• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟସ୍ତରୀୟ ଅସି ଚାଳନା ପ୍ରତିଯୋଗିତାରେ ବ୍ରୋଂଚ ପଦକ ହାସଲ କଲେ : ବିଶ୍ୱବିଘ୍ନେଶ ରାଜ୍ୟପକ୍ଷରୁ ଜାତୀୟ ପ୍ରତିଯୋଗିତାରେ ଭାଗନେବାକୁ ମନୋତୀତ

Proprietor Abhimanyu Maharana by Proprietor Abhimanyu Maharana
November 8, 2021
in ଓଡ଼ିଶା, କଟକ, ଯାଜପୁର, ହୋମ୍
0
ରାଜ୍ୟସ୍ତରୀୟ ଅସି ଚାଳନା ପ୍ରତିଯୋଗିତାରେ ବ୍ରୋଂଚ ପଦକ ହାସଲ କଲେ : ବିଶ୍ୱବିଘ୍ନେଶ  ରାଜ୍ୟପକ୍ଷରୁ ଜାତୀୟ ପ୍ରତିଯୋଗିତାରେ ଭାଗନେବାକୁ ମନୋତୀତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୮ନଭେମ୍ବର ,ସୋମବାର ) କୋରାଇ : – ରାଜ୍ୟ ସ୍ତରୀୟ ଅସି ଚାଳନା ପ୍ରତିଯୋଗିତା-୨୦୨୧ରେ କନିଷ୍ଠ ଓ ବରିଷ୍ଠ ବିଭଗରେ ଦ୍ୱୟରେ ଭାଗ ନେଇ ଯାଜପୁର ଜିଲାର ବିଶ୍ୱବିଘ୍ନେଶ ସାହୁ ଉଭୟ ବର୍ଗରେ ତୃତୀୟ ସ୍ଥାନ ଅଧିକାରକରି ଦୁଇଟି ବ୍ରୋଂଚ ପଦକ ହାସଲ କରି ଜିଲା ପାଇଁ ଗୌରବ ଆଣିଛନ୍ତି । ସେ ଯାଜପୁର ଜିଲାର କୋରାଇ ବ୍ଲକ ଅନ୍ତର୍ଗତ ଖମଣ ପଂଚାୟତ ସ୍ଥିତ ନାଉଡପୁର ଗ୍ରାମର ଜିତେନ୍ଦ୍ର ସାହୁ ଓ ସୁବାସିନୀ ସାହୁଙ୍କ ପୁଅ ଅଟନ୍ତି । ତାଙ୍କର ଏହି ସଫଳତା ଖବର ପ୍ରଚାରିତ ହେବା ମାତ୍ରରେ ସ୍ଥାନୀୟ ଅଂଚଳରେ ଖୁସିର ଲହରି ଖେଳି ଯାଇଛି ।

ବଲାଙ୍ଗିର ସ୍ଥିତ କିସ୍ କ୍ୟାମ୍ପସ୍ ପରିସରରେ ଗତ ୬ ଓ ୭ ତାରିଖ ଦୁଇଦିନିଆ ରାଜ୍ୟସ୍ତରୀୟ ଆୟୋଜିତ ଫେନ୍ସି ପ୍ରତିଯୋଗିତାର ଅସି(ଫଏଲ) ଚାଳନାରେ ୨ଶହରୁ ଊର୍ଦ୍ଧ୍ୱ ପ୍ରତିଯୋଗୀଙ୍କ ମଧ୍ୟରେ ଯାଜପୁର ଜିଲାରୁ ଏକ ମାତ୍ର ପ୍ରତିଯୋଗୀ ଭାବେ ବିଶ୍ୱବିଘ୍ନେଶ ସାହୁ ଅଂଶ ଗ୍ରହଣ କରିଥିଲେ । ସେ ୬ତାରିଖ ଅନୁଷ୍ଠିତ ବରିଷ୍ଠ ବିଭାଗ ଓ ୭ତାରିଖ କନିଷ୍ଠ ବିଭାଗ ଅସି(ଫଏଲ) ପ୍ରତିଯୋଗିତାରେ ଭାଗ ନେଇ ଉଭୟ ବର୍ଗରେ ତୃତୀୟ ସ୍ଥାନ ଅଧିକାର କରି ଦୁଇଟି ବ୍ରୋଂଚ ପଦକ ହାସଲ କରିଛନ୍ତି ।

ଅନୁଷ୍ଠିତ ପ୍ରିତଯୋଗିତାର ପୁରସ୍କାର ବିତରଣ ଉତ୍ସବରେ ଓଡିଶା ଫେନ୍ସି ଆସୋସିଏସନର ସଂପାଦକ ଦେବେନ୍ଦ୍ରେ କୁମାର ସାହୁ, କିସ ଓ କିଟର ପରିଚାଳନା ପ୍ରତିନିଧି ପ୍ରମୋଦ କୁମାର ସାହୁ ଓ ବଲାଙ୍ଗିର ଜିଲା ଫେନ୍ସି ଆସୋସିଏସନର ସଙ୍ଗଠନ ସଂପାଦକ ସୁମିତରଞ୍ଜନ ପୁରୋହିତ ପ୍ରମୁଖ ଅତିଥିଭାବେ ଯୋଗ ଦେଇ ବିଶ୍ୱବିଘ୍ନେଶଙ୍କୁ ଦୁଇ ବିଭାଗରେ ୩ୟସ୍ଥାନ ହାସଲ କରିଥିବା ଯୋଗୁ ଦୁଇଟି ବ୍ରୋଂଚ ପଦକ ପ୍ରଦାନ କରିଥିଲେ । ଏହି ସଫଳତା ପାଇଥିବାରୁ ବିଶ୍ୱବିଘ୍ନେଶଙ୍କୁ ଆସନ୍ତା ଡିସେମ୍ବର ମାସରେ ଜାତୀୟ ସ୍ତରରେ ଅନୁଷ୍ଠିତ ହେବାକୁ ଥିବା ଅସି ଚାଳନା ପ୍ରତିଯୋଗିତାରେ କନିଷ୍ଠ (୨୦ବର୍ଷରୁ କମ) ବର୍ଗରେ ରାଜ୍ୟ ପକ୍ଷରୁ ଖେଳିବା ନିମନ୍ତେ ମନୋନୀତ କରାଯାଇଛି ।

