• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆସନ୍ତା ୧୭ ରୁ ୧୯ କୁମାରସ୍ଵାମୀ ମହୋତ୍ସବ।ହରେକୃଷ୍ଣ ଭୋଇଙ୍କୁ ଦେବଗିରି ସମ୍ମାନ – ଦେବଗିରି ଯୁବ ସମ୍ମାନ ପାଇବେ ଲିପ୍‌ସାମୟୀ ଦୁବେ

Proprietor Abhimanyu Maharana by Proprietor Abhimanyu Maharana
November 10, 2021
in ଓଡ଼ିଶା, କଳାହାଣ୍ଡି, ହୋମ୍
0
ଆସନ୍ତା ୧୭ ରୁ ୧୯ କୁମାରସ୍ଵାମୀ ମହୋତ୍ସବ।ହରେକୃଷ୍ଣ ଭୋଇଙ୍କୁ ଦେବଗିରି ସମ୍ମାନ – ଦେବଗିରି ଯୁବ ସମ୍ମାନ ପାଇବେ ଲିପ୍‌ସାମୟୀ ଦୁବେ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୦ ନଭେମ୍ବର ବୁଧବାର) କଳାହାଣ୍ଡି :- ରାଜ୍ୟର ଅଗ୍ରଣୀ ସଂସ୍ଥା ଦେବଗିରି ସାଂସ୍କୃତିକ ଅନୁ୍‌ଷ୍ଠାନର ୨୯ତମ ବାର୍ଷିକ ଉତ୍ସବ ତଥା କୁମାରସ୍ୱାମୀ ମହୋତ୍ସବ ଆସନ୍ତା ୧୭ରୁ ୧୯ ତାରିଖ ଯାଏଁ ଆୟୋଜିତ ହେବ । ଏହି ଅବସରରେ ବିଭିନ୍ନ ବିଭାଗରେ ଏବର୍ଷର ସମ୍ମାନ ଘୋଷଣା କରାଯାଇଛି । ବିଶିଷ୍ଟ ସଂସ୍କୃତିବିତ୍ ତଥା ସଂଗଠକ ହରେକୃଷ୍ଣ ଭୋଇଙ୍କୁ ଅନୁଷ୍ଠାନର ସର୍ବୋଚ୍ଚ ସମ୍ମାନ ‘ଦେବଗିରି ସମ୍ମାନ’ ପ୍ରଦାନ କରାଯିବ । ନର୍ଲା ବ୍ଲକ୍ ମାଣ୍ଡେଲ ଗ୍ରାମରେ ଜନ୍ମିତ ଶ୍ରୀ ଭୋଇ ଜଣେ ସଂସ୍କୃତି ସଂଗଠକ ଭାବରେ ସାରା ଦେଶରେ ପରିଚିତ । ପୂର୍ବରୁ ସେ ସଂସ୍କାର ଭାରତୀର ଜିଲ୍ଲା ଓ ରାଜ୍ୟ ନେତୃତ୍ୱ ନେଇ ସଫଳ ହୋଇଥିବା ବେଳେ ସଂପ୍ରତି ସର୍ବଭାରତୀୟ ଲୋକକଳା ଟୋଲିର ସଦସ୍ୟ ଅଛନ୍ତି ।

ଦେଶର ବିଭିନ୍ନ ସ୍ଥାନରେ ସାମାଜିକ, ସାଂସ୍କୃତିକ, ଛାତ୍ର ସଂଗଠନରେ ମଧ୍ୟ ସେ ଅଗ୍ରଣୀ ଭୂମିକା ନେଇଛନ୍ତି । ବର୍ତ୍ତମାନ ସେ ଆକାଶବାଣୀ ଭବାନୀପାଟଣାରେ ହିନ୍ଦୀ ଅଧିକାରୀ ଭାବେ କାର୍ଯ୍ୟରତ । ସେହିପରି ଯୁବ ପର୍ବତାରୋହୀ, କବି ତଥା ଅଭିନେତ୍ରୀ ସୁଶ୍ରୀ ଲିପ୍‌ସାମୟୀ ଦୁବେଙ୍କୁ ଦେବଗିରି ଯୁବ ସମ୍ମାନ ପ୍ରଦାନ କରାଯିବ । ମଦନପୁର ରାମପୁର ନିବାସୀ ମିହିର କୁମାର ଦୁବେ ଓ ସୁଷମା ଦୁବେଙ୍କ ସୁପୁତ୍ରୀ ଲିପ୍‌ସା ହେଉଛନ୍ତି ରାଜ୍ୟର ପ୍ରଥମ ଅଧ୍ୟାପିକା ପର୍ବତାରୋହୀ । ରାଜ୍ୟ ତଥା ଦେଶର ବିଭିନ୍ନ ପର୍ବତାରୋହଣ ଅଭିଯାନରେ ସାମିଲ ହୋଇ ସେ ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି । ସାହିତ୍ୟ ଓ ଅଭିନୟରେ ବି ତାଙ୍କର ଦକ୍ଷତା ରହିଛି ।

ରାଜ୍ୟର ବିଭିନ୍ନ ପତ୍ରପତ୍ରିକାରେ ତାଙ୍କ କବିତା ପ୍ରକାଶିତ ହେବାସହ ବିଭିନ୍ନ କ୍ଷୁଦ୍ର ଚଳଚ୍ଚିତ୍ରରେ ଅଭିନୟ କରି ସେ ଲୋକପ୍ରିୟ ହୋଇପାରିଛନ୍ତି । ସଂପ୍ରତି ସେ କର୍ଲାମୁଣ୍ଡା ବ୍ଲକ୍ ତେରେସିଂହା ସ୍ଥିତ କୌଶିକ ବାବା ଡିଗ୍ରୀ କଲେଜର ଅଧ୍ୟକ୍ଷା ଭାବେ କାର୍ଯ୍ୟରତ । କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ୍ ଅନ୍ତର୍ଗତ ବୁଢ଼ୀପଦରଠାରେ ହେବାକୁଥିବା ମହୋତ୍ସବରେ ଉକ୍ତ ପ୍ରତିଭାମାନଙ୍କୁ ସମ୍ବର୍ଦ୍ଧିତ କରାଯିବ । ଏହି ଅବସରରେ ପାରଂପରିକ ଲୋକଗୀତ, ଲୋକନୃତ୍ୟ ତଥା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ ବୋଲି ଅନୁଷ୍ଠାନର ସଭାପତି ସଂଜୟ ଧଙ୍ଗଡ଼ାମାଝୀ ଓ ସାଧାରଣ ସଂପାଦକ ସୁନୀଲ ଧଙ୍ଗଡ଼ାମାଝୀ ସୂଚନା ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସମୁଦ୍ର ଗର୍ଭରେଗ୍ୟାସନ୍ଧାନ ସାମ୍ନାକୁ ଆସିଲା ଓଏନଜିସିର ବିଶାଳ ଜାହାଜ ଚିତ୍ର

ସମୁଦ୍ର ଗର୍ଭରେଗ୍ୟାସନ୍ଧାନ ସାମ୍ନାକୁ ଆସିଲା ଓଏନଜିସିର ବିଶାଳ ଜାହାଜ ଚିତ୍ର

October 31, 2026
ବାଉଁଶଗଡ ପଞ୍ଚାୟତରେ ବାରାହାଙ୍କ ଆତଙ୍କ : ୬ ଟି ମୌଜାରେ ଚାଷୀ ଅତିଷ୍ଠ

ବାଉଁଶଗଡ ପଞ୍ଚାୟତରେ ବାରାହାଙ୍କ ଆତଙ୍କ : ୬ ଟି ମୌଜାରେ ଚାଷୀ ଅତିଷ୍ଠ

October 30, 2026
Odisha poised to emerge as a global investment  destination : Dr Mukesh Mahaling

ଓଡ଼ିଶା ଏକ ବିଶ୍ୱସ୍ତରୀୟ ପୁଞ୍ଜିନିବେଶ ଗନ୍ତବ୍ୟସ୍ଥଳ ଭାବରେ ଉଭା ହେବାକୁ ପ୍ରସ୍ତୁତ : ଡକ୍ଟର ମୁକେଶ ମହାଲିଙ୍ଗ

October 30, 2026
Odisha poised to emerge as a global investment  destination : Dr Mukesh Mahaling

Odisha poised to emerge as a global investment destination : Dr Mukesh Mahaling

October 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସମୁଦ୍ର ଗର୍ଭରେଗ୍ୟାସନ୍ଧାନ ସାମ୍ନାକୁ ଆସିଲା ଓଏନଜିସିର ବିଶାଳ ଜାହାଜ ଚିତ୍ର

ସମୁଦ୍ର ଗର୍ଭରେଗ୍ୟାସନ୍ଧାନ ସାମ୍ନାକୁ ଆସିଲା ଓଏନଜିସିର ବିଶାଳ ଜାହାଜ ଚିତ୍ର

October 31, 2026
ବାଉଁଶଗଡ ପଞ୍ଚାୟତରେ ବାରାହାଙ୍କ ଆତଙ୍କ : ୬ ଟି ମୌଜାରେ ଚାଷୀ ଅତିଷ୍ଠ

ବାଉଁଶଗଡ ପଞ୍ଚାୟତରେ ବାରାହାଙ୍କ ଆତଙ୍କ : ୬ ଟି ମୌଜାରେ ଚାଷୀ ଅତିଷ୍ଠ

October 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version