍ତି ଚୌଦ୍ୱାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳ । ସେହିଭଳି ବର୍ତମାନ ସମୟରେ ରାଜ୍ୟରେ ରକ୍ତର ଘୋର ଅଭାବ ଦେଖାଦେଇଥିବାବେଳେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନକ୍ରମେ ଶ୍ରୀଯୁକ୍ତ ପ୍ରଭାତ ବିଶ୍ୱାଳ ଦୀର୍ଘ ୭ ଦିନବ୍ୟାପି ଏକ ବିଶାଳ ରକ୍ତଦାନ ଅଭିଯାନ ଚଲାଇଆସୁଛନ୍ତି । ଯେଉଁଥିରେ ୫ଶହରୁ ଉର୍ଦ୍ଧ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇପାରିଛି । ୧୭ ଏପ୍ରିଲରେ ପ୍ରଭାତଙ୍କ ବାସଭାବନରୁ ଆରମ୍ଭ ହୋଇଥିବା ଏହି ରକ୍ତଦାନ ଶିବିରରେ ମୋଟ ୪୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା, ଯେଉଁଥିରେ ତାଙ୍କ ପରିବାର ଲୋକଙ୍କ ଠାରୁ ଆରମ୍ଭକରି ଅନେକ ସ୍ୱେଚ୍ଛାସେବୀ ପର୍ଯ୍ୟନ୍ତ ସମସ୍ତେ ସ୍ୱଇଚ୍ଛାରେ ରକ୍ତ ଦାନ କରିଛନ୍ତି ।

କେବଳ ଏତିକି ନୁହେଁ ଦୁଃଖୀ, ଅସହାୟଙ୍କୁ ସୁଖିଲା ଏବଂ ରନ୍ଧା ଖାଦ୍ୟ ବଟଂନ ଠାରୁ ଆରମ୍ଭକରି ଅନେକ ଗୁରୁତର ରୋଗୀଙ୍କୁ ଜରୁରୀକାଳୀନ ସେବା ଯୋଗାଇ ଦେବାରେ ମଧ୍ୟ ତାଙ୍କ ପ୍ରମୁଖ ଭୂମିକା ରହିଛି । ଏହା ସହ ଲକଡାଉନ ସମୟରେ ସ୍ୱାସ୍ଥ୍ୟ ସେବା ଯେପରି ପ୍ରଭାବିତ ନହେବ ସେଥିପାଇଁ ପୂର୍ବରୁ ସେ ନିଜସ୍ୱ ଖର୍ଚ୍ଚରେ ଦୁଇଟି ଆମ୍ବୁଲାନ୍ସର ମଧ୍ୟ ଶୁଭାରମ୍ଭ କରିଛନ୍ତି । ଯାହାକି ରୋଗୀଙ୍କୁ ଆପତକାଳୀନ ସେବା ଯୋଗାଇ ଦେଇବାରେ ଖୁବ ଫଳପ୍ରଦ ହୋଇଛି । ଏହିଭଳି ଏକ ଘଟଣାକ୍ରମେ ପ୍ରଭାତ, ଏକ ଅସହାୟ ମା’ର ଦୁଃଖକୁ ବୁଝି ତାର ଝିଅର ମୃତ ଦେହକୁ ନିଜସ୍ୱ ଆମ୍ବୁଲାନ୍ସ ଜରିଆରେ କଳାହାଣ୍ଡି ପଠାଇଥିବାବେଳେ ଅନ୍ୟପଟେ ଆଉ ଜଣେ ମହିଳା ତିନୋଟି ଯମଜ ସନ୍ତାନ ଜନ୍ମ ଦେବା ପରେ ପରିବାର ଲୋକଙ୍କ ପକ୍ଷରୁ ତାଙ୍କୁ ଘରକୁ ନେଇଯିବା ପାଇଁ ପ୍ରଭାତ ନିଜସ୍ୱ ଆମ୍ବୁଲାନ୍ସ ଯୋଗେ ଉକ୍ତ ମହିଳାଙ୍କୁ ତୁରନ୍ତ ତାଙ୍କ ଘରେ ବିଞ୍ଝାରପୁରରେ ଛାଡିଥିଲେ । ସେହିଭଳି ଆସ୍କା ଅଚଂଳର ପୀଡିତ ମହିଳା କଟକ ବଡ ମେଡିକାଲରେ ସ୍ତନ କର୍କଟ ରୋଗରେ ଚିକିତ୍ସିତ ହେଉଥିବାବେଳେ କିନ୍ତୁ ତାଙ୍କୁ ଘରକୁ ନେବା ପାଇଁ କୌଣସି ସରକାରୀ ଆମ୍ବୁଲାନ୍ସ ମିଳିନଥିଲା । ଏହି ସଂପର୍କରେ ପ୍ରଭାତଙ୍କୁ ସୂଚନା ମିଳିବା ପରେ ସେ ତୁରନ୍ତ ନିଜସ୍ୱ ଆମ୍ବୁଲାନ୍ସ ଜରିଆରେ ଉକ୍ତ ମହିଳାଙ୍କୁ ତାଙ୍କ ଘରେ ପହଚାଂଇଥିଲେ । ଏଭଳି ଭାବେ ପ୍ରତିଦିନ ପ୍ରଭାତ ଅନେକ ଗୁରୁତର ରୋଗୀଙ୍କୁ ସହାୟତା ଯୋଗାଇ ଦେଉଥିବାବେଳେ ଲକଡାଉନ ପ୍ରତ୍ୟାହାର ପର୍ଯ୍ୟନ୍ତ ସେ ଏଭଳି ଭାବେ ରୋଗୀଙ୍କୁ ସେବା ଯୋଗାଇଦେବେ ବୋଲି କହିଛନ୍ତି । ବାସ୍ତବରେ ପ୍ରଭାତଙ୍କର ଏହିଭଳି ଜନମଙ୍ଗଳକାରୀ କାର୍ଯ୍ୟକୁ ସ୍ଥାନୀୟ ଅଂଚଳରେ ଖୁବ ପ୍ରଶଂସା କରାଯାଉଛି

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଣପୁର : ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ବାଣପୁର : ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

July 15, 2026
ମହାପ୍ରଭୂଙ୍କ ନବଯୌବନ ଦର୍ଶନ ନିମନ୍ତେ ପୁରୀ ବାସୀ ବଞ୍ଚିତ

ମହାପ୍ରଭୂଙ୍କ ନବଯୌବନ ଦର୍ଶନ ନିମନ୍ତେ ପୁରୀ ବାସୀ ବଞ୍ଚିତ

July 15, 2026
ମହାପ୍ରଭୁଙ୍କ ନବଯୌବନ ଦର୍ଶନ ଓ ନେତ୍ରୋତ୍ସବ : ଝିପିଝିପି ବର୍ଷା ସତ୍ୱେ ଭକ୍ତ ଗହଳି ବଢୁଛି

ମହାପ୍ରଭୁଙ୍କ ନବଯୌବନ ଦର୍ଶନ ଓ ନେତ୍ରୋତ୍ସବ : ଝିପିଝିପି ବର୍ଷା ସତ୍ୱେ ଭକ୍ତ ଗହଳି ବଢୁଛି

July 15, 2026
ମହିଳା ପରିବର୍ତ୍ତନ ସୃଷ୍ଟିକାରୀ କ୍ଷେତ୍ରରେ ଦୀର୍ଘ ୨୮ ବର୍ଷର ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନିତ

ମହିଳା ପରିବର୍ତ୍ତନ ସୃଷ୍ଟିକାରୀ କ୍ଷେତ୍ରରେ ଦୀର୍ଘ ୨୮ ବର୍ଷର ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନିତ

July 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଣପୁର : ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ବାଣପୁର : ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

July 15, 2026
ମହାପ୍ରଭୂଙ୍କ ନବଯୌବନ ଦର୍ଶନ ନିମନ୍ତେ ପୁରୀ ବାସୀ ବଞ୍ଚିତ

ମହାପ୍ରଭୂଙ୍କ ନବଯୌବନ ଦର୍ଶନ ନିମନ୍ତେ ପୁରୀ ବାସୀ ବଞ୍ଚିତ

July 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version