• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୧୮ମାସ ପରେ ଖୋଲିଲା ୮ମ ଶ୍ରେଣୀ ; ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ

Proprietor Abhimanyu Maharana by Proprietor Abhimanyu Maharana
October 26, 2021
in ଓଡ଼ିଶା, କଟକ, ରାଜନୀତି, ହୋମ୍
0
୧୮ମାସ ପରେ ଖୋଲିଲା ୮ମ ଶ୍ରେଣୀ ; ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୬ ଅକ୍ଟୋବର ମଙ୍ଗଳବାର ) କୋରାଇ :- ବିଶ୍ୱ ମହାମାରି କରୋନା ଯୋଗୁ ବନ୍ଦ ରହିଥିବା ଉଚ୍ଚପ୍ରାଥମିକ ବିଦ୍ୟାଳୟ ଦୀର୍ଘ ୧୮ମାସ ପରେ ଆଜି ଖୋଲିଛି; ଶ୍ରେଣୀ ଗୃହ ଶିକ୍ଷାଦାନ ପାଇଁ ଛାତ୍ରଛାତ୍ରୀ ମାନେ ଆନନ୍ଦମନରେ ବହିବସ୍ତାନୀ ଧରି ଆଜି ପୂର୍ବାହ୍ଣ ୧୦ଟାରେ ବିଦ୍ୟାଳୟକୁ ଆସୁଥିବା ଦେଇଯାଇଛି ।

ଏହି ଅବସରେ ବିଦ୍ୟାଳୟ ପକ୍ଷରୁ ମଧ୍ୟ ପିଲାମନଙ୍କୁ ବିଦ୍ୟାୟଳ ପକ୍ଷରୁ ସ୍ୱାଗତ କରାଯାଇଛି । ଏହି ପରିପ୍ରେକ୍ଷୀରେ କୋରାଇ ଶିକ୍ଷା ମଣ୍ଡଳ ଅଧିନସ୍ତ ଧନେଶ୍ୱର ପଂଚାୟତ ସ୍ଥିତ ପାଟୁଳି ଉଚ୍ଚପ୍ରାଥମିକ ସରକାରୀ ବିଦ୍ୟାଳୟ ପକ୍ଷରୁ ୧୮ମାସପରେ ଆସିଥିବା ୮ମଶ୍ରେଣୀ ଛାତ୍ରଛାତ୍ରୀଙ୍କ ନିମନ୍ତେ ସ୍ୱାଗତ ଉତ୍ସବ କରାଯାଇଥିଲା ।

ବିଦ୍ୟାଳୟର ପ୍ରଧାନଶିକ୍ଷକ ପଦନଚରଣ ତରାଇଙ୍କ ତତ୍ୱାବଧନାରେ ଶିକ୍ଷକ ସୁରେନ୍ଦ୍ର କୁମାର ବାହାଲିଆ, ଶିକ୍ଷୟିତ୍ରୀ ମନୋରମା ଦାସ, ସଂଘମିତ୍ରା ସାମଲ, ମୀନତି ଘୋଷ, ଐଶ୍ୱର୍ଯ୍ୟା ପତି, ଅପର୍ଣ୍ଣା ଦାଶ ପ୍ରମୁଖ ଶିକ୍ଷକ/ଶିକ୍ଷୟିତ୍ରୀ ପିଲାମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ପୂର୍ବକ ବନ୍ଦାପନା କରି ବିଦ୍ୟାଲୟକୁ ଆମନ୍ତ୍ରୀ ଆଣିଥିଲେ । ଏଥି ସହିତ କରୋନା ମହାମାରି ପିଲାମାନଙ୍କ କିଛି ଅନିଷ୍ଟ ନକରିବା ଓ ସୁସ୍ଥନିରାମୟ ଜୀବନ କାମନା ସ୍ୱରୂପ ବିଦ୍ୟାଳୟ ପରିସର ଶୁଭକଳସ ସ୍ଥାପନା କରି ପୂଜାର୍ଚ୍ଚନା କରିଥିଲେ ।

ତୁଣ୍ଡି ବାନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା, ସାବୁନରେ ହାତ ଧୋଇବା ଆଦି କରୋନା ସଂପର୍କିତ ସଚେତନା ଓ କଟକଣା ଉପରେ ପ୍ରଧାନଶିକ୍ଷକ ଶ୍ରୀ ତରେଇ ସୂଚନା ଦେଇଥିଲେ । ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ବାଇଧର ମାଝି, ସଦସ୍ୟ ରଞ୍ଜନ କୁମାର ସ୍ୱାଇଁ ପ୍ରମୁଖ କାର୍ଯ୍ୟକର୍ତା ଓ ଅଭିଭାବକମାନେ ସାମିଲ ହୋଇଥିଲେ ।

ଦୀର୍ଘ ୧୮ମାସ ପରେ ସହପାଠୀ ସମ୍ମୁଖ ସାକ୍ଷତ ପାଇ ପରସ୍ପରକୁ ଅଭିବାଦନ ଜଣାଇଥିଲେ । ଏଥି ସହିତ ଶ୍ରେଣୀ ଗୃହ ଶିକ୍ଷାଦାନ ପାଇ ମଧ୍ୟ ଉତ୍ସାହିତ ହୋଇ ପଡିଥିଲେ ।ଏହି ପରିଭାବେ ଆଜି କୋରାଇ ଶିକ୍ଷା ମଣ୍ଡଳର ସମସ୍ତ ଉନ୍ନିତ ତଥା ଉଚ୍ଚପ୍ରାଥମିକ ବିଦ୍ୟାଳୟ ମାନଙ୍କରେ ୮ମଶ୍ରେଣୀ ବିଦ୍ୟାର୍ଥୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଛି ।  ( କୋରାଇରୁ ରଶ୍ମିରେଖା ମଲ୍ଲିକଙ୍କ ରିପୋର୍ଟ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

September 20, 2026
ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

September 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version