• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜେଡ଼ି ର ମିଶ୍ରଣ ପର୍ବ ନୂଆଗାଁ ବ୍ଲକ୍ ରେ ଶୂନ୍ୟ ହୋଇଯିବେ ବିରୋଧୀ

Proprietor Abhimanyu Maharana by Proprietor Abhimanyu Maharana
October 25, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ବିଜେଡ଼ି ର ମିଶ୍ରଣ ପର୍ବ ନୂଆଗାଁ ବ୍ଲକ୍ ରେ ଶୂନ୍ୟ ହୋଇଯିବେ ବିରୋଧୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୪ ଅକ୍ଟୋବର ରବିବାର ) ନୂଆଗାଁ :-  ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ଆଦର୍ଶ ,ଲୋକାଭିମୁଖୀ କାର୍ଯ୍ୟ ଏବଂ ଦଶପଲ୍ଲା ବିଧାୟକ ଙ୍କ ଆଦର୍ଶ ,ଅଞ୍ଚଳର ବିକାଶ ପାଇଁ ଅହରହ ପ୍ରଚେଷ୍ଟା ଆଦି ବିଭିନ୍ନ କାର୍ଯ୍ୟରେ ଅନୁପ୍ରାଣୀତ ହୋଇ ନୂଆଗାଁ ବ୍ଲକ୍ ରୁ ବହୁ ବିଜେପି ଓ କଂଗ୍ରେସ ର ଆଗଧାଡିର ନେତା ,କର୍ମକର୍ତ୍ତା ଦଳ ଛାଡ଼ି ବିଜେଡ଼ି ରେ ଯୋଗ ଦେଉଛନ୍ତି । ଆଉ ଯେଉଁ କିଛି କିଛି ବିରୋଧୀ ଦଳର କର୍ମୀ ଅଛନ୍ତି ତାଙ୍କ ସ୍ବର ବନ୍ଦ ହେବାକୁ ବସିଲାଣି। କୋଣ ଅନୁକୋଣରେ ଗୋଟିଏ ଚର୍ଚ୍ଚା ବିରୋଧୀ ଶୂନ୍ୟ ହୋଇଯିବ ନୂଆଗାଁ ବ୍ଲକ୍। ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଗାତେରୀ ପଞ୍ଚାୟତ ରେ ବିଜେଡ଼ି ର କର୍ମକର୍ତ୍ତା ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦର୍ଶ ,ଲୋକାଭିମୁଖୀ କାର୍ଯ୍ୟ ,

ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଙ୍କ ଆଦର୍ଶ,ଅଞ୍ଚଳ ର ବିକାଶ ପାଇଁ ପ୍ରଚେଷ୍ଠା ଆଦି କାର୍ଯ୍ୟରେ ଅନୁପ୍ରାଣୀତ ହୋଇ ଗାତେରୀ ସରପଞ୍ଚ ବିନୋଦ କୁମାର ଖିଲାର ଏବଂ ବହୁ ବିଜେପି ଓ କଂଗ୍ରେସ ର ଆଗଧାଡିର ନେତା ଦିଲ୍ଲୀପ କୁମାର ରାଉତ,ଡମ୍ବରୁ ଧର ପ୍ରଧାନ,ଗୋବର୍ଦ୍ଧନ ଖିଲାର,ସୁରେନ୍ଦ୍ର ନାୟକ, ଜୟକୃଷ୍ନ ଖିଲାର, ଭାବଗ୍ରାହୀ ଖିଲାର, ପଞ୍ଚାନନ ଭୋଇ,ପବିତ୍ର ମୋହନ ନାୟକ,ପ୍ରତାପ କୁମାର ସାହୁ,ପ୍ରଶାନ୍ତ ଗୋଚ୍ଛାୟତ,ପ୍ରମୋଦ ସାମଲ, ଟୁଙ୍ଗୁରୁ ନାୟକ,ପବନା ଭୋଇ,ବୁଲୁ ନାୟକ ପ୍ରମୁଖ ଯୋଗଦେଇଥିଲେ।ଦଶପଲ୍ଲା ବିଧାୟକ ଦଳରେ ଯୋଗଦେଇଥିବା ବିରୋଧୀ ନେତା ମାନଙ୍କୁ ସ ସମ୍ମାନେ ଦଳକୁ ପାଛୋଟି ଆଣିଥିଲେ ।