ଆଜି ଏହି ଗୌରବ ନେଇ ବିଶ୍ୱବିଘ୍ନେଶ ଗାଁମାଟି ଶଙ୍ଖଚିଲା ସ୍ଥିତ ନାଉଡପୁରରେ ପହଂଚିବା ପରେ ସ୍ଥାନୀୟ ଅଂଚଳବାସୀ ପୁଷ୍ପଗୁଚ୍ଛ ଦେଇ ଶୁଭେଚ୍ଛା ଜଣାଇଥିଲା ବେଳେ କୋରାଇର ପୂର୍ବତନ ବିଧାୟକ ତଥା ‘ମୋ କଲେଜ ଅଧ୍ୟକ୍ଷ’ ଆକାଶ ଦାସନାୟକ, ପୂର୍ବତନ ବିଧାୟକ ଡକ୍ଟର ରାମଚନ୍ଦ୍ର ଖୁଂଟିଆ, ଖମଣ ସରପଂଚ ସୁଶାନ୍ତକୁମାର ସାହୁ, ପୂର୍ବତନ ସରପଂଚ କୈଳାସଚନ୍ଦ୍ର ସାହୁ, ସମାଜସେବୀ ଅକ୍ଷୟକୁମାର ଜେନା, ବିଜେପି ନେତା ବିଶ୍ୱଜିତ ନାୟକ, ବିଜେପିରାଜ୍ୟ ଯୁବମୋର୍ଚ୍ଚା ସଂପାଦକ ବିକ୍ରମ ବିଶ୍ୱାଳ, ଡକ୍ଟର ସୂର୍ଯ୍ୟମଣି ଖୁଂଟିଆ, ବରିଷ୍ଠ ମାନବାଧିକାର କର୍ମୀ ମନୋଜ ଜେନା, ସନ୍ତୋଷ ବେହେରା, ଶଙ୍ଖଚିଲା ହିଙ୍ଗୁଳା କମିଟି ସଭାପତି କୃଷ୍ଣଚନ୍ଦ୍ର ସାହୁ, ସଂପାଦକ କୃଷ୍ଣଚନ୍ଦ୍ର ସାହୁ(ବାବୁଲି), କେଜିଆଇର ଅଧ୍ୟକ୍ଷ ଇଂ ଆଲେକଜାଣ୍ଡର ଦାସ, ପିସିସି ସଭାନେତ୍ରୀ ବନ୍ଦିତା ପରିଡା ପ୍ରମୁଖ ରାଜନେତା, ଶିକ୍ଷାବିତ, ସାହିତ୍ୟିକ, ବୁଦ୍ଧଜୀବୀ ଆଦି କୋରାଇ ଅଂଚଳବାସୀ ଶୁଭେଚ୍ଛା ଜଣାଇବା ସହ ଉତରୋତର ଉନ୍ନତି କାମନା କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

June 16, 2026
ପ୍ରଗତି ମହିଳା ସଙ୍ଗଠନ ଆନୁକୂଲ୍ୟରେ ରଜ ଉତ୍ସବ ପାଳନ

ପ୍ରଗତି ମହିଳା ସଙ୍ଗଠନ ଆନୁକୂଲ୍ୟରେ ରଜ ଉତ୍ସବ ପାଳନ

June 16, 2026
ଗଜପତି ଜିଲ୍ଲା ରାୟଗଡ ଅଞ୍ଚଳରେ ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଦ୍ୟୁତ କାର୍ଯାଳୟ ସମ୍ମୁଖରେ ବିକ୍ଷୋଭ ଓ ଘେରାଉ

ଗଜପତି ଜିଲ୍ଲା ରାୟଗଡ ଅଞ୍ଚଳରେ ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଦ୍ୟୁତ କାର୍ଯାଳୟ ସମ୍ମୁଖରେ ବିକ୍ଷୋଭ ଓ ଘେରାଉ

June 16, 2026
ପାରଳାଖେମୁଣ୍ଡି ପୋଲିସର ନାଇଟ ପେଟ୍ରୋଲିଂ ବେଳେ ଧରା ପଡିଲେ ୧୦ ଜଣ ମଦ୍ୟପ

ପାରଳାଖେମୁଣ୍ଡି ପୋଲିସର ନାଇଟ ପେଟ୍ରୋଲିଂ ବେଳେ ଧରା ପଡିଲେ ୧୦ ଜଣ ମଦ୍ୟପ

June 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

June 16, 2026
ପ୍ରଗତି ମହିଳା ସଙ୍ଗଠନ ଆନୁକୂଲ୍ୟରେ ରଜ ଉତ୍ସବ ପାଳନ

ପ୍ରଗତି ମହିଳା ସଙ୍ଗଠନ ଆନୁକୂଲ୍ୟରେ ରଜ ଉତ୍ସବ ପାଳନ

June 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version