• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶାର ବାନ୍ଧକଳା କେନେଡ଼ି ସେଣ୍ଟରରେ ଦର୍ଶକଙ୍କ ମନ ମୋହିଲା ବିଭୁ ମହାପାତ୍ର ନେସ୍‌ନାଲ୍‌ ଅପେରାରେ ‘ଇକତ୍‌’ରୁ  ପ୍ରସ୍ତୁତ କଲେ ଅପୂର୍ବ ଫେସନ୍‌ ପୋଷାକ

Proprietor Abhimanyu Maharana by Proprietor Abhimanyu Maharana
November 7, 2021
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଓଡ଼ିଶାର ବାନ୍ଧକଳା କେନେଡ଼ି ସେଣ୍ଟରରେ ଦର୍ଶକଙ୍କ ମନ ମୋହିଲା ବିଭୁ ମହାପାତ୍ର ନେସ୍‌ନାଲ୍‌ ଅପେରାରେ ‘ଇକତ୍‌’ରୁ  ପ୍ରସ୍ତୁତ କଲେ ଅପୂର୍ବ ଫେସନ୍‌ ପୋଷାକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୭ ନଭେମ୍ବର ରବିବାର) ଭୁବନେଶ୍ୱର :- ୱାସିଙ୍ଗଟନ୍‌ସ୍ଥିତ କେନେଡ଼ି ସେଣ୍ଟରରେ ମହାସମାରୋହରେ ଅନୁଷ୍ଠିତ ହୋଇଛି ନେସ୍‌ନାଲ୍‌ ଅପେରା । ଏହି ଅପେରା ପାଇଁ ଓଡ଼ିଶାର ଖ୍ୟାତନାମା ଫେସନ୍‌ ଡିଜାଇନର୍‌ ବିଭୁ ମହାପାତ୍ର ପୋଷାକ ଡିଜାଇନ୍‌ କରି ଓଡ଼ିଶା ପାଇଁ ଗୌରବ ଆଣିଦେଇଛନ୍ତି । ନେସ୍‌ନାଲ୍‌ ଅପେରା ୨ ବର୍ଷ ପରେ ପ୍ରଥମ ଥର ପାଇଁ ଖୋଲିଛି ା ଚଳିତ ନଭେମ୍ବର ୬ ତାରିଖ ଦିନ ଏହି ଅପେରା ପ୍ରଦର୍ଶିତ ହୋଇଥିଲା । ଏହାର ଶୀର୍ଷକ ରହିଛି ‘ଗୃହାଗମନ- ସେଲିବ୍ରେସନ୍‌ ଅଫ୍‌ ରିଟର୍ଣ୍ଣ’ । ବିଭୁ ମହାପାତ୍ର ମାତୃଭୂମି ଓଡ଼ିଶାକୁ ନେସ୍‌ନାଲ୍‌ ଅପେରାର ମଞ୍ଚ ମାଧ୍ୟମରେ ବିଶ୍ୱ ଦରବାରରେ ସ୍ଥାନିତ କରିଛନ୍ତି ।

ଓଡ଼ିଶାର ଚମତ୍କାର ହସ୍ତତନ୍ତରୁ ପ୍ରସ୍ତୁତ ପୋଷାକକୁ ଅପେରାର କଳାକାରମାନେ ପରିଧାନ କରି ଦର୍ଶକମାନଙ୍କ ମନ ଓ ହୃଦୟ ଜିଣିଛନ୍ତି । ଅପେରା ତାରକା ଇସାବେଲ୍‌ ଲିଓନାର୍ଡ ଓଡ଼ିଶାର କଳା, ଧଳା ଓ ନାଲି ସୂତାରେ ପ୍ରସ୍ତୁତ ‘ଇକତ୍‌’ରୁ ଏକ ଚମତ୍କାର ସ୍ଥାପତ୍ୟ ପୋଷାକ ପରିଧାନ କରିଥିଲେ । ଅପେରାର ଅନ୍ୟତମ ସୁପ୍ରସିଦ୍ଧ ତାରକା ଲରେନ୍ସ ବ୍ରାଉନ୍‌ଲି କମଳା ଓ ସ୍ୱର୍ଣ୍ଣିମ ‘ଇକତ୍‌’ପ୍ରସ୍ତୁତ ସ୍କାର୍ଫ ଏବଂ ଓଡ଼ିଶା କୋଟପାଡ଼ ରେଶମ୍‌ ନେହେରୁ ଜ୍ୟାକେଟ୍‌ ପରିଧାନ କରିଥିଲେ ।

ପ୍ରଥିତଯଶା ଫେସନ୍‌ ଡିଜାଇନର୍‌ ବିଭୁ ମହାପାତ୍ରଙ୍କ ‘ଇକତ୍‌’ ବାନ୍ଧକଳା ବିଶ୍ୱ ଦରବାରରେ ଫେସନ୍‌ ରୂପେ ଆଦୃତ ହୋଇ ଓଡ଼ିଶାର ଅନୁପମ ହସ୍ତତନ୍ତ ଓ ଅପୂର୍ବ ବୟନଶିଳ୍ପକୁ ସାରା ବିଶ୍ୱବଜାରରେ ଆଦୃତ କରାଇବାରେ ମହନୀୟ ଭୂମିକା ଗ୍ରହଣ କରିବ ଏଥିରେ ସନ୍ଦେହ ନାହିଁ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

May 8, 2026
ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

May 8, 2026
ବୋଲଗଡ ଗୋଷ୍ଠୀ ଶିକ୍ଷା କାର୍ଯ୍ୟlଳୟ ଦ୍ବାରା ମେଧାବୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

ବୋଲଗଡ ଗୋଷ୍ଠୀ ଶିକ୍ଷା କାର୍ଯ୍ୟlଳୟ ଦ୍ବାରା ମେଧାବୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

ସିଆଇଆଇ ଓଡିଶା ପକ୍ଷରୁ ଓଡିଶାରେ ଶିଳ୍ପ ଅଭିବୃଦ୍ଧି ଓ ସ୍ଥାୟୀ ବିିକାଶ ପାଇଁ ଏକ ରୋଡମ୍ୟାପ ସହିତ ୨୦୨୬ – ୨୭ ପାଇଁ ନୂଆ ନେତୃତ୍ୱ ଘୋଷଣା

May 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

May 8, 2026
ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version