• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୨୦.ଟି ୨୦.ମ୍ୟାଚ ର ଫାଇନାଲ ରେ ବିଜୟ ହେଲା ନିସ୍ତିପୁର

Proprietor Abhimanyu Maharana by Proprietor Abhimanyu Maharana
November 14, 2021
in ଓଡ଼ିଶା, କଟକ, ହୋମ୍
0
୨୦.ଟି ୨୦.ମ୍ୟାଚ ର ଫାଇନାଲ ରେ ବିଜୟ ହେଲା ନିସ୍ତିପୁର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୪ ନଭେମ୍ବର ରବିବାର ) ବାଙ୍କୀ :-  ବାଙ୍କୀ କଚେରୀ ପଡିଆ ଠାରେ ମା ଚର୍ଚ୍ଚିକା କ୍ରିକେଟ କ୍ଳବ ପକ୍ଷରୁ ଆୟୋଜିତ ୭ ଦିନିଆ ଆଞ୍ଚଳିକ କ୍ରିକେଟ ଟୁର୍ଣ୍ଣାମେଣ୍ଟ ର ୨୦. ଟି ୨୦. ଟି ଫାଇନା ମ୍ୟାଚ ଅନୁଷ୍ଠିତ ହୋଇଥିଲା । ଏହି ଟୁର୍ଣ୍ଣାମେଣ୍ଟ ରେ ଘରୋଇ ଟିମ ମା ଚର୍ଚିକା କୁ ହରାଇ ନିସ୍ତିପୁର କ୍ରିକେଟ ଟିମ ବିଜୟ ହୋଇଥିଲେ । ସୂଚନା ଥାଉକି ଆଜିର ଏହି ଫାଇନାଲ ମ୍ୟାଚ ରେ ପ୍ରଥମେ ଟଚ ଜିତି ନିସ୍ତିପୁର ବ୍ୟାଟିଂଙ୍ଗ କରିବାକୁ ନିସ୍ପତି ଗ୍ରହଣ କରି ସମସ୍ତ ଉଇକେଟ ହରାଇ ୧୯ଓଭର ୩ଟି ବଲ ଖେଳି ୧୭୩ ରନ ସଂଗ୍ରହ କରିଥିଲାଏହା ର ପ୍ରତି ବଦଳ ରେ ଘରୋଇ ଟିମ ମାଚର୍ଚ୍ଚିକା କ୍ରିକେଟ ଟିମ ସମସ୍ତ ଉଇକେଟ ହରାଇ ୧୩୩ ସଂଗ୍ରହ କରିଥିଲା ।

ଏହି ଫାଇନାଲ ମ୍ୟାଚରେ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ ବିଜେପି ନେତା ତଥା ବିଧାୟକ ପାର୍ଥି ଶୁଭ୍ରାଂଶୁ ମୋହନ ପାଢ଼ୀ ଅତୀଥି ଭାବେ ଯୋଗଦେଇ ବିଜୟତାଙ୍କୁ ୫ହଜାର ପୁରସ୍କୃତ ରାଶି ଦେବା ସହିତ ସିଲ କରିଥିଲେ ପ୍ରଦାନ କରିଥଲେ । ରନର୍ସ ଅଫରେ ଘରୋଇ ଟିମ ମା ଚର୍ଚ୍ଚିକା କୁ ୩ହଜାର ଟଙ୍କା ଦିଆଯାଇଥିଲା । ଶେଷରେ ଆଜି ଏହି ଫାଇନାଲ ମ୍ୟାଚ ରେ ୪୭ରନ ସଂଗ୍ରହ କରି ମ୍ୟାନ ଅଫ ଦି ମ୍ୟାଚ ହୋଇଛନ୍ତି କ୍ରିକେଟର ରିଣ୍ଟୁ , ମ୍ୟାନ ଅଫ ଦି ସିରିଜ  ଚିକୁନ ମିଶ୍ର ଯିଏ କୀ ଆଜିର ଏହି ଫାଇନାଲ ମ୍ୟାଚ ରେ ୪ ଓଭର ରେ ୪ ଉଇକେଟ ନେବାରେ ହୋଇ ପାରିଥିଲେ ସକ୍ଷମ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

September 20, 2026
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

September 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

September 20, 2026
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version