• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭବିଷ୍ୟତ ନିଧି ଅବସରପ୍ରାପ୍ତ କର୍ମଚାରୀ ସଂଘର ଆନ୍ଦୋଳନ ଚେତାବନୀ

Proprietor Abhimanyu Maharana by Proprietor Abhimanyu Maharana
November 1, 2021
in ଓଡ଼ିଶା, କନ୍ଧମାଳ, ହୋମ୍
0
ଭବିଷ୍ୟତ ନିଧି ଅବସରପ୍ରାପ୍ତ କର୍ମଚାରୀ ସଂଘର ଆନ୍ଦୋଳନ ଚେତାବନୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୧ ନଭେମ୍ବର ସୋମବାର ) କନ୍ଧମାଳ :- ସରକାରଙ୍କ ବୈମାତୃକ ମନୋଭାବ ନେଇ ଭବିଷ୍ୟନିଧି ଅବସରପ୍ରାପ୍ତ କର୍ମଚାରୀ ସଂଘ କନ୍ଧମାଳ ର ଏକ ବୈଠକ ମାଷ୍ଟରପଡା ଫୁଲବାଣୀ ଠାରେ ଅନୁଷ୍ଠିତ ହୋଇଯାଇଛି । ସରକାର ଭବିଷ୍ୟନିଧି ଅବସରପ୍ରାପ୍ତ କର୍ମଚାରୀ ଙ୍କୁ ମାସିକ ତିନି ହଜାର ଟଙ୍କା ପେନସନ ଦେଉଥିବା ବେଳେ ସେହି ସମାନ କାମ କରିଥିବା ଅନ୍ୟ ଅବସରପ୍ରାପ୍ତ କର୍ମଚାରୀଙ୍କୁ ୨୦-୨୫ ହଜାର ପେନସନ ଦେଉଥିବା ଅଭିଯୋଗ କରିଛନ୍ତି ଇପିଏଫ ବା ଭବାଷ୍ୟନିଧି ପେନସନ ପାଉଥିବା କର୍ମଚାରୀ।ତିନି ହଜାର ଟଙ୍କାରେ ପରିବାର ପ୍ରତିପୋଷଣ କରିବା ସମ୍ଭବ ହେଉନଥିବାରୁ ସରକାରଙ୍କ ଦ୍ୱାରସ୍ଥ ହେଉଛନ୍ତି  । ମାତ୍ର ସରକାର କର୍ଣ୍ଣପାତ କରୁନାହାନ୍ତି ।

ମାତ୍ର ଅଧିକ ପେନସନ ପାଉଥିବା ଅବସରପ୍ରାପ୍ତ କର୍ମଚାରୀଙ୍କର ନିୟମିତ ବ୍ୟବଧାନରେ ପେନସନ ବୃଦ୍ଧି ମଧ୍ୟ ହେଉଛି । ଦେଶରେ ପ୍ରାୟ ୭୦ଲକ୍ଷ ଭବିଷ୍ୟନିଧି ପେନସନ ପାଉଥିବା କର୍ମଚାରୀଙ୍କ ପରିବାର ଦୟନୀୟ ଅବସ୍ଥାରେ ଦିନ କାଟୁଛନ୍ତି । ଦେଶର ଗୋଟିଏ ଆଇନରେ କେତେ ପାତର ଅନ୍ତର ତାହା ଆପଣମାନେ ଅନୁସନ୍ଧାନ କରନ୍ତୁ । ଆଗାମି ଦିନରେ ଆନ୍ଦୋଳନ କରିବାକୁ ସଂଘ ପ୍ରସ୍ତୁତ ହେଉଥିବା ରାଜ୍ୟ ସମ୍ପାଦକ ଭାଗ୍ୟଧର ଜେନା ସୁଚନା ଦେଇଛନ୍ତି । ଆଜିର କାର୍ଯ୍ୟକ୍ରମରେ କନ୍ଧମାଳ ଅବସରପ୍ରାପ୍ତ ଇପିଏଫ ସଂଘର ସଭାପତି ସମ୍ପାଦକ ଓ କର୍ମକର୍ତ୍ତା ମାନେ ବୈଠକରେ ଯୋଗ ଦେଇ ମୂଲ୍ୟବାନ ମତାମତ ଦେଇଥିବା ସଦସ୍ୟ ରଘୁନାଥ ରାଇ ସୁଚନା ଦେଇଥିଲେ । ସରକାର ଅବସରପ୍ରାପ୍ତ ଭବିଷ୍ୟନିଧି କର୍ମଚାରୀ ଙ୍କ ପ୍ରତି ଦୃଷ୍ଟି ଦେବାକୁ ଦାବୀ କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
International Women’s Day 2026 Observed with Service Initiative at Red Cross Bhawan

International Women’s Day 2026 Observed with Service Initiative at Red Cross Bhawan

March 11, 2026
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

International Women’s Day 2026 Observed with Service Initiative at Red Cross Bhawan

International Women’s Day 2026 Observed with Service Initiative at Red Cross Bhawan

March 11, 2026
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version