• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ହୋଣ୍ଡା ପକ୍ଷରୁ ଭାରତରେ ଗ୍ରାଜିଆ ୧୨୫ ରେପ୍‌ସଲ୍ ହୋଣ୍ଡା ଟିମ୍ ଏଡିସନ୍‌କୁ ଭାରତରେ ଉନ୍ମୋଚନ

Proprietor Abhimanyu Maharana by Proprietor Abhimanyu Maharana
November 16, 2021
in Uncategorized
0
ହୋଣ୍ଡା ପକ୍ଷରୁ ଭାରତରେ ଗ୍ରାଜିଆ ୧୨୫ ରେପ୍‌ସଲ୍ ହୋଣ୍ଡା ଟିମ୍ ଏଡିସନ୍‌କୁ ଭାରତରେ ଉନ୍ମୋଚନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( ୧୫ ନଭେମ୍ବର , ସୋମବାର ) ଭୁବନେଶ୍ୱର :- ଆଗ୍ରହୀ ଚାଳକ ମାନଙ୍କୁ ଉତ୍ସାହିତ କରିବା ଲାଗି ହୋଣ୍ଡା ମୋଟରସାଇକଲ୍ ଆଣ୍ଡ୍ ସ୍କୁଟର ଇଣ୍ଡିଆ ପ୍ରାଇଭେଟ୍ ଲିମିଟେଡ୍ ପକ୍ଷରୁ ଭାରତରେ ଗ୍ରାଜିଆ ୧୨୫ ରେପ୍‌ସଲ୍ ହୋଣ୍ଡା ଟିମ୍ ଏଡିସନ୍‌କୁ ଉନ୍ମୋଚନ କରାଯାଇଛି । ରେପ୍‌ସଲ୍ ହୋଣ୍ଡା ଟିମ୍‌ର ଏହି ମେସିନ ସ୍ୱତନ୍ତ୍ର ଏଡିସନ୍‌ର ଗ୍ରାଫିକ୍ସ ଓ ଡିଜାଇନ୍‌ରୁ ଅନୁପ୍ରାଣିତ ଏବଂ ଏଥିରେ କମଳା ରଙ୍ଗର ହ୍ୱିଲ୍‌ ରିମ୍ ରହିଛି ଯାହା ଭାରତରେ ରେସିଂ ପ୍ରେମୀଙ୍କ ମଧ୍ୟରେ ଉତ୍ସାହକୁ ବଢ଼ାଇବ । ହୋଣ୍ଡାର ରେସିଂ ଡିଏନ୍‌ଏ ବିଷୟରେ ଆଲୋଚନା କରି ଶ୍ରୀଯୁକ୍ତ ଆତସୁସି ଓଗାତା, ପରିଚାଳନା ନିର୍ଦେଶକ, ସଭାପତି ଓ ସିଇଓ, ହୋଣ୍ଡା ମୋଟରସାଇକଲ୍‌ ଆଣ୍ଡ୍ ସ୍କୁଟର ଇଣ୍ଡିଆ ପ୍ରାଇଭେଟ ଲିିମିଟେଡ୍ କହିଛନ୍ତି ଯେ, “ରେସ୍‌ ଟ୍ରାକ୍‌ରେ ଅତ୍ୟନ୍ତ ଆହ୍ୱାନପୂର୍ଣ୍ଣ ସ୍ଥିତିରେ ପ୍ରତିଦ୍ୱନ୍ଦ୍ୱିତା କରିବାର ଭାଗ ଜାଗ୍ରତ କରିଛି ରେପସଲ୍ ହୋଣ୍ଡା ରେସିଂ ଟିମ୍ । ରେସିଂରେ ହୋଣ୍ଡାର ଉଜ୍ୱଳ ଭବିଷ୍ୟତ ପାଇଁ ପଥ ପ୍ରଦର୍ଶନ କରିବାର ସମୃଦ୍ଧ ପରମ୍ପରାକୁ ନେଇ ଆମେ ଖୁସିର ସହ ଭାରତରେ ରେସିଂ ପ୍ରେମୀଙ୍କ ପାଇଁ ଗ୍ରାଜିଆ ୧୨୫ ରେପସଲ୍ ହୋଣ୍ଡା ଟିମ୍ ଏଡିସନ୍‌କୁ ଉନ୍ମୋଚନ କରିଛୁ ।’’

