• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅହେତୁକ ଦରଦାମ ବୃଦ୍ଧିକୁ ନେଇ : ରଣପୁର ବିଜେଡି ମହିଳା ମୋର୍ଚ୍ଚା ପକ୍ଷରୁ ପ୍ରତିବାଦ ଆନ୍ଦୋଳନ – ରାଷ୍ଟ୍ରପତି ଙ୍କ ଉଦେଶ୍ୟରେ ଦାବିପତ୍ର ପ୍ରଦାନ

Proprietor Abhimanyu Maharana by Proprietor Abhimanyu Maharana
November 1, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ଅହେତୁକ ଦରଦାମ ବୃଦ୍ଧିକୁ ନେଇ : ରଣପୁର ବିଜେଡି ମହିଳା ମୋର୍ଚ୍ଚା ପକ୍ଷରୁ ପ୍ରତିବାଦ ଆନ୍ଦୋଳନ – ରାଷ୍ଟ୍ରପତି ଙ୍କ ଉଦେଶ୍ୟରେ ଦାବିପତ୍ର ପ୍ରଦାନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୧ ନଭେମ୍ବର ସୋମବାର ) ରଣପୁର :- ବିଜୁ ଜନତା ଦଳର ଲୋକପ୍ରିୟ ନେତା ତଥା ସଭାପତି ଆଜିର ଓଡ଼ିଶାର ମୁଖ୍ୟମନ୍ତ୍ରୀ ବିଜୁ ଜନତା ଦଳ ପକ୍ଷରୁ ଓଡ଼ିଶାରେ ଜନସାଧାରଣ ଙ୍କ ଦରବୃଦ୍ଧି ଯୋଗୁଁ ହେଉଥିବା ପ୍ରତିକ୍ରିୟା ପାଇଁ ଆନ୍ଦୋଳନ କରିବାକୁ ନିଷ୍ପତ୍ତି ନିଆଯାଇଥିଲା ବେଳେ ରଣପୁର ନିର୍ବାଚନ ମଣ୍ଡଳୀ ରେ ମହିଳା ମାନଙ୍କ ଦ୍ୱାରା ପ୍ରତିବାଦ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା ।

ଏବଂ ବିଜେଡି ସୁପ୍ରିମୋ ଙ୍କ ନିଷ୍ପତ୍ତି କୁ ଅକ୍ଷରେ ଅକ୍ଷରେ ପାଳନ କରି ଆଜି ଏକ ପ୍ରତିବାଦ ଆନ୍ଦୋଳନ କରାଯାଇଥିଲା । ତେବେ ଦଳ ସୁପ୍ରିମୋ ଙ୍କ ନିଷ୍ପତ୍ତି କୁ କାର୍ଯ୍ୟକାରୀ କରିବା ପାଇଁ ଆଜି ରଣପୁର ବ୍ଲକର ମହିଳା ନେତ୍ରୀ ବିଜୁ ଜନତା ଦଳର ମହିଳା ସଭାନେତ୍ରୀ ନର୍ମଦା ରାୟ ଙ୍କ ନେତୃତ୍ୱରେ ପ୍ରାୟ ୩୦୦ ରୁ ଅଧିକ ମହିଳା

ରଣପୁର ଶହୀଦ ରଘୁଦିବାକର ମଣ୍ଡପ ନିକଟରେ ଏକତ୍ରିତ ହୋଇ ପାଇଁ ଶହୀଦ ରଘୁନାଥ ମହାନ୍ତି , ଶହୀଦ ଦିବାକର ପରିଡା ଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିବା ପରେ ଏକ ରାଲି କରି ରଣପୁର ବ୍ଲକ ପର୍ଯ୍ୟନ୍ତ ଯାଇଥିବା ଜଣା ପଡ଼ିଛି । ତେବେ ପଦଯାତ୍ରା ରେ ବିଜୁ ଜନତା ଦଳର ଶତାଧିକ କର୍ମୀଙ୍କୁ ନେଇ ଅନୁଷ୍ଠିତ ହୋଇଥିବା ଦେଖାଦେଇଥିଲା ।

ରଣପୁର ର ବଡ଼ଦାଣ୍ଡ ମଧ୍ୟ ଦେଇ ଗତି କରି ପିଡବ୍ଲୁଡି ଛକ ଠାରୁ ବ୍ଲକ ପର୍ଯ୍ୟନ୍ତ ପଦଯାତ୍ରା କରିଥିଲେ । ନର୍ମଦା ରାୟ ଙ୍କ ସଭାପତିତ୍ୱ ରେ ଏକ ସଭା ର ମଧ୍ୟ ଆୟୋଜନ କରାଯାଇ ଥିଲା ସେହି ସଭାରେ ରଣପୁର ବ୍ଲକ ମହିଳା ବିଜୁ ଯୁବ ଜନତା ଦଳର କୋଷାଧ୍ୟକ୍ଷ ପ୍ରତିଭା ମହାନ୍ତି ,

