• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନର୍ଲାରେ ବିଜୁ ସ୍ଵାସ୍ଥ୍ୟ କାର୍ଡ ବଣ୍ଟନ, ମନ୍ତ୍ରୀ ଟୁକୁନୀ ସାହୁଙ୍କ ଗାଡ଼ି ଉପରକୁ ବିଜେପି ଓ କଂଗ୍ରେସ କର୍ମୀଙ୍କ ଅଣ୍ଡା ମାଡ

Proprietor Abhimanyu Maharana by Proprietor Abhimanyu Maharana
November 8, 2021
in ଓଡ଼ିଶା, କଳାହାଣ୍ଡି, ହୋମ୍
0
ନର୍ଲାରେ ବିଜୁ ସ୍ଵାସ୍ଥ୍ୟ କାର୍ଡ ବଣ୍ଟନ, ମନ୍ତ୍ରୀ ଟୁକୁନୀ ସାହୁଙ୍କ ଗାଡ଼ି ଉପରକୁ ବିଜେପି ଓ କଂଗ୍ରେସ କର୍ମୀଙ୍କ ଅଣ୍ଡା ମାଡ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୮ନଭେମ୍ବର ,ସୋମବାର ) କଳାହାଣ୍ଡି :- କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଳକ ପରିସରରେ ବିଜୁ ସ୍ଵାସ୍ଥ୍ୟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜ୍ୟ ମନ୍ତ୍ରିମଣ୍ଡଳର ମହିଳା ଓ ଶିଶୁ କଲ୍ୟାଣ ବିଭାଗ ମନ୍ତ୍ରୀ ଟୁକୁନୀ ସାହୁ ଯୋଗଦାନ କରି ବିଜୁ ସ୍ଵାସ୍ଥ୍ୟ ବଣ୍ଟନ ପାଇଁ ସ୍ଥିରୀକୃତ ହୋଇଥିଲା । ତେବେ ମନ୍ତ୍ରୀଙ୍କ ବିଲମ୍ବ ଯୋଗୁଁ ସ୍ଥାନୀୟ ତହସିଲଦାର ତଥା ବ୍ଳକ ବିଡ଼ିଓ ମାନସ ରଞ୍ଜନ ତ୍ରିପାଠୀ, ନର୍ଲା ସରପଂଚ ଚିରଞ୍ଜିବୀ ଗୈାଡିଆ ଓ ପର୍ଯ୍ୟବେକ୍ଷକଙ୍କ ଉପସ୍ଥିତରେ ୧୩୦ ଜଣ ହିତାଧିକାରୀଙ୍କୁ ବିଜୁ ସ୍ଵାସ୍ଥ୍ୟ କାର୍ଡ ବଣ୍ଟନ କରିଥିଲେ । ବ୍ଳକର ୩୧୫୯୧ ଜଣ ହିତାଧିକାରୀଙ୍କୁ ବିଜୁ ସ୍ଵାସ୍ଥ୍ୟ କାର୍ଡ ବଣ୍ଟନ କରାଯିବା ପାଇଁ ସ୍ଥିର କରାଯାଇଛି ।

ନର୍ଲା ପଞ୍ଚାୟତ ପାଇଁ ୧୭୪୪ଜଣ ହିତାଧିକାରୀଙ୍କୁ ବିଜୁ ସ୍ଵାସ୍ଥ୍ୟ କାର୍ଡ ବଣ୍ଟନ କରାଯିବ । କାର୍ଡ ବଣ୍ଟନ ପରେ ଅପରାହ୍ନରେ ମୁଖ୍ୟମନ୍ତ୍ରୀଙ୍କୁ କଳାହାଣ୍ଡି କାର୍ଯ୍ୟକ୍ରମରୁ ମନ୍ତ୍ରୀ ଟୁକୁନୀ ସାହୁ ଓ ନର୍ଲା ବିଧାୟକ ଭୂପିନ୍ଦର ସିଂ ନର୍ଲା ବ୍ଳକକୁ ଆସୁଥିବା ସମୟରେ ନର୍ଲାଠାରେ ବିଜେପି ଓ କଂଗ୍ରେସ କର୍ମୀମାନେ ମନ୍ତ୍ରୀଙ୍କ ଗାଡି ଉପରକୁ ଅଣ୍ଡାମାଡ ଓ କଳାପତାକା ପ୍ରଦର୍ଶନ କରିଥିଲେ । ଏହା ପୂର୍ବରୁ ବିଜେପି କର୍ମୀମାନେ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ଶୋଭାଯାତ୍ରାରେ ବାହାରି ନର୍ଲା ବ୍ଳକ ସମ୍ମୁଖରେ ପହଞ୍ଚିବାରୁ ବିଜେଡ଼ି କର୍ମୀ ଓ ବିଜେପି କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା । ଏଥିରେ ନର୍ଲା ପୋଲିସ ହସ୍ତକ୍ଷେପ ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଉଁଶଗଡ ପଞ୍ଚାୟତରେ ବାରାହାଙ୍କ ଆତଙ୍କ : ୬ ଟି ମୌଜାରେ ଚାଷୀ ଅତିଷ୍ଠ

ବାଉଁଶଗଡ ପଞ୍ଚାୟତରେ ବାରାହାଙ୍କ ଆତଙ୍କ : ୬ ଟି ମୌଜାରେ ଚାଷୀ ଅତିଷ୍ଠ

October 30, 2026
Odisha poised to emerge as a global investment  destination : Dr Mukesh Mahaling

ଓଡ଼ିଶା ଏକ ବିଶ୍ୱସ୍ତରୀୟ ପୁଞ୍ଜିନିବେଶ ଗନ୍ତବ୍ୟସ୍ଥଳ ଭାବରେ ଉଭା ହେବାକୁ ପ୍ରସ୍ତୁତ : ଡକ୍ଟର ମୁକେଶ ମହାଲିଙ୍ଗ

October 30, 2026
Odisha poised to emerge as a global investment  destination : Dr Mukesh Mahaling

Odisha poised to emerge as a global investment destination : Dr Mukesh Mahaling

October 30, 2026
ଜିଲ୍ଲାପାଳଙ୍କ ପାରାଢିପି ପଞ୍ଚାୟତ ପରିଦର୍ଶନ

ଜିଲ୍ଲାପାଳଙ୍କ ପାରାଢିପି ପଞ୍ଚାୟତ ପରିଦର୍ଶନ

October 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଉଁଶଗଡ ପଞ୍ଚାୟତରେ ବାରାହାଙ୍କ ଆତଙ୍କ : ୬ ଟି ମୌଜାରେ ଚାଷୀ ଅତିଷ୍ଠ

ବାଉଁଶଗଡ ପଞ୍ଚାୟତରେ ବାରାହାଙ୍କ ଆତଙ୍କ : ୬ ଟି ମୌଜାରେ ଚାଷୀ ଅତିଷ୍ଠ

October 30, 2026
Odisha poised to emerge as a global investment  destination : Dr Mukesh Mahaling

ଓଡ଼ିଶା ଏକ ବିଶ୍ୱସ୍ତରୀୟ ପୁଞ୍ଜିନିବେଶ ଗନ୍ତବ୍ୟସ୍ଥଳ ଭାବରେ ଉଭା ହେବାକୁ ପ୍ରସ୍ତୁତ : ଡକ୍ଟର ମୁକେଶ ମହାଲିଙ୍ଗ

October 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version