ଶ୍ରୀଯୁକ୍ତ ୟଦବିନ୍ଦର ସିଂହ ଗୁଲେରିଆ, ନିର୍ଦେଶକ, ବିକ୍ରି ଓ ମାର୍କେଟିଂ, ହୋଣ୍ଡା ମୋଟରସାଇକଲ୍ ଆଣ୍ଡ୍ ସ୍କୁଟର ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍ କହିଛନ୍ତି ଯେ, “ଗ୍ରାଜିଆ ୧୨୫ ରେପ୍‌ସଲ୍ ହୋଣ୍ଡା ଟିମ୍‌ ଏଡିସନ୍‌କୁ ଉନ୍ମୋଚନ କରାଯିବା ସହ ରେସିଂର ଭାବ ଜାଗ୍ରତ ହୋଇଥିବା ବେଳେ ଏହା ମୋଟୋ ଜିପି ପ୍ରେମୀଙ୍କ ଦୃଷ୍ଟି ଆକର୍ଷଣ କରିଛି । ଏହାର ସ୍ପେର୍ଟିୟର ଲୁକ୍ ସହିତ କମଳା, ଲାଲ ଓ ଧଳା ସ୍କିମ୍‌ର ସ୍ମାର୍ଟ ଗ୍ରାଫିକ୍ସ ସହିତ ସ୍ପୋର୍ଟି ଇଂଜିନ୍ ଏହାକୁ ରେସିଂ ପ୍ରେମୀଙ୍କ ପାଇଁ ଏକ ଅଦମ୍ୟ ପ୍ୟାକେଜ୍‌ରେ ପରିଣତ କରିଛି ।’’ ଗ୍ରାଜିଆ ୧୨୫ରେ ରହିଛି ପିଜିଏମ୍‌-ଏଫ୍‌ଆଇ ଇଂଜିନ, ଆଇଡିଲିଂ ଷ୍ଟପ୍ ସିଷ୍ଟମ୍‌, ଏନ୍‌ହାନ୍ସଡ୍ ସ୍ମାର୍ଟ ପାୱାର, ଏଲଇଡି ଡିସି ହେଡଲ୍ୟାମ୍ପ୍‌, ମଲ୍ଟି ଫଙ୍କସନ୍ ସ୍ୱିଚ୍‌, ଇଂଟିଗ୍ରେଟେଡ୍ ପାସିଂ ସ୍ୱିଚ୍‌, ସାଇଣ୍ଡ ଷ୍ଟାଣ୍ଡ୍‌ ଇଣ୍ଡଇକେଟର ସହିତ ଇଂଜିନ କଟ୍ ଅଫ୍‌, ଇଟେଂଲିଜେଂଟ୍ ଇନଷ୍ଟ୍ରୁମେଂଟ୍‌ ଡିସ୍‌ପ୍ଲେ, ୩ ଷ୍ଟେପ୍ ଆଡଜଷ୍ଟ ହୋଇପାରୁଥିବା ପଛ ସସ୍‌ପେନ୍‌ସନ୍ ଏବଂ ସାମ୍ନାରେ ଟେଲିସ୍କୋପିକ୍ ସସ୍‌ପେନ୍‌ସନ୍‌, ସ୍ପ୍ଲିଟ୍ ଏଲଇଡି ପୋଜିସନ୍‌ ଲ୍ୟାମ୍ପ୍ ଆଦି ସୁବିଧା ରହିଛି । ଗ୍ରାଜିଆ ୧୨୫ ରେପସଲ ହୋଣ୍ଡା ଟିମ୍ ଏଡିସନ୍‌ର ଏକ୍ସ ସୋ’ରୁମ୍ ମୂଲ୍ୟ (ଗୁରୁଗ୍ରାମ, ହରିୟାଣା) ୮୭,୧୩୮ ଟଙ୍କା ରହିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

ମୋବାଇଲ କ୍ରେଚେସ୍‌ ଓଡ଼ିଶାରେ ଗୁଣାତ୍ମକ ଶିଶୁ ଯତ୍ନକୁ ସମ୍ପ୍ରସାରିତ କରିବାକୁ ଏକ ବହୁ-କ୍ଷେତ୍ରୀୟ ସହଭାଗୀତା ‘ସ୍ନେହ ମଣ୍ଡଳସ୍‌’ ନିମନ୍ତେ ଆହ୍ୱାନ ଦେଉଛି

March 14, 2026

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

ମୋବାଇଲ କ୍ରେଚେସ୍‌ ଓଡ଼ିଶାରେ ଗୁଣାତ୍ମକ ଶିଶୁ ଯତ୍ନକୁ ସମ୍ପ୍ରସାରିତ କରିବାକୁ ଏକ ବହୁ-କ୍ଷେତ୍ରୀୟ ସହଭାଗୀତା ‘ସ୍ନେହ ମଣ୍ଡଳସ୍‌’ ନିମନ୍ତେ ଆହ୍ୱାନ ଦେଉଛି

March 14, 2026
Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version