ପୂର୍ବତନ ସମିତିସଭ୍ୟା ତଥା ଉପାଧ୍ୟକ୍ଷା ମିନତୀ ସାହୁ ଉଦବୋଧନ ଦେବା ପରେ ଅନ୍ୟାନ୍ୟ ନାରିନେତ୍ରୀ ମାନେ ଉଦବୋଧନ ଦେଇଥିଲେ । ଉଦବୋଧନ ଦେବା ପରେ ଗ୍ୟାସ୍ ଅଭାବ ରୁ କେଉଁଭଳି ଭାବରେ ହାଣ୍ଡିଶାଳା ର ଅବସ୍ଥା ହୋଇଛି

ତାକୁ ଦର୍ଶାଇବା ପାଇଁ ଭରି ସଭାରେ ‘ଚା’ ତିଆରି ର ବ୍ୟବସ୍ଥା ହୋଇଥିଲା ଏବଂ ଏ ସମସ୍ତ କାର୍ଯ୍ୟକ୍ରମ କୁ ପୂର୍ବତନ ବ୍ଲକ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ , ସୁରେଶ ମିଶ୍ର ଏବଂ ନଗର ସଭାପତି ସ୍ୱରାଜ ମହାନ୍ତି ଙ୍କ ସହଯୋଗ ରେ ସାମ୍ବାଦିକ ମାନଙ୍କୁ ଏଥିରେ ସହଯୋଗ କରିବା ପାଇଁ ଅନୁରୋଧ କରାଯାଇଥିଲା ।

ଏତଦବ୍ୟତୀତ ସଭା ଶେଷ ରେ ରଣପୁର ବ୍ଲକ ର ମଣ୍ଡଳ ଉନ୍ନୟନ ଅଧିକାରୀଣି ଋତ୍ତୁପର୍ଣ୍ଣା ମହାପାତ୍ର ସଭା ରେ ଯୋଗ ଦେଇଥିଲେ ଏବଂ ମହିଳା ସଭାପତି ଓ ନେତ୍ରୀ ଙ୍କ ଠାରୁ ରାଷ୍ଟ୍ରପତି ଙ୍କ ଉଦେଶ୍ୟ ରେ ଲେଖା ଯାଇଥିବା ଦାବିପତ୍ରକୁ ଗ୍ରହଣ କରିଥିଲେ ।

ଦାବିପତ୍ର ଗ୍ରହଣ କରିବା ପରେ ମଣ୍ଡଳ ଉନ୍ନୟନ ଅଧିକାରୀଣି ଏହା ଉପରେ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ପ୍ରତିକ୍ରିୟା ପ୍ରକାଶ କରିଥିଲେ । ଶେଷରେ ସମସ୍ତ ମହିଳା କର୍ମୀ ମାନଙ୍କୁ ସଭାପତି ନର୍ମଦା ରାୟ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡାକ୍ତର ସ୍ବର୍ଗତ ରାଧାଚରଣ ପଣ୍ଡା ଙ୍କ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

ଡାକ୍ତର ସ୍ବର୍ଗତ ରାଧାଚରଣ ପଣ୍ଡା ଙ୍କ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

September 20, 2026
ଅତିବଡ଼ି ଜଗନ୍ନାଥ ଦାସ ଙ୍କ ଜୟନ୍ତୀ ଉତ୍ସବ

ଅତିବଡ଼ି ଜଗନ୍ନାଥ ଦାସ ଙ୍କ ଜୟନ୍ତୀ ଉତ୍ସବ

September 20, 2026
ଗଣେଶ ଓ ବିଶ୍ୱକର୍ମା ଦେବଙ୍କ ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା ବିସର୍ଜନ

ଗଣେଶ ଓ ବିଶ୍ୱକର୍ମା ଦେବଙ୍କ ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା ବିସର୍ଜନ

September 20, 2026
ପୁରୀଜିଲ୍ଲା କଂଗ୍ରେସ ସେବାଦଳ ପକ୍ଷରୁ ବେଳାଭୂମି ସଫେଇ ଅଭିଯାନ

ପୁରୀଜିଲ୍ଲା କଂଗ୍ରେସ ସେବାଦଳ ପକ୍ଷରୁ ବେଳାଭୂମି ସଫେଇ ଅଭିଯାନ

September 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡାକ୍ତର ସ୍ବର୍ଗତ ରାଧାଚରଣ ପଣ୍ଡା ଙ୍କ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

ଡାକ୍ତର ସ୍ବର୍ଗତ ରାଧାଚରଣ ପଣ୍ଡା ଙ୍କ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

September 20, 2026
ଅତିବଡ଼ି ଜଗନ୍ନାଥ ଦାସ ଙ୍କ ଜୟନ୍ତୀ ଉତ୍ସବ

ଅତିବଡ଼ି ଜଗନ୍ନାଥ ଦାସ ଙ୍କ ଜୟନ୍ତୀ ଉତ୍ସବ

September 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version