• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଣିଜ୍ୟ ଓ ଶିଳ୍ପ କ୍ଷେତ୍ର ପ୍ରତି ଅବଦାନ ପାଇଁ ଟିଭିଏସ୍ ମୋଟର କଂପାନିର ଅଧ୍ୟକ୍ଷ – ବେଣୁ ଶ୍ରୀନିବାସନଙ୍କୁ ପଦ୍ମଭୂଷଣ ସମ୍ମାନ ପ୍ରଦାନ

Proprietor Abhimanyu Maharana by Proprietor Abhimanyu Maharana
November 10, 2021
in ଓଡ଼ିଶା, ଖୋର୍ଦ୍ଧା, ବାଣିଜ୍ୟ, ମହାନଗର, ହୋମ୍
0
ବାଣିଜ୍ୟ ଓ ଶିଳ୍ପ କ୍ଷେତ୍ର ପ୍ରତି ଅବଦାନ ପାଇଁ ଟିଭିଏସ୍ ମୋଟର କଂପାନିର ଅଧ୍ୟକ୍ଷ – ବେଣୁ ଶ୍ରୀନିବାସନଙ୍କୁ ପଦ୍ମଭୂଷଣ ସମ୍ମାନ ପ୍ରଦାନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୯ ନଭେମ୍ବର ମଙ୍ଗଳବାର ) ଭୁବନେଶ୍ୱର :- ଟିଭିଏସ୍ ମୋଟର କଂପାନିର ଅଧ୍ୟକ୍ଷ ଶ୍ରୀଯୁକ୍ତ ବେଣୁ ଶ୍ରୀନିବାସନଙ୍କୁ ଆଜି ରାଷ୍ଟପ୍ରତି ଭବନରେ ମାନ୍ୟବର ରାଷ୍ଟ୍ରପତି ଶ୍ରୀଯୁକ୍ତ ରାମନାଥ କୋବିନ୍ଦ ପଦ୍ମଭୂଷଣ ସମ୍ମାନରେ ଭୂଷିତ କରିଛନ୍ତି । ବାଣିଜ ଓ ଶିଳ୍ପ କ୍ଷେତ୍ର ପ୍ରତି ଅବଦାନ ଲାଗି ଶ୍ରୀଯୁକ୍ତ ଶ୍ରୀନିବାସନଙ୍କୁ ଦେଶର ତୃତୀୟ ସର୍ବୋଚ୍ଚ ନାଗରିକ ସମ୍ମାନ ପ୍ରଦାନ କରାଯାଇଛି । ଦକ୍ଷିିଣ ଭାରତରେ ଗ୍ରାମ୍ୟ ବିକାଶର ଏକ ସ୍ୱତନ୍ତ୍ର ମଡେଲ୍ ଜରିଆରେ ସମାଜ ପ୍ରତି ନିଜର ପ୍ରତିବଦ୍ଧତାକୁ ନେଇ ତାଙ୍କର ଥିବା ଉତ୍ସାହ ପାଇଁ ସେ ପରିଚିତ ।

ଶ୍ରୀଯୁକ୍ତ ବେଣୁ ଶ୍ରୀନିବାସନ ହେଉଛନ୍ତି ଟିଭିଏସ୍ ଗ୍ରୁପ୍‌ର ଅଧ୍ୟକ୍ଷ ଯାହା ଅଧୀନରେ ରହିଛି ସୁନ୍ଦରମ-କ୍ଲେଟନ୍ ଓ ଏକ ବିଶ୍ୱସ୍ତରୀୟ ଲୋକପ୍ରିୟ ଦୁଇ ଚକିଆ ଓ ତିନି ଚକିଆ ନିର୍ମାତା ଟିଭିଏସ୍ ମୋଟର କଂପାନି । ୨୦୨୦ରେ ଶ୍ରୀଯୁକ୍ତ ଶ୍ରୀନିବାସନଙ୍କୁ ଭାରତର ରାଷ୍ଟ୍ରପତି ସମ୍ମାନଜନକ ପଦ୍ମଶ୍ରୀ ଉପାଧୀ ପ୍ରଦାନ କରିଥିଲେ । ୧୯୯୬ରେ ସ୍ଥାପନ କରାଯାଇଥିବା ଶ୍ରୀନିବାସନ ସର୍ଭିସେସ୍ ଟ୍ରଷ୍ଟର ମ୍ୟାନେଜିଂ ଟ୍ରଷ୍ଟି ହେଉଛନ୍ତି ଶ୍ରୀଯୁକ୍ତ ଶ୍ରୀନିବାସନ । ଏହି ଟ୍ରଷ୍ଟ ୫୦୦୦ରୁ ଅଧିକ ଗ୍ରାମରେ ପରିଚାଳିତ ହେଉଛି ଏବଂ ଏହା ଗୁରୁତ୍ୱ ଦେଉଥିବା କ୍ଷେତ୍ରଗୁଡ଼ିକ ହେଉଛି ମହିଳା ସଶକ୍ତୀକରଣ ଓ ବନୀକରଣ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version