• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ଼ ଜିଲ୍ଲାପାଳଙ୍କ ନିଆରା ଚିନ୍ତାଧାରା : ଭାପୁର ବାଲୁଙ୍କେଶ୍ୱର ଦେବ ବିଦ୍ୟାପୀଠର ଛାତ୍ରଛାତ୍ରୀମାନେ ବର ଗଛ ମୂଳେ ବସି – ମୁକ୍ତାକାଶ ପାଠପଢ଼ାର ମଜା ନେଉଥିବା ମନୋରମ ଦୃଶ୍ୟ

Proprietor Abhimanyu Maharana by Proprietor Abhimanyu Maharana
October 30, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ନୟାଗଡ଼ ଜିଲ୍ଲାପାଳଙ୍କ ନିଆରା ଚିନ୍ତାଧାରା : ଭାପୁର ବାଲୁଙ୍କେଶ୍ୱର ଦେବ ବିଦ୍ୟାପୀଠର ଛାତ୍ରଛାତ୍ରୀମାନେ ବର ଗଛ ମୂଳେ ବସି – ମୁକ୍ତାକାଶ ପାଠପଢ଼ାର ମଜା ନେଉଥିବା ମନୋରମ ଦୃଶ୍ୟ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୩୦ ଅକ୍ଟୋବର ଶନିବାର ) ନୟାଗଡ଼ :- ଭାପୁର ବଜାର ନିକଟରେ ଥିବା ବାଲୁଙ୍କେଶ୍ୱର ଦେବ ବିଦ୍ୟାପୀଠର ଛାତ୍ରଛାତ୍ରୀମାନେ ବିଶାଳ କାୟ ବର ଗଛ ମୂଳେ ବସି ମୁକ୍ତାକାଶ ପାଠପଢ଼ାର ମଜା ନେଉଥିବା ମନୋରମ ଦୃଶ୍ୟ ଅଭିଭାବକ ଓ ବୁଦ୍ଧିଜୀବୀମାନଙ୍କୁ ଆହ୍ଲାଦିତ କରିଛି । ଭାପୁର ବଜାର ନିକଟରେ ଥିବା ବାଲୁଙ୍କେଶ୍ୱର ଦେବ ବିଦ୍ୟାପୀଠଟି ରାଜ୍ୟ ସରକାରଙ୍କ ଉଚ୍ଚକାପ୍ସକ୍ଷ୍ମୀ ପରିବର୍ତ୍ତନଶୀଳ ବିଦ୍ୟାଳୟ ଯୋଜନାରେ ସାମିଲ ହୋଇ ଏହାର ରୂପରେଖ ପରିବର୍ତ୍ତନ ହେଵାରେ ଲାଗିଛି । ୫୫ ଲକ୍ଷରୁ ଉଦ୍ଧ୍ୱର୍ ଟଙ୍କା ବ୍ୟୟରେ ବିଦ୍ୟାଳୟର ଉନ୍ନତି ମୂଳକ କାର୍ୟ୍ୟ ଚାଲୁ ରହିଛି ।

ଏହି କାର୍ଯ୍ୟ ଦେଖିବା ପାଇଁ ଦୁଇ ମାସ ପୂର୍ବରୁ ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁ ଆସିଥିବା ସମୟରେ ବିଦ୍ୟାଳୟ ପରିସରରେ ଥିବା ବର ଗଛ ମୂଳେ ଛାତ୍ରଛାତ୍ରୀମାନେ ବସି ପାଠ ପଢ଼ିବା ଭଳି ଏକ ଗ୍ୟାଲେରୀ ତଥା ପିଣ୍ତି ନିର୍ମାଣ କରିବା ପାଇଁ ପରାମର୍ଶ ଦେଇଥିଲେ । ବିଦ୍ୟାଳୟର ଉନ୍ନତି ମୂଳକ କାର୍ଯ୍ୟ ସମ୍ପାଦନା କରୁଥିବା ବିଦ୍ୟାଳୟ ପରିଚାଳନା କମିଟି ଜିଲ୍ଲାପାଳଙ୍କ ଦୂରଦୃଷ୍ଟିକୁ ସମ୍ମାନ ଦେଇ ବରଗଛ ମୂଳେ ଏକ ଛୋଟ ଗ୍ୟାଲେରୀ ପରି ପିଣ୍ତି ନିର୍ମାଣ କରିଥିଲେ ।

ଏବେ ବିଦ୍ୟାଳୟରେ ଶ୍ରେଣୀ ଗୃହ ନିର୍ମାଣ ଚାଲିଥିବା ସମୟରେ ଛାତ୍ରଛାତ୍ରୀ ମାନେ ବର ଗଛ ମୂଳେ ଅଧ୍ୟୟନ କରିବା ଗୋପବନ୍ଧୁ ଦାସ ଓ ପଞ୍ଚଶଖାଙ୍କ ବକୁଳ ବନ ବିଦ୍ୟାଳୟରେ ଛାତ୍ରଛାତ୍ରୀ ପାଠ ପଢ଼ିବାର ସ୍ମୃତି ସୃଷ୍ଟି କରିଛି । ଏହିପରି ଏକ ମନୋଗ୍ୟ ପରିବେଶରେ ପାଠ ପଢ଼ାଇବାର ମଜା ଅଲଗା ବୋଲି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିତ୍ୟାନନ୍ଦ ଦାସ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2026
ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

March 14, 2026
ବାଲିଗୁଡା ମା’ ପାଟଖଣ୍ଡା ଠିକାଦାର ସଂଘର ବୈଠକ

ବାଲିଗୁଡା ମା’ ପାଟଖଣ୍ଡା ଠିକାଦାର ସଂଘର ବୈଠକ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version