• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲାରେ୪୩୧ଗୋଟି ବିଦ୍ୟାଳୟରେ ପ୍ରାୟ ୨ବର୍ଷ ପରେ ୬ଷ୍ଠ ଓ ୭ମ ଶ୍ରେଣୀରେ ଅଫଲାଇନ ପାଠ ପଢା ଆରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
November 16, 2021
in ଓଡ଼ିଶା, ଗଜପତି, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଗଜପତି ଜିଲ୍ଲାରେ୪୩୧ଗୋଟି ବିଦ୍ୟାଳୟରେ ପ୍ରାୟ ୨ବର୍ଷ ପରେ ୬ଷ୍ଠ ଓ ୭ମ ଶ୍ରେଣୀରେ ଅଫଲାଇନ ପାଠ ପଢା ଆରମ୍ଭ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୬ ନଭେମ୍ବର , ମଙ୍ଗଳବାର ) ପାରଳାଖେମୁଣ୍ଡି :- ସରକାରଙ୍କ ଘୋଷାଣା ଓ ବିଜ୍ଞପ୍ତି ପ୍ରକାରେ ସାରା ରାଜ୍ୟରେ ୬ଷ୍ଠ ଓ ୭ମ ଶ୍ରେଣୀରେପାଠ ପଢ଼ା ଆରମ୍ଭ ହୋଇଥିବା ବେଳେ ପ୍ରାୟ ୨ବର୍ଷ ପରେ ସୋମବାର ଠାରୁ ଗଜପତି ଜିଲ୍ଲାରେ ମଧ୍ୟ ୪୩୧ଗୋଟି ବିଦ୍ୟାଳୟରେ ଏହି ଶ୍ରେଣୀରେ ଅଫଲାଇନ ପାଠପଢା ଆରମ୍ଭ ହୋଇଛି । ରାଜ୍ୟରେ କୋଭିଡ ସଂକ୍ରମଣ ସଂଖ୍ୟା ହ୍ରାସ ପାଇଥିବା ଯୋଗୁଁ ସରକାର ଦୀର୍ଘ ପ୍ରାୟ ୨ବର୍ଷ ପରେ ଏଥିପାଇଁ ଗତକାଲିି ସୋମବାର ୧୫ ତାରିଖ ଠାରୁ ୬ଷ୍ଠ ଓ ୭ପ୍ତମ ଶ୍ରେଣୀର ଅଫଲାଇନ ପାଠପଢାର ବ୍ୟବସ୍ଥା କୋଭିଡ ମାର୍ଗଦର୍ଶିକା ଅନୁପାଳନ ପ୍ରକାରେ ଆରମ୍ଭ କରିଛନ୍ତି । ଗଜପତି ଜିଲ୍ଲାରେ ଅପର ପ୍ରାଇମେରୀ, ୟୁଜି ହାଇସ୍କୁଲ, ଆଦର୍ଶ ବିଦ୍ୟାଳୟ, ପ୍ରାଇଭେଟ ହାଇସ୍କୁଲ, କେନ୍ଦ୍ରୀୟ ବିଦ୍ୟାଳୟ, ଜବହାର ନବୋଦୟ ବିଦ୍ୟାଳୟ, ଏକଲବ୍ୟ ମଡେଲ ଓ କଲ୍ୟାଣ ବିଭାଗ ସ୍କୁଲ ପ୍ରଭୃତି ଏଭଳି ମୋଟ ୪୩୧ଗୋଟି ବିଦ୍ୟାଳୟ ରହିଛି ।

ଏହି ବିଦ୍ୟାଳୟ ମାନଙ୍କରେ ୬ଷ୍ଠ ଓ ୭ପ୍ତମ ଶ୍ରେଣୀରେ ପ୍ରାୟ ୨୦ ହଜାର ଛାତ୍ରଛାତ୍ରୀ ପାଠ ପଢୁଛନ୍ତି । ଦେଶ, ରାଜ୍ୟ ଓ ଜିଲ୍ଲାଞ୍ଚଳରେ କରୋନା ସଂକ୍ରମଣ ବ୍ୟାପିଥିବା ଯୋଗୁଁ ସରକାରଙ୍କ ନିର୍ଦ୍ଦେଶ ପ୍ରକାରେ ଗତ ପ୍ରାୟ ୨ ବର୍ଷ ଧରି ସ୍କୁଲପାଠପଢା ବନ୍ଦ ରହିଥିଲା । ପାରଳାଖେମୁଣ୍ଡି ସହରରେ ଥିବା ମହାରାଜାଙ୍କ ବାଳକ ଉଚ୍ଚ ବଦ୍ୟିାଳୟ, ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟ, ମହାରାଜାଙ୍କ ବାଳିକା ଉଚ୍ଚ ବିଦ୍ୟାଳୟ ଆଦି ସ୍କୁଲମାନଙ୍କରେ ୬ଷ୍ଠ ଓ ୭ମ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ଅଫଲାଇନ କ୍ଲାସ ଆରମ୍ଭ ହୋଇଥିବା ଯୋଗୁଁ ପିଲାମାନେ ସରକାରଙ୍କ ଏହି ବ୍ୟବସ୍ଥା ପ୍ରତି ଅତ୍ୟନ୍ତ ଖୁସି ହୋଇ ଧନ୍ୟବାଦ ପ୍ରଦାନ କରିଛନ୍ତି ।

ଏହି ଅବସରରେ ୨ ଜଣ ଛାତ୍ରୀ ଏନ.ହାରିକା ଓ ଲକ୍ଷ୍ମୀ ପଲାଇ ଏବଂ ଅନ୍ୟ ୨ଜଣ ଛାତ୍ର ଆଦିତ୍ୟ ବେହେରା ଓ ପପୁନ ମହାରଣା ସେମାନଙ୍କ ପ୍ରତିକ୍ରିୟାରେ ଆମର ଅଫଲାଇନ ପାଠପଢା ବ୍ୟବସ୍ଥା ହୋଇଥିବା ଯୋଗୁଁ ଆମେ ଅତ୍ୟନ୍ତ ଖୁସି ବୋଲି କହିଛନ୍ତି । କୋଭିଡ ସମୟରେ ଆମେ ଅନଲାଇନରେ ପାଠ ପଢୁଥିଲୁ, ତେଣୁ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲୁ । ଏବେ ଅଫଲାଇନ ପାଠପଢାରେ ଆମେ ଶ୍ରେଣୀରେ ସିଧାସଳଖ ସାର ଓ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କ ଠାରୁ ପାଠପଢି ବେଶ ଉପକୃତ ହେବୁ ବୋଲି କହିଥିଲେ । ସ୍କୁଲକୁ ଆସି ପ୍ରବେଶ କରିବା ପୂର୍ବରୁ ପିଲାମାନଙ୍କୁ କୋଭିଡ ଗାଇଡଲାଇ ଅନୁପାଳନ ପୂର୍ବକ ଥର୍ମାଲ ସ୍କାନିଙ୍ଗ କରାଯିବା ସହ ହାତ ସାନିଟାଇଜ କରାଯାଇ ଆବଶ୍ୟକ ସ୍ଥଳେ ମାସ୍କ ଦିଆଯାଇ ଶ୍ରେଣୀକୁ ଛଡାଯାଉଥିବାର ଲକ୍ଷ୍ୟ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2026
ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version