ଏହି କର୍ମକର୍ତ୍ତା ସମ୍ମିଳନୀ ରେ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ୱାଇଁ, ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ସାହୁ, ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ଶାସମଲ୍,ଜିଲ୍ଲା ବିଜେଡ଼ି ଉପ ସଭାପତି ଦିଲ୍ଲୀପ କୁମାର ଦଳ ବେହେରା, ଆତ୍ମା ଅଧ୍ୟକ୍ଷ ତଥା ଯୁବ ବିଜେଡ଼ି ସଂଗଠକ ସଞ୍ଜୟ କୁମାର ସାହୁ,ଜିଲ୍ଲା ଯୁବ ସାଧାରଣ ସମ୍ପାଦକ ଗୋଲଖ ବିହାରୀ ଗୋଚ୍ଛାୟତ,ବ୍ଲକ୍ ଉପ ସଭାପତି ମୁରଲୀ ଧର ଜେନା, ସମ୍ପାଦକ ରମେଶ ଚନ୍ଦ୍ର ପ୍ରଧାନ,ବ୍ଲକ୍ ଛାତ୍ର ବିଜେଡ଼ି ସଭାପତି ସୁବ୍ରତ କୁମାର ପରିଡ଼ା,ଜିଲ୍ଲା ଛାତ୍ର ଉପ ସଭାପତି ଅମୂଲ୍ୟ ସାହୁ,ନୂଆଗାଁ ବ୍ଲକ୍ ମହିଳା ଉପ ସଭାପତି ସସ୍ମିତା ସାହାଣୀ ପ୍ରମୁଖ ଉପସ୍ଥିତ ରହି ଦଳର ସଂଗଠନ ସୁଦୃଢ ପାଇଁ ବିଧାୟକ ଙ୍କ ଅକ୍ଲାନ୍ତ ପରିଶ୍ରମ କୁ ପ୍ରଶଂସା କରିବା ସହ ବିଧାୟକ ଙ୍କୁ ଧନ୍ୟବାଦ୍ ଜଣାଇଥିଲେ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦର୍ଶ,ଲୋକାଭିମୁଖୀ କାର୍ଯ୍ୟ ଏବଂ ଦଶପଲ୍ଲା ବିଧାୟକ ବିକାଶ ପାଇଁ ଯେଉଁଭଳି ଅହରହ ପ୍ରଚେଷ୍ଟା ଜାରି ରଖିଛନ୍ତି ଆଗାମୀ ପଞ୍ଚାୟତ ନିର୍ବାଚନ ରେ ପ୍ରତି ପଞ୍ଚାୟତରେ ଦଳୀୟ ସମର୍ଥିତ ପ୍ରାର୍ଥୀ ବାଜିମାତ କରିବେ ବୋଲି କହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରାମେଡିକାଲ୍ କୋର୍ସରେ ଅଗ୍ରଣୀ ସଫଳତା ; ବିଶ୍ୱାସ ପାରାମେଡିକାଲ୍ କଲେଜ ଛାତ୍ରଛାତ୍ରୀଙ୍କ ଦକ୍ଷତାର ଦୃଢ ପରିଚୟ

ପାରାମେଡିକାଲ୍ କୋର୍ସରେ ଅଗ୍ରଣୀ ସଫଳତା ; ବିଶ୍ୱାସ ପାରାମେଡିକାଲ୍ କଲେଜ ଛାତ୍ରଛାତ୍ରୀଙ୍କ ଦକ୍ଷତାର ଦୃଢ ପରିଚୟ

May 16, 2026
ମିଲେଟ୍ ଚାଷ ମାଧ୍ୟମରେ ମହିଳାଙ୍କୁ ସଶକ୍ତ କରୁଛି ଟିପିଏସ୍ଓଡିଏଲ୍

ମିଲେଟ୍ ଚାଷ ମାଧ୍ୟମରେ ମହିଳାଙ୍କୁ ସଶକ୍ତ କରୁଛି ଟିପିଏସ୍ଓଡିଏଲ୍

May 16, 2026
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରାମେଡିକାଲ୍ କୋର୍ସରେ ଅଗ୍ରଣୀ ସଫଳତା ; ବିଶ୍ୱାସ ପାରାମେଡିକାଲ୍ କଲେଜ ଛାତ୍ରଛାତ୍ରୀଙ୍କ ଦକ୍ଷତାର ଦୃଢ ପରିଚୟ

ପାରାମେଡିକାଲ୍ କୋର୍ସରେ ଅଗ୍ରଣୀ ସଫଳତା ; ବିଶ୍ୱାସ ପାରାମେଡିକାଲ୍ କଲେଜ ଛାତ୍ରଛାତ୍ରୀଙ୍କ ଦକ୍ଷତାର ଦୃଢ ପରିଚୟ

May 16, 2026
ମିଲେଟ୍ ଚାଷ ମାଧ୍ୟମରେ ମହିଳାଙ୍କୁ ସଶକ୍ତ କରୁଛି ଟିପିଏସ୍ଓଡିଏଲ୍

ମିଲେଟ୍ ଚାଷ ମାଧ୍ୟମରେ ମହିଳାଙ୍କୁ ସଶକ୍ତ କରୁଛି ଟିପିଏସ୍ଓଡିଏଲ୍

May 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version