• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନିଷ୍ଠା ପରିବାର ଓ ଜୀବନ ସଂଯୋଗ ର ମିଳିତ ଉଦ୍ୟମ ରେ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ରୁ ୬୦ୟୁନିଟ ରକ୍ତ ସଂଗୃହିତ

Proprietor Abhimanyu Maharana by Proprietor Abhimanyu Maharana
October 31, 2021
in ଓଡ଼ିଶା, ବରଗଡ଼, ହୋମ୍
0
ନିଷ୍ଠା ପରିବାର ଓ ଜୀବନ ସଂଯୋଗ ର ମିଳିତ ଉଦ୍ୟମ ରେ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ରୁ ୬୦ୟୁନିଟ ରକ୍ତ ସଂଗୃହିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୩୧ ଅକ୍ଟୋବର ରବିବାର) ବରଗଡ଼ :- ଆଜି ନିଷ୍ଠା ପରିବାର ଓ ଜୀବନ ସଂଯୋଗ ର ମିଳିତ ଆନୁକୁଲ୍ୟରେ ତାଳଶ୍ରୀଗିଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ଏହି ଶିବିର କୁ ସରପଞ୍ଚ ଧରିତ୍ରୀ ସାହୁ ଓ ଗାଁ ର ଭଦ୍ର ବ୍ୟକ୍ତି ମାନେ ଫିତା କାଟି ଶୁଭ ଉଦଘାଟନ କରିଥିଲେ ।

ବରଗଡ଼ ରକ୍ତ ଭଣ୍ଡାର ଦ୍ଵାରା ସର୍ବମୋଟ୍ ୬୦ୟୁନିଟ୍ ରକ୍ତ ସଂଗୃହୀତ ହୋଇଥିଲା । ଏଥିରେ ୧୦ଜଣ ମହିଳା ଓ ୫୦ଜଣ ପୁରୁଷ ସ୍ଵତଃପୂର୍ତ୍ତ ଭାବରେ ରକ୍ତ ଦାନ କରିଥିଲେ, ଏହି ଶିବିର ରେ ୪୦ଜଣ ନୂଆଁ ରକ୍ତ ଦାତା ରକ୍ତ ଦାନ କରିଥିଲେ। ଏହି ଅବସରରେ ଗାଁ ର ପୁରୁଣା ରକ୍ତ ଦାତା ମାନଙ୍କୁ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା ।

ଏହି କାର୍ଯ୍ୟକ୍ରମ ରେ ନିଷ୍ଠା ର ଉପଦେଷ୍ଠା ବିଦ୍ୟା ଧର ଭୋଇ, ସମ୍ପାଦକ ଅଶ୍ୱିନୀ ତ୍ରିପାଠୀ, ତ୍ରିର୍ମଳ ସାହୁ ଙ୍କ ସହ ଅନ୍ୟ ସଦସ୍ୟ,ଯୁବକ ବନ୍ଧୁ ଓ ଗ୍ରାମବାସୀ ମାନେ ଉପସ୍ଥିତ ଥିଲେ । ଶେଷ ରେ ଗାଁ ରେ ପ୍ରଥମ ଥର ରକ୍ତ ଦାନ ଶିବିର ଆୟୋଜନ କରିଥିବାରୁ ଟିମ୍ ଜୀବନ ସଂଯୋଗ କୁ ନିଷ୍ଠା ପରିବାର ତରଫ ରୁ ସମ୍ବର୍ଦ୍ଧିତ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧା ରୋଡ଼ ମଣ୍ଡଳ ଦ୍ୱାରା ହିନ୍ଦୀ ପଖୱାଡ଼ା – ୨୦୨୬ ର ଉଦ୍‌ଯାପନୀ ସମାରୋହ ଏବଂ ୧୫୧ତମ ମଣ୍ଡଳୀୟ ସରକାରୀ ଭାଷା କାର୍ଯ୍ୟାନ୍ୱୟନ ସମିତି ବୈଠକ ଅନୁଷ୍ଠିତ

ଖୋର୍ଦ୍ଧା ରୋଡ଼ ମଣ୍ଡଳ ଦ୍ୱାରା ହିନ୍ଦୀ ପଖୱାଡ଼ା – ୨୦୨୬ ର ଉଦ୍‌ଯାପନୀ ସମାରୋହ ଏବଂ ୧୫୧ତମ ମଣ୍ଡଳୀୟ ସରକାରୀ ଭାଷା କାର୍ଯ୍ୟାନ୍ୱୟନ ସମିତି ବୈଠକ ଅନୁଷ୍ଠିତ

September 24, 2026
ଶ୍ରୀମନ୍ଦିର ରେ ଶ୍ରୀବିଗ୍ରହ ଙ୍କ ବାମନ ଜନ୍ମ ନୀତି ଅନୁଷ୍ଠିତ

ଶ୍ରୀମନ୍ଦିର ରେ ଶ୍ରୀବିଗ୍ରହ ଙ୍କ ବାମନ ଜନ୍ମ ନୀତି ଅନୁଷ୍ଠିତ

September 24, 2026
୧୧ତମ ଆୟୁର୍ବେଦ ଦିବସ ପାଳିତ

୧୧ତମ ଆୟୁର୍ବେଦ ଦିବସ ପାଳିତ

September 24, 2026
ନୋଭୋଟେଲ ଭୁବନେଶ୍ୱର ଜନପଥର ଗ୍ରାଣ୍ଡ ଶୁଭାରମ୍ଭ

ନୋଭୋଟେଲ ଭୁବନେଶ୍ୱର ଜନପଥର ଗ୍ରାଣ୍ଡ ଶୁଭାରମ୍ଭ

September 24, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧା ରୋଡ଼ ମଣ୍ଡଳ ଦ୍ୱାରା ହିନ୍ଦୀ ପଖୱାଡ଼ା – ୨୦୨୬ ର ଉଦ୍‌ଯାପନୀ ସମାରୋହ ଏବଂ ୧୫୧ତମ ମଣ୍ଡଳୀୟ ସରକାରୀ ଭାଷା କାର୍ଯ୍ୟାନ୍ୱୟନ ସମିତି ବୈଠକ ଅନୁଷ୍ଠିତ

ଖୋର୍ଦ୍ଧା ରୋଡ଼ ମଣ୍ଡଳ ଦ୍ୱାରା ହିନ୍ଦୀ ପଖୱାଡ଼ା – ୨୦୨୬ ର ଉଦ୍‌ଯାପନୀ ସମାରୋହ ଏବଂ ୧୫୧ତମ ମଣ୍ଡଳୀୟ ସରକାରୀ ଭାଷା କାର୍ଯ୍ୟାନ୍ୱୟନ ସମିତି ବୈଠକ ଅନୁଷ୍ଠିତ

September 24, 2026
ଶ୍ରୀମନ୍ଦିର ରେ ଶ୍ରୀବିଗ୍ରହ ଙ୍କ ବାମନ ଜନ୍ମ ନୀତି ଅନୁଷ୍ଠିତ

ଶ୍ରୀମନ୍ଦିର ରେ ଶ୍ରୀବିଗ୍ରହ ଙ୍କ ବାମନ ଜନ୍ମ ନୀତି ଅନୁଷ୍ଠିତ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version