• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର ବ୍ଲକର ୨୬ ଜଣ ଶିକ୍ଷକ/ଶିକ୍ଷୟତ୍ରୀ, ହାଇକୋର୍ଟଙ୍କ ଦ୍ଵାରସ୍ତ – ପୁରୁଣା ପେନସନ ଲାଗୁକର

Proprietor Abhimanyu Maharana by Proprietor Abhimanyu Maharana
November 16, 2021
in ଓଡ଼ିଶା, କଟକ, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ରଣପୁର ବ୍ଲକର ୨୬ ଜଣ ଶିକ୍ଷକ/ଶିକ୍ଷୟତ୍ରୀ, ହାଇକୋର୍ଟଙ୍କ ଦ୍ଵାରସ୍ତ – ପୁରୁଣା ପେନସନ ଲାଗୁକର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୬ ନଭେମ୍ବର , ମଙ୍ଗଳବାର ) ରଣପୁର :- ଆମର ଦାବି ସରକାର ତୁମେ ମାନିନିଅ । ପୁରୁଣା ପେନସନ ଲାଗୁକର । ଆଜି ଏପରି ନାରା ଦେଇ ରଣପୁର ବ୍ଲକର ୨୬ ଜଣ ଶିକ୍ଷକ/ଶିକ୍ଷୟତ୍ରୀ, ହାଇକୋର୍ଟଙ୍କ ଦ୍ଵାରସ୍ତ ହୋଇଛନ୍ତି । ପ୍ରଥମେ ନନ୍‌ଫର୍ମାଲ ତାପରେ ଇ.ଜି.ଏସ୍‌ ତାପରେ ଗଣଶିକ୍ଷକ ତାପରେ ଲେବୁଲ (ଭି) ସହକାରୀ ଶିକ୍ଷକ (ଏକ୍ସକ୍ୟାଡର) ହୋଇ ଦିର୍ଘ ୩୦ ବର୍ଷ ଧରି ଶିକ୍ଷାଦାନ କରୁଥିଲେ ମଧ୍ୟ , ସେମାନଙ୍କ ପାଇଁ ପୁରୁଣା ପେନସନର କିଛି ବ୍ୟବସ୍ଥା ନାହିଁ । ଯାହା ଫଳରେ ସେମାନେ ଅବସର ନେବାପରେ , କିପରି ଚଳିବେ , ତାହା ଭାବିଲା ବେଳକୁ ଅନ୍ଧକାର ଦେଖାଯାଉଛି । ଘୋର , ଅଭାବ ଅସୁବିଧା ସହ ସେମାନେ ଦିନ କାଟୁଛନ୍ତି ।

(ପୁରୁଣା ପେନସନ ଲାଗୁ କରିବା ପାଇଁ ବୈଠକ)

ଶିକ୍ଷାବିଦ୍ଭାଗରେ ୧୯୮୯ ମସିହା ଠାରୁ ଦିର୍ଘବର୍ଷଧରି , ଶିକ୍ଷାଦାନ କରୁଛନ୍ତି । ନନ୍‌ଫର୍ମାଲ ଠାରୁ ଏକ୍ସକ୍ଯଡର ଶିକ୍ଷକ ଥାଇ ମଧ୍ୟ କେତେକ ଶିକ୍ଷକ/ଶିକ୍ଷୟତ୍ରୀ ଅବସର ନେଇ ଖାଲି ହାତରେ ଘରକୁ ଫେରିଲେଣି । ତେଣୁ ରଣପୁର ବ୍ଲକର ନନଫର୍ମାଲଠାରୁ ଆଜିପର୍ଯ୍ୟନ୍ତ ଶିକ୍ଷାଦାନ କରୁଥିବା ଶିକ୍ଷକ/ଶିକ୍ଷୟତ୍ରୀ ଏକାଠି ହୋଇ,ପୁରୁଣା ପେନସନ ଲାଗୁ କରିବାପାଇଁ ଶ୍ରୀ ଶରତ କୁମାର ନାୟକଙ୍କ ନେତୃତ୍ଵରେ, ରଘୁନାଥ ସାହୁ, ପ୍ରଦିପ୍ତ ପ୍ରଧାନ , କେଳୁ ସାମନ୍ତ ରାୟ, ଅଞ୍ଜଳୀ ପ୍ରଧାନ, ସ୍ୱର୍ଣ୍ଣଲତା ମଙ୍ଗରାଜ , ଗାୟତ୍ରୀ ପ୍ରଧାନ, ଶୈଳବାଳା ପଲେଇ , ମିନାକ୍ଷି ଦେଇ ଓ ଉର୍ମିଳା ଦେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2026
ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version