• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶାନ୍ତି ଓ ବିକାଶ ନିମନ୍ତେ ବିଶ୍ଵ ବିଜ୍ଞାନ ଦିବସ ପାଳନ

Proprietor Abhimanyu Maharana by Proprietor Abhimanyu Maharana
November 12, 2021
in ଓଡ଼ିଶା, କନ୍ଧମାଳ, ହୋମ୍
0
ଶାନ୍ତି ଓ ବିକାଶ ନିମନ୍ତେ ବିଶ୍ଵ ବିଜ୍ଞାନ ଦିବସ ପାଳନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୨ ନଭେମ୍ବର ଶୁକ୍ରବାର) କନ୍ଧମାଳ :- କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ଏଜେଓ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଆଇବିଏମ୍ ଷ୍ଟେମ୍ ଫର୍ ଗାର୍ଲ୍ସ ତରଫରୁ ଶାନ୍ତି ଓ ବିକାଶ ନିମନ୍ତେ ବିଶ୍ଵ ବିଜ୍ଞାନ ଦିବସ ପାଳନ ହୋଇଯାଇଛି । ଏବିଇଓ ଅମୂଲ୍ୟ ଜେନା ଓ ଏବିଇଓ ଅଶୋକ ମିଶ୍ର ଅତିଥି ଭାବେ ଯୋଗ ଦେଇ ଥିବା ବେଳେ ରୋଲ୍ ମଡେଲ ଭାବେ ଫୁଲବାଣୀ ସରକାରୀ ସ୍ୱୟଂ ଶାସିତ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ଅଧ୍ୟାପିକା ଲିପିକା ମହାନ୍ତି ଯୋଗଦେଇ ପିଲାମାନେ ଷ୍ଟେମ୍ ରେ କିଭଳି ବିଭିନ୍ନ କ୍ୟାରିୟର ଗଠନ କରିପାରିବେ ସେନେଇ ସଚେତନ କରାଇଥିଲେ ।

ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଦିଲ୍ଲୀପ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ପିଲାମାନେ ପ୍ରୋଜେକ୍ଟ ଉପସ୍ଥାପନ କରିଥିଲେ । ଏଥିସହ ଷ୍ଟେମ ଫର୍ ଗାର୍ଲ୍ସ ବିଷୟକୁ ଚିତ୍ର ମାଧ୍ୟମରେ ଦର୍ଶାଇବା ସହିତ ନିଜର ଅନୁଭୂତି ପ୍ରକାଶ କରିଥିଲେ। ସମସ୍ତ ଅତିଥି ପିଲାଙ୍କ ପ୍ରୋଜେକ୍ଟ ଗୁଡ଼ିକୁ ବୁଲି ଦେଖିବା ସହିତ ବିଦ୍ୟାଳୟର ବିଜ୍ଞାନ ଶିକ୍ଷୟିତ୍ରୀମାନେ ସମସ୍ତଙ୍କୁ ଉତ୍ସାହିତ କରିବା ସହିତ ସମାଜରେ ବିଜ୍ଞାନର ଅବଦାନ ଏବଂ ବିଜ୍ଞାନ ସମାଜରେ କିଭଳି ଶାନ୍ତି ଓ ବିକାଶ ଆଣିପାରିବ ସେନେଇ ସଚେତନ କରାଇଥିଲେ ।

ଏହି ଅବସରରେ କନ୍ଧମାଳ ଜିଲ୍ଲା ଦାୟିତ୍ୱରେ ଥିବା ଷ୍ଟେମ ଫର୍ ଗାର୍ଲ୍ସ ର ମାମାଲି ପଣ୍ଡା, ପ୍ରଧାନ ଶିକ୍ଷକ ଦିଲ୍ଲୀପ କୁମାର ପ୍ରଧାନଙ୍କ ସମେତ ବିଦ୍ୟାଳୟର ସମସ୍ତ ଶିକ୍ଷକ ଏବଂ ଶିକ୍ଷୟତ୍ରୀମାନେ କାର୍ଯ୍ୟକ୍ରମରେ ସାମିଲ ହୋଇ ନିଜର ମତ ପ୍ରକାଶ କରିଥିଲେ । ଆଗାମୀ ଦିନରେ ଝିଅମାନେ କିଭଳି ଷ୍ଟେମ ପଥରେ ନିଜର ଭବିଷ୍ୟତ ଗଢିବେ ସେନେଇ ଆଲୋଚନା ହୋଇଥିଲା। ଶେଷରେ ମନୋନୀତ ହୋଇଥିବା ପ୍ରୋଜେକ୍ଟ ପାଇଁ ପିଲାମାନଙ୍କୁ ପୁରସ୍କୃତ କରାଯାଇଥିଲା। ଶେଷରେ ଷ୍ଟେମ ଫର୍ ଗାର୍ଲ୍ସ ର ମାମାଲି ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
State Bank of India Approves Metro Kinaaraa

ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ ମେଟ୍ରୋ କିନ୍ନାରାକୁ ଅନୁମୋଦନ କଲା

June 28, 2026
State Bank of India Approves Metro Kinaaraa

State Bank of India Approves Metro Kinaaraa

June 28, 2026
କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

June 27, 2026
ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

State Bank of India Approves Metro Kinaaraa

ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ ମେଟ୍ରୋ କିନ୍ନାରାକୁ ଅନୁମୋଦନ କଲା

June 28, 2026
State Bank of India Approves Metro Kinaaraa

State Bank of India Approves Metro Kinaaraa

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version