• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲା ମୋହନା ସ୍ଥିତ ହିଲଟପ୍ ମହାବିଦ୍ୟାଳୟର ସମ୍ମିଳନୀ କକ୍ଷ ପରିସରରେ ହ୍ୟୁମାନ ରାଇଟ୍ସ୍ମାଫ୍ରଣ୍ଟଇଣ୍ଡିଆ ପକ୍ଷରୁ ଜିଲ୍ଲାସ୍ତରୀୟ ମାନବିକ ଅଧିକାର ସମ୍ପର୍କିତ ସଚେତନତା କର୍ମଶାଳା ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
November 9, 2021
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲା ମୋହନା ସ୍ଥିତ ହିଲଟପ୍ ମହାବିଦ୍ୟାଳୟର ସମ୍ମିଳନୀ କକ୍ଷ ପରିସରରେ ହ୍ୟୁମାନ ରାଇଟ୍ସ୍ମାଫ୍ରଣ୍ଟଇଣ୍ଡିଆ ପକ୍ଷରୁ ଜିଲ୍ଲାସ୍ତରୀୟ ମାନବିକ ଅଧିକାର ସମ୍ପର୍କିତ ସଚେତନତା କର୍ମଶାଳା ଅନୁଷ୍ଠିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୮ନଭେମ୍ବର ,ସୋମବାର ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ମୋହନା ସ୍ଥିତ ହିଲଟପ ମହାବିଦ୍ୟାଳୟର ସମ୍ମିଳନୀ କକ୍ଷଠାରେ ହ୍ୟୁମାନ ରାଇଟ୍ସ ଫ୍ରଣ୍ଟ ଇଣ୍ଡିଆ ପକ୍ଷରୁ ଜିଲ୍ଲାସ୍ତରୀୟ ଏକ ମାନବିକ ଅଧିକାର ସମ୍ପର୍କିତ ସଚେତନତା କର୍ମଶାଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ହ୍ୟୁମାନ ରାଇଟ୍ସ ଫ୍ରଣ୍ଟ ଇଣ୍ଡିଆର ଜିଲ୍ଲା ସଂଯୋଜକ ଏଡଭୋକେଟ ଶ୍ରୀ ଦୁର୍ଯ୍ୟୋ ଧନ କରାଡ଼ଙ୍କ ସଭାପତିତ୍ୱରେ ଉପାନ୍ତ ଅଞ୍ଚଳରେ ଭାଷା ଆନ୍ଦୋଳନର ଜାଗ୍ରତ ପ୍ରହରୀ ଅବସରପ୍ରାପ୍ତ ପ୍ରଶାସକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର , ହ୍ୟୁମାନ ରାଇଟ୍ସ ଫ୍ରଣ୍ଟ ଇଣ୍ଡିଆର ରାଜ୍ୟ ଆବାହକ ତଥା ହାଇକୋର୍ଟର ବରିଷ୍ଠ ଏଡଭୋକେଟ ଶ୍ରୀ ରାଜୀବ କୁମାର ପଟନାୟକ ଏବଂ ନେସନାଲ ହ୍ୟୁମାନ ରାଇଟ୍ସ କମିଶନ ନୂଆଦିଲ୍ଲୀ ସଦସ୍ୟ ଶ୍ରୀ ମନୋଜ କୁମାର ଜେନା ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ ।

ଅତିଥିମାନେ ମୁଖ୍ୟତଃ ମାନବିକ ଅଧିକାର କଣ , ମାନବିକ ଅଧିକାର କିଭଳି କ୍ଷୁର୍ଣ୍ଣ ଓ ଉଲଂଘନ ହୋଇଥାଏ , ଏହାର ସୁରକ୍ଷାର ଉପାୟ ଓ ପ୍ରଶାସନିକ ବ୍ୟବସ୍ଥା କିଭଳି ହେବା ଆବଶ୍ୟକ ଏବଂ ଜନ୍ମଠାରୁ ମୃତ୍ୟୁ ପର୍ଯ୍ୟନ୍ତ ପ୍ରତ୍ୟେକ ମନୁଷ୍ୟ ସମାଜରେ କିଭଳି ସ୍ୱାଭିମାନର ସହ ବଞ୍ଚିବେ, ସେ ସମ୍ପର୍କରେ ବିସ୍ତୃତ ଭାବେ କହିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିଶୁ କଲ୍ୟାଣ ସମିତିର ପୂର୍ବତନ ଅଧ୍ୟକ୍ଷ ଶ୍ରୀ ବିନୋଦ ଚନ୍ଦ୍ର ଜେନା ଏବଂ ଅଡ଼ବା ଥାନାଧିକାରୀ ଶ୍ରୀ ଆନନ୍ଦ ଚନ୍ଦ୍ର ପାତ୍ର ପ୍ରମୁଖ ମଞ୍ଚଆସିନ ଅତିଥି ଭାବେ ଯୋଗଦେଇ ମାନବିକ ଅଧିକାର କଣ ଓ ତାର ଉଲଂଘନ ହେଲେ କି ପ୍ରକାର ଓ କିଭଳି ପଦକ୍ଷେପ ନେବାକୁ ହେବ କହିଥିଲେ ।

ଅନ୍ୟପକ୍ଷରେ ଆମେ ଆମର ଅଧିକାର ପାଇବା ପାଇଁ ସଂଗଠିତ ଓ ସଚେତନ ହେଲେ ସମାଜରେ କେହି ହେଲେ ମାନବିକ ଅଧିକାର ରୁ ବଞ୍ଚିତ କି ଲାଂଛିତ ହେବେ ନାହିଁ ବୋଲି କହିଥିଲେ । ଶେଷରେ ଶ୍ରୀ ମଧୁସୂଦନ ପାଢ଼ୀ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ପ୍ରଶାନ୍ତ ବୀର , ରବୀନ୍ଦ୍ର କୁମାର ନାୟକ , ୟୁ:ଦୋରା, ଶରତ ଚନ୍ଦ୍ର ମଲ୍ଲିକ , ପ୍ରମିଳା ପଣ୍ଡା , ସନ୍ତୋଷ କୁମାର ଗୌଡ଼ , ଲକ୍ଷ୍ମଣ ଚୌଧୁରୀ ପ୍ରମୁଖଙ୍କ ସମେତ ୬ ଟି ବ୍ଲକରେ ଥିବା ହ୍ୟୁମାନ ରାଇଟ୍ସ ଫ୍ରଣ୍ଟ ଇଣ୍ଡିଆର ସଦସ୍ୟ ମାନେ ଯୋଗ ଦେଇ ଥିଲେ ଶେଷରେ ପ୍ରଶ୍ନୋତ୍ତର କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Delhi’s Sahapurjat Durga Puja Celebrates Silver Jubilee

Delhi’s Sahapurjat Durga Puja Celebrates Silver Jubilee

October 21, 2026
ନିଆଳି ଥାନାରେ ମା, ଦୁର୍ଗାଙ୍କ ପବିତ୍ର ପୂଜା ଉତ୍ସବ ଅନୁଷ୍ଠିତ

ନିଆଳି ଥାନାରେ ମା, ଦୁର୍ଗାଙ୍କ ପବିତ୍ର ପୂଜା ଉତ୍ସବ ଅନୁଷ୍ଠିତ

October 21, 2026
ପୁରୀବାସୀଙ୍କ ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ଦାବିରେ ଜନଜାଗରଣ ପଦଯାତ୍ରା ୨୦୪ ଦିନରେ

ପୁରୀବାସୀଙ୍କ ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ଦାବିରେ ଜନଜାଗରଣ ପଦଯାତ୍ରା ୨୦୪ ଦିନରେ

October 21, 2026
ଖୁବଶୀଘ୍ର ଭିଆଇପି ରୋଡ ଓସାରିକରଣ ମାପଚୁପ ଚାଲିଛି

ଖୁବଶୀଘ୍ର ଭିଆଇପି ରୋଡ ଓସାରିକରଣ ମାପଚୁପ ଚାଲିଛି

October 21, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Delhi’s Sahapurjat Durga Puja Celebrates Silver Jubilee

Delhi’s Sahapurjat Durga Puja Celebrates Silver Jubilee

October 21, 2026
ନିଆଳି ଥାନାରେ ମା, ଦୁର୍ଗାଙ୍କ ପବିତ୍ର ପୂଜା ଉତ୍ସବ ଅନୁଷ୍ଠିତ

ନିଆଳି ଥାନାରେ ମା, ଦୁର୍ଗାଙ୍କ ପବିତ୍ର ପୂଜା ଉତ୍ସବ ଅନୁଷ୍ଠିତ

October 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version