• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆଜାଦ୍ ହିନ୍ଦ୍ ସରକାରର ୭୯ ତମ ପ୍ରତିଷ୍ଠା ଦିବସ ପାଳିତ : ମାଟି ମା ଓ ଜନଗଣଙ୍କ ସ୍ୱାର୍ଥର ସୁରକ୍ଷା ପାଇଁ ଶପଥ ନେଲେ – ଶତାଧିକ ଆଜାଦ୍‌ ହିନ୍ଦ୍ ବାହିନୀର ସିପାହୀ

Proprietor Abhimanyu Maharana by Proprietor Abhimanyu Maharana
October 22, 2021
in ଓଡ଼ିଶା, ମହାନଗର, ହୋମ୍
0
ଆଜାଦ୍ ହିନ୍ଦ୍ ସରକାରର ୭୯ ତମ ପ୍ରତିଷ୍ଠା ଦିବସ ପାଳିତ : ମାଟି ମା ଓ ଜନଗଣଙ୍କ ସ୍ୱାର୍ଥର ସୁରକ୍ଷା ପାଇଁ ଶପଥ ନେଲେ – ଶତାଧିକ ଆଜାଦ୍‌ ହିନ୍ଦ୍ ବାହିନୀର ସିପାହୀ

????????????????????????????????????

Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୨ ଅକ୍ଟୋବର ଶୁକ୍ରବାର ) ଭୁବନେଶ୍ୱର :- ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ନେତୃତ୍ୱରେ ୧୯୪୩ ମସିହାରେ ଗଠିତ ଭାରତ ବର୍ଷର ପ୍ରଥମ ସ୍ୱାଧୀନ ସରକାର ‘ଆଜାଦ୍ ହିନ୍ଦ୍ ସରକାର’ର ୭୯ତମ ପ୍ରତିଷ୍ଠା ଦିବସ ଆଜି ଆଜାଦ୍ ହିନ୍ଦ୍ ବାହିନୀ ପକ୍ଷରୁ ଭୁବନେଶ୍ୱରଠାରେ ପାଳିତ ହୋଇଯାଇଛି । ଆଜି ପୂର୍ବାହ୍ନରେ ଆଜାଦ୍ ହିନ୍ଦ୍ ବାହିନୀର ସିପାହୀମାନେ ରସୁଲଗଡସ୍ଥିତ ନେତାଜୀଙ୍କ ପ୍ରତିମୂର୍ତି ସମ୍‌ୁଖରେ ପହଂଚି ସେଠାରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ପରେ ଆଜାଦ୍ ହିନ୍ଦ୍ ବାହିନୀ ପକ୍ଷରୁ ଆଜାଦ୍ ହିନ୍ଦ୍ ସରକାରର ମୁଖ୍ୟ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତି ସମ୍ମୁଖରେ ସଲାମୀ ପ୍ରଦାନ କରାଯାଇଥିଲା ।

ଏହି କାର୍ଯ୍ୟକ୍ରମରେ ଟି.ୟୁ.ସି.ସି.ର ସର୍ବଭାରତୀୟ ସାଧାରଣ ସଂପାଦକ ତଥା ଫରୱାର୍ଡ ବ୍ଲକର ଜାତୀୟ ସଂପାଦକ ଜି.ଆର୍‌. ଶିବଶଙ୍କର ଯୋଗଦେଇ ନେତାଜୀଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ । ଏହି ଅବସରରେ ନେତାଜୀ ଭବନ ପରିସରରେ ଅନୁଷ୍ଠିତ ଏକ ଆଲୋଚନା ଚକ୍ରରେ ଆଲୋଚକ ଅତିଥିଭାବରେ ରାଜ୍ୟର ପୂର୍ବତନ ମନ୍ତ୍ରୀ ତଥା ବଡମ୍ବା ବିଧାୟକ ଦେବୀ ପ୍ରସାଦ ମିଶ୍ର, ଫରୱାର୍ଡ ବ୍ଲକର ଜାତୀୟ ସଂପାଦକ ଜି.ଆର.ଶିବଶଙ୍କର, ସି.ପି.ଆଇ(ଏମ୍‌)ର ବରିଷ୍ଠ ନେତା ଜନାର୍ଦ୍ଦନ ପତି, ସିପିଆଇ (ଏମ୍‌ଏଲ୍‌) ଲିବରେସନର ରାଜ୍ୟ ସଂପାଦକ ଯୁଧିଷ୍ଠିର ମହାପାତ୍ର ଓ ସମାଜବାଦୀ ପାର୍ଟିର ସାଧାରଣ ସଂପାଦକ ସୁଦର୍ଶନ ପ୍ରଧାନ, ଫରୱାର୍ଡ ବ୍ଲକର ରାଜ୍ୟ ସଭାପତି ପୂର୍ଣ୍ଣଚନ୍ଦ୍ର ପାଢ଼ୀ ପ୍ରମୁଖ ବକ୍ତବ୍ୟ ରଖି ନେତାଜୀଙ୍କର ଆଦର୍ଶ ଓ କାର୍ଯ୍ୟଧାରା ଅଦ୍ୱିତୀୟ ବୋଲି ପ୍ରକାଶ କରିଥିଲେ ।

ଦେଶକୁ ଇଂରେଜମାନଙ୍କ କବଳରୁ ମୁକ୍ତ କରିବା ପାଇଁ ସାରା ପୃଥିବୀର ବ୍ରିଟିଶ ବିରୋଧୀ ଶକ୍ତିମାନଙ୍କୁ ଏକାଠି କରିଥିଲେ ଦୁର୍ଦ୍ଦଶ ବୀର ନେତାଜୀ ସୁଭାଷ ଚନ୍ଦ୍ର ବୋଷ । ଯାହାର ଫଳସ୍ୱରୂପ ଭାରତବର୍ଷର ପ୍ରଥମ ସ୍ୱାଧୀନ ସରକାର ସୁଦୂର ସିଂଗାପୁର ଠାରେ ନେତାଜୀଙ୍କ ନେତୃତ୍ୱରେ ଗଠିତ ହୋଇଥିଲା ଓ ଆଜାଦ୍ ହିନ୍ଦ୍ ସରକାର ନେତୃତ୍ୱରେ ଆଜାଦ୍ ହିନ୍ଦ୍ ବାହିନୀ ସିଂଗାପୁର ଠାରୁ ମୌରାଙ୍ଗ୍ ପର୍ଯ୍ୟନ୍ତ ଆସି ସେଠାରେ ପ୍ରଥମେ ତ୍ରିରଙ୍ଗା ପତାକାକୁ ଉତୋଳନ କରିଥିଲେ । ନେତାଜୀଙ୍କ ନେତୃତ୍ୱକୁ ଭାରତୀୟମାନଙ୍କ ସମେତ ବହୁଦେଶର ରାଷ୍ଟ୍ରନିତିଜ୍ଞମାନେ ସମର୍ଥନ ଯୋଗାଇଥିଲେ । ନେତାଜୀ ଓ ଆଜାଦ୍ ହିନ୍ଦ୍ ସରକାରଙ୍କ ଏଭଳି କାର୍ଯ୍ୟକ୍ରମ ବ୍ରିଟିଶ ସରକାରର ନିଦ ହଜାଇ ଦେଇଥିଲା ।

ଫଳରେ ସେମାନେ ଦେଶ ଛାଡି ଚାଲିଯାଇଥିଲେ । କିନ୍ତୁ ଆଜିର ଦିନରେ ଗଣତାନ୍ତ୍ରିକ ବ୍ୟବସ୍ଥାରେ ନିର୍ବାଚିତ ଆମ ଦେଶର ସରକାରଙ୍କ ଜନବିରୋଧୀ ନୀତି ଫଳରେ ଦେଶର ଦୟନୀୟ ଅବସ୍ଥା ଅନୁଭୂତ ହେଲାଣିି ଫଳରେ ଦେଶର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଲାଣି । ଦରଦାମ୍ ବୃଦ୍ଧିଠାରୁ ଆରମ୍ଭ କରି ରାଷ୍ଟ୍ରାୟାତ ଉଦ୍ୟୋଗଗୁଡିକର ଘରୋଇ କରଣ ଫଳରେ ଦେଶର ସ୍ଥିତି ବିପନ୍ନ ହେବାରେ ଲାଗିଛି । ଏଭଳି ସ୍ଥିତିରେ ଆଜିର ପବିତ୍ର ଦିବସରେ ଆଜାଦ୍ ହିନ୍ଦ୍‌ ବାହିନୀର ସିପାହୀମାନେ ନେତାଜୀଙ୍କର ଆଦର୍ଶରେ କାର୍ଯ୍ୟ କରିବା ସହ ଦେଶକୁ ବିପତି ସମୟରେ ରକ୍ଷା କରିବା ପାଇଁ ବକ୍ତାମାନେ ଆହ୍ୱାନ ଦେଇଥିଲେ ।

ଆଜାଦ୍ ହିନ୍ଦ୍ ବାହିନୀର ଜାତୀୟ ସଂଯୋଜକ ଜ୍ୟୋତି ରଂଜନ ମହାପାତ୍ର ଏହି କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିଲେ । ଆଜାଦ୍ ହିନ୍ଦ୍ ବାହିନୀର ସିପାହୀ ପ୍ରିୟାଂଶୁ କୁମାରୀ, ଦୟାନିଧି ଭୂମିୟା, ପାୟଲ କୁମାରୀ, ଭୂମିକା ଘୋଷ, ଅଭିମନ୍ୟୁ କ୍ରିଷାନୀ, ଲକ୍ଷ୍ମୀ ଦୋରା, ସୋମନାଥ ଖୀଲ, ସାନୁ ସିଂ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026
ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

June 20, 2026
ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026
ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

June 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version