• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କୁମାରସ୍ବାମୀ ମହୋତ୍ସବ ଉଦଯାପିତ, ବିଶିଷ୍ଟ ବ୍ୟକ୍ତି ବିଶେଷ ସମ୍ମାନିତ

Proprietor Abhimanyu Maharana by Proprietor Abhimanyu Maharana
November 20, 2021
in Uncategorized, କଳାହାଣ୍ଡି, ହୋମ୍
0
କୁମାରସ୍ବାମୀ ମହୋତ୍ସବ ଉଦଯାପିତ, ବିଶିଷ୍ଟ ବ୍ୟକ୍ତି ବିଶେଷ ସମ୍ମାନିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୦ ନଭେମ୍ବର ଶନିବାର) କଳାହାଣ୍ଡି :- ରାଜ୍ୟର ଅଗ୍ରଣୀ ସଂସ୍ଥା ଦେବଗିରି ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ତିନି ଦିନ ଧରି ଚାଲିଥିବା କୁମାରସ୍ବାମୀ ମହୋତ୍ସବ ଶୁକ୍ରବାର ରାତିରେ ଉଦଯାପିତ ହୋଇଯାଇଛି। କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ବୁଢୀପଦର ଠାରେ ଦେବଗିରି ସାଂସ୍କୃତିକ ଅନୁଷ୍ଠାନର ୨୯ତମ ବାର୍ଷିକ ଉତ୍ସବ ତଥା କୁମାରସ୍ବାମୀ ୧୭ରୁ ୧୯ ତାରିଖ ପର୍ଯ୍ୟନ୍ତ ଚାଲିଥିଲା। ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ବିଶ୍ବବିଦ୍ୟାଳୟର କୁଳପତି ଡ. ସଞ୍ଜୟ କୁମାର ଶତପଥୀ, ମୁଖ୍ୟବକ୍ତା ଭାବେ ଥୁଆମୂଳ ରାମପୁର ମା’ ମାଣିକେଶ୍ଵରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ସତ୍ୟ ନାରାୟଣ ମୁଣ୍ଡଛିନା ଓ ନାରୀନେତ୍ରୀ ପ୍ରମିଳା ପଧାନ ବିଶିଷ୍ଟ ଅତିଥି ଭାବେ ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ଯୁବ ସମାଜସେବୀ ଦେବେନ୍ଦ୍ର ନାଏକ, ଅନୁଷ୍ଠାନର ମୁଖ୍ୟ ଉପଦେଷ୍ଟା ବିଜୟ ଧଙ୍ଗଡାମାଝୀ ଓ ଯୁବ କଳାକାର ମାନସ ରଞ୍ଜନ ସାହୁ ମଞ୍ଚାସୀନ ଥିଲେ ।

ଦେବଗିରି ସାଂସ୍କୃତିକ ଅନୁଷ୍ଠାନର ସଭାପତି ସଞ୍ଜୟ ଧଙ୍ଗଡାମାଝୀଙ୍କ ପୌରୋହିତ୍ୟରେ ଆୟୋଜିତ ସମାରୋହର ମଞ୍ଚ ପରିଚାଳନା କରିଥିଲେ ଅନୁଷ୍ଠାନର ଯୁଗ୍ମ ସମ୍ପାଦକ ସୁଧୀର କୁମାର ଧଙ୍ଗଡାମାଝୀ। ଅନୁଷ୍ଠାନର ସାଧାରଣ ସଂପାଦକ ସୁନୀଲ କୁମାର ଧଙ୍ଗଡ଼ାମାଝୀ ସ୍ୱାଗତ ଭାଷଣ ଦେଇଥିବା ବେଳେ କୋଷାଧ୍ୟକ୍ଷ ଜୟଦ୍ରଥ ଜାଲ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ହରେକୃଷ୍ଣ ଭୋଇଙ୍କୁ ଦେବଗିରି ସମ୍ମାନ, ସୁଶ୍ରୀ ଲିପ୍ସାମୟୀ ଦୁବେଙ୍କୁ ଦେବଗିରି ଯୁବ ସମ୍ମାନ, ସୁରେଶ ସାଗରଙ୍କୁ ଦେବଗିରି ସାହିତ୍ୟ ସମ୍ମାନ, ଦେବେନ୍ଦ୍ର ବିଶିଙ୍କୁ ଦେବଗିରି ସାମ୍ବାଦିକତା ସମ୍ମାନ, କୈଳାସ ଚନ୍ଦ୍ର ନାଏକଙ୍କୁ ଦେବଗିରି ନାଟ୍ୟ ସମ୍ମାନ, ସତ୍ୟ ନାରାୟଣ ନାଏକଙ୍କୁ ଦେବଗିରି ଲୋକଗୀତ ସମ୍ମାନ, ଦୀପକ ରଞ୍ଜନ ସାହୁଙ୍କୁ ଦେବଗିରି ସମାଜସେବା ସମ୍ମାନ, ସନ୍ତୋଷ କୁମାର କରଙ୍କୁ ଦେବଗିରି ଶିକ୍ଷା ସମ୍ମାନ, ସୁମିତ କୁମାର ଧଙ୍ଗଡାମାଝୀଙ୍କୁ ଦେବଗିରି ଶିଳ୍ପୀ ସମ୍ମାନ ଓ ଭୁପେନ୍ଦ୍ର ଦୀପଙ୍କୁ ଦେବଗିରି ଦେଶସେବା ସମ୍ମାନ ପ୍ରଦାନ କରାଯାଇଥିଲା। ସଭା ପ୍ରାରମ୍ଭରେ ଅନୁଷ୍ଠାନର ଧ୍ୟେୟ ସଂଗୀତ ଜୟ ଦେବଗିରି ପରିବେଷିତ ହୋଇଥିବାବେଳେ ଗୁରୁ କୈଳାସ ଚନ୍ଦ୍ର ନାଏକଙ୍କ ଦଳ ଘୁମୁରା ନୃତ୍ୟ ପରିବେଷଣ କରିଥିଲେ।

ନୃତ୍ୟ ଆସରରେ ପଶ୍ଚିମ ଓଡିଶାର ଶତାଧିକ କଳାକାର ଭାଗନେଇ କଳା ପ୍ରଦର୍ଶନ କରିଥିଲେ। ଏଥିରେ ଯୁବ ଲେଖକ ଡିଲେଶ୍ୱର ରଣା, ତ୍ରିନାଥ ଶ୍ୟାମ କୁମାର, ତପନ କୁମାର ଭୋଇ, ଜିତେନ୍ଦ୍ର କୁମାର ସାହୁ, ବିନୟ କୁମାର ସାହୁ, ସୁଶ୍ରୀ ବିଜୟଲଷ୍ମୀ ଧଙ୍ଗଡ଼ାମାଝୀ, ସଲିଲ କୁମାର ଧଙ୍ଗଡ଼ାମାଝୀ, ସୁନିତା ଧଙ୍ଗଡ଼ାମାଝୀ, ବାଲ୍ମୀକି କରୁଆଁ, ପୀୟୂଷ ଧଙ୍ଗଡ଼ାମାଝୀ ପ୍ରମୁଖ ସହଯୋଗ କରିଥିଲେ। ନୃତ୍ୟ ଆସରକୁ ବିଶିଷ୍ଟ ମଞ୍ଚ ଉପସ୍ଥାପକ ସୁଧୀର ନାଏକ ସଂଯୋଜନା କରିଥିବାବେଳେ ରଙ୍ଗବତୀ ଡେନ୍ସ ଗୃପ୍ ସମ୍ବଲପୁର ପ୍ରଥମ, କିଲର୍ ଗୃପ୍ ବଲାଙ୍ଗୀର ଦ୍ବିତୀୟ, ବି.ଟି. ଡେନ୍ସ ଗୃପ୍ ସଇଁତଲା ତୃତୀୟ ଏବଂ କେତନ ନାଏକ ବରଗଡ ଚତୁର୍ଥ ସ୍ଥାନ ଅଧିକାର କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

ମୋବାଇଲ କ୍ରେଚେସ୍‌ ଓଡ଼ିଶାରେ ଗୁଣାତ୍ମକ ଶିଶୁ ଯତ୍ନକୁ ସମ୍ପ୍ରସାରିତ କରିବାକୁ ଏକ ବହୁ-କ୍ଷେତ୍ରୀୟ ସହଭାଗୀତା ‘ସ୍ନେହ ମଣ୍ଡଳସ୍‌’ ନିମନ୍ତେ ଆହ୍ୱାନ ଦେଉଛି

March 14, 2026

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

ମୋବାଇଲ କ୍ରେଚେସ୍‌ ଓଡ଼ିଶାରେ ଗୁଣାତ୍ମକ ଶିଶୁ ଯତ୍ନକୁ ସମ୍ପ୍ରସାରିତ କରିବାକୁ ଏକ ବହୁ-କ୍ଷେତ୍ରୀୟ ସହଭାଗୀତା ‘ସ୍ନେହ ମଣ୍ଡଳସ୍‌’ ନିମନ୍ତେ ଆହ୍ୱାନ ଦେଉଛି

March 14, 2026
Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version