• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home କନ୍ଧମାଳ

ସରକାର କା ମାଲ ଦରିଆ ମେଁ ଡାଲ :ବାଲିଗୁଡା ଉପଖଣ୍ଡ ରେ ବିଏସଏନଏଲ ସେବା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ : ୱାନ ସାଇଡ କଲ ସହ ଶୁଭୁନି

Proprietor Abhimanyu Maharana by Proprietor Abhimanyu Maharana
November 21, 2021
in କନ୍ଧମାଳ, ହୋମ୍
0
ସରକାର କା ମାଲ ଦରିଆ ମେଁ ଡାଲ :ବାଲିଗୁଡା ଉପଖଣ୍ଡ ରେ ବିଏସଏନଏଲ ସେବା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ : ୱାନ ସାଇଡ କଲ ସହ ଶୁଭୁନି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୦ନଭେମ୍ବର