• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟ ସରକାରଙ୍କ ଜଳ ଜୀବନ ମିଶନର ଏକ ଗ୍ରାମ ପଞ୍ଚାୟତ ସ୍ତରୀୟ କାର୍ଯ୍ୟକ୍ରମ – ରଣପୁର ବ୍ଲକ୍ ର ବ୍ରଜରାଜପୁର

Proprietor Abhimanyu Maharana by Proprietor Abhimanyu Maharana
October 19, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ରାଜ୍ୟ ସରକାରଙ୍କ ଜଳ ଜୀବନ ମିଶନର ଏକ ଗ୍ରାମ ପଞ୍ଚାୟତ ସ୍ତରୀୟ କାର୍ଯ୍ୟକ୍ରମ – ରଣପୁର ବ୍ଲକ୍ ର ବ୍ରଜରାଜପୁର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୮ ଅକ୍ଟୋବର ସୋମବାର ) ରଣପୁର :- ନୟାଗଡ଼ ଜିଲ୍ଲାରେ ରାଜ୍ୟ ସରକାରଙ୍କ ଜଳ ଜୀବନ ମିଶନର ଏକ ଗ୍ରାମ ପଞ୍ଚାୟତ ସ୍ତରୀୟ କାର୍ଯ୍ୟକ୍ରମ ରଣପୁର ବ୍ଲକ୍ ର ବ୍ରଜରାଜପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଭାରତ ସରକାର ଓ ରାଜ୍ୟ ସରକାରଙ୍କ ମିଳିତ ଆନୁକୂଲ୍ୟରେ ତଥା ଓଡିଶା ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ସଂସ୍ଥାନ ,ସି.ଇ.ଡି ଏବଂ ସହଭାଗୀ ଏନ.ଜି.ଓ ସିରା ( ସି.ଇ.ଇ.ଆର୍.ଏ ) ଙ୍କ ମିଳିତ ସହଯୋଗରେ ରେ ଅନୁଷ୍ଠିତ ହୋଇଯାଇଅଛି ।

ଏହି ଅବସରରେ ରଣପୁର ନିର୍ବାଚନ ମଣ୍ଡଳୀ ର ବିଧାୟକ ଶ୍ରୀଯୁକ୍ତ ସତ୍ୟନାରାୟଣ ପ୍ରଧାନ ଯୋଗ ଦେଇ କାର୍ଯ୍ୟକ୍ରମଟି କୁ ଉଦଘାଟନ କରିଥିଲେ । ସି.ଇ.ଇ ଆର୍.ଏ ତରଫରୁ ସଦସ୍ୟ ସତ୍ୟଜ୍ୟୋତି ମହାନ୍ତି ସ୍ୱାଗତ ଭାଷଣ ଦେବା ସହ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

ସି.ଇ.ଡି ନୟାଗଡ଼ ଜିଲ୍ଳା ଟିମ୍ ଲିଡ଼ ସନ୍ତୋଷ କୁମାର ଚୌଧୁରୀ ଜଳ ଜୀବନ ମିଶନ କାର୍ଯ୍ୟକ୍ରମ ର ଲକ୍ଷ ଉଦ୍ଦେଶ୍ୟ ବିଷୟରେ ଆଲୋଚନା କରିଥିଲେ । ଏହି ଅବସରରେ C E D ରାଜ୍ୟ ଶାଖା କାର୍ଯ୍ୟଳୟ ର ପ୍ରତିନିଧି ଶ୍ରୀଯୁକ୍ତ ଅରୁଣ କୁମାର ରାୟ ଏବଂ ଶ୍ରୀଯୁକ୍ତ ପ୍ରିୟବ୍ରତ ଗୁମାନସିଂ ଉପସ୍ଥିତ ରହି VWSC ( ଗ୍ରାମ୍ୟ ଜଳ ଏବଂ ପରିମଳ କମିଟି) ଓ VAP ( ଗ୍ରାମ୍ୟ କାର୍ଯ୍ୟକାରୀ ଯୋଜନା) ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ ।

ବିଧାୟକ ଶ୍ରୀଯୁକ୍ତ ପ୍ରଧାନ ନୟାଗଡ଼ ଜିଲ୍ଲାର ପ୍ରତ୍ୟକ ଘରକୁ ପାନୀୟ ଜଳ ଯୋଗାଣ ଏବଂ ଗ୍ରାମବାସୀ ମାନଙ୍କ ମଧ୍ୟରେ କିପରି ଜାଗରଣ,ଉତ୍ସାହ, ସଚେତନତା ସୃଷ୍ଟି କରିବା ବିଷୟରେ ଆଲୋଚନା କରିଥିଲେ । ପୂର୍ବତନ ଚେୟାରମ୍ୟାନ ଶ୍ରୀଯୁକ୍ତ ଦେବାଶିଷ ପଟ୍ଟନାୟକ ଅଞ୍ଚଳରେ ଆଗାମୀ ଦିନ ମାନଙ୍କରେ ଜଳାଭାବ ଜନିତ ସମସ୍ୟା, ବର୍ଷା ଜଳ ସରଂକ୍ଷଣ , ଭୂତଳ ଜଳ ସରଂକ୍ଷଣ ଓ ଏହାର ସଦୁପଯୋଗ ବିଷୟରେ କହିଥିଲେ । ବ୍ରଜରାଜପୁର ପଞ୍ଚାୟତର ସମିତିସଭ୍ୟ ଶ୍ରୀଯୁକ୍ତ ତପନ କୁମାର ପଟ୍ଟନାୟକ ଜଳ ଜୀବନ ମିଶନର ବିଭିନ୍ନ ଦିଗ ବିଷୟରେ ଆଲୋଚନା କରିଥିଲେ ।

ସରପଞ୍ଚ ଶ୍ରୀଯୁକ୍ତ ସୁକାନ୍ତ ଚନ୍ଦ୍ର ସାମନ୍ତରାୟ ଜଳ ଜୀବନ ମିଶନ ର ଏହି କାର୍ଯ୍ୟକ୍ରମ ରେ ସମସ୍ତ ଙ୍କ ସହଯୋଗ ଆଶା କରିଥିଲେ ଏବଂ ପଞ୍ଚାୟତ ତରଫରୁ ପୂର୍ଣ୍ଣ ସହଯୋଗ ରହିବାର ପ୍ରତିଶୃତି ଦେଇଥିଲେ । ଗ୍ରାମ ପଞ୍ଚାୟତ ରେ ପ୍ରତି ପରିବାରକୁ ପାଇପ୍ ଯୋଗେ ପାନୀୟ ଜଳ ଯୋଗାଇ ଦେବାକୁ ଏକ ଶପଥ ପାଠ କାର୍ଯ୍ୟକ୍ରମ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version