• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦୁର୍ଗାପୂଜା ମଣ୍ଡପ ଉଦଘାଟନ କରିବା ସହ ମାସ୍କ୍ ବଣ୍ଟନ କଲେ ଦଶପଲ୍ଲା ବିଧାୟକ

Proprietor Abhimanyu Maharana by Proprietor Abhimanyu Maharana
October 15, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଦୁର୍ଗାପୂଜା ମଣ୍ଡପ ଉଦଘାଟନ କରିବା ସହ ମାସ୍କ୍ ବଣ୍ଟନ କଲେ ଦଶପଲ୍ଲା ବିଧାୟକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୫ଅକ୍ଟୋବର ଶୁକ୍ରବାର ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ସୋରଡ଼ା ପଞ୍ଚାୟତ ଅଧିନରେ ଥିବା ଜଗନ୍ନାଥ ପ୍ରସାଦ ଗ୍ରାମ ରେ ଦୁର୍ଗାପୂଜା ମଣ୍ଡପ ଉଦଘାଟନ ଏବଂ ଦସହରା ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଦୁର୍ଗା ପୂଜା ମଣ୍ଡପ , ଗୋଷ୍ଠୀ କେନ୍ଦ୍ର ଉଦଘାଟନ କରିବା ସହ ଦସହରା ଉତ୍ସବ ରେ ଯୋଗଦେଇଥିଲେ । ଆଗାମୀ ଦିନରେ ଗ୍ରାମ ର ସମସ୍ତ ସମସ୍ୟା ଦୂରୀକରଣ କରାଯିବ ବୋଲି ବିଧାୟକ କହିଥିଲେ । ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟକ୍ରମ ସମ୍ପର୍କରେ ବର୍ଣ୍ଣନା କରିଥି ଲେ ବିଧାୟକ । ବିଜୁ ସ୍ବାସ୍ଥ୍ୟ କାର୍ଡ ର ଉପାଦେୟତା ବର୍ଣ୍ଣନା କରିଥିଲେ ବିଧାୟକ ।

ସମ୍ମାନୀତ ଅତିଥି ଭାବେ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ୱାଇଁ, ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ସାହୁ, ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ସାସମଲ୍,ଜିଲ୍ଲା ବିଜେଡ଼ି ଉପ ସଭାପତି ଦିଲ୍ଲୀପ କୁମାର ଦଳ ବେହେରା, ନୂଆଗାଁ ବ୍ଲକ୍ ଆତ୍ମା ଅଧ୍ୟକ୍ଷ ତଥା ଯୁବ ବିଜେଡ଼ି ସଂଗଠକ ସଞ୍ଜୟ କୁମାର ସାହୁ,ବ୍ଲକ୍ ବିଜେଡ଼ି ସଭାପତି ସନାତନ ସାମଲ, ସମ୍ପାଦକ ରମେଶ ଚନ୍ଦ୍ର ପ୍ରଧାନ,ସ୍ଥାନୀୟ ସରପଞ୍ଚ ଝୁମୁରି ନାୟକ,ସମିତି ସଭ୍ୟ ପ୍ରତିନିଧି ,ଗ୍ରାମ ସଭାପତି,ପଞ୍ଚାୟତ ବିଜେଡ଼ି ସଭାପତି,ପୂର୍ବତନ ଗ୍ରାମ ସଭାପତି ପ୍ରମୁଖ ଯୋଗ ଦେଇ ଅଞ୍ଚଳର ବିକାଶ ପାଇଁ ଦଶପଲ୍ଲା ବିଧାୟକ ଙ୍କ ପ୍ରଚେଷ୍ଟା କୁ ପ୍ରଶଂସା କରିଥିଲେ । ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଲୋକମାନଙ୍କ ପାଖକୁ ଯାଇ ଲୋକମାନଙ୍କ ସମସ୍ୟା ବୁଝିବା ସହ ମାସ୍କ୍ ବଣ୍ଟନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡ଼ିଶା ସମାବେଶ ଅନୁଷ୍ଠିତ

ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡ଼ିଶା ସମାବେଶ ଅନୁଷ୍ଠିତ

June 25, 2026
ଦୁଇଟି ପୋଷ୍ଟାଲ ପିନ ନମ୍ବର ମାଧ୍ୟମରେ ପୁରୀ ସହର ବାସୀଙ୍କ ଦର୍ଶନ ସୁବିଧା ପାଇଁ ବ୍ୟବସ୍ଥା କରାଯାଉଛି : ଆଇନ ମନ୍ତ୍ରୀ

ଦୁଇଟି ପୋଷ୍ଟାଲ ପିନ ନମ୍ବର ମାଧ୍ୟମରେ ପୁରୀ ସହର ବାସୀଙ୍କ ଦର୍ଶନ ସୁବିଧା ପାଇଁ ବ୍ୟବସ୍ଥା କରାଯାଉଛି : ଆଇନ ମନ୍ତ୍ରୀ

June 25, 2026
ପୁରୀ ପୋଲିସ ପକ୍ଷରୁ ୩୩୫ ଜଣ ଅସାମାଜିକ ବ୍ୟକ୍ତି ଗିରଫ

ପୁରୀ ପୋଲିସ ପକ୍ଷରୁ ୩୩୫ ଜଣ ଅସାମାଜିକ ବ୍ୟକ୍ତି ଗିରଫ

June 25, 2026
ସ୍ୱାବଲମ୍ବୀ ଯୁବା – ସମୃଦ୍ଧ ଓଡିଶା ସମାବେଶ

ସ୍ୱାବଲମ୍ବୀ ଯୁବା – ସମୃଦ୍ଧ ଓଡିଶା ସମାବେଶ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡ଼ିଶା ସମାବେଶ ଅନୁଷ୍ଠିତ

ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡ଼ିଶା ସମାବେଶ ଅନୁଷ୍ଠିତ

June 25, 2026
ଦୁଇଟି ପୋଷ୍ଟାଲ ପିନ ନମ୍ବର ମାଧ୍ୟମରେ ପୁରୀ ସହର ବାସୀଙ୍କ ଦର୍ଶନ ସୁବିଧା ପାଇଁ ବ୍ୟବସ୍ଥା କରାଯାଉଛି : ଆଇନ ମନ୍ତ୍ରୀ

ଦୁଇଟି ପୋଷ୍ଟାଲ ପିନ ନମ୍ବର ମାଧ୍ୟମରେ ପୁରୀ ସହର ବାସୀଙ୍କ ଦର୍ଶନ ସୁବିଧା ପାଇଁ ବ୍ୟବସ୍ଥା କରାଯାଉଛି : ଆଇନ ମନ୍ତ୍ରୀ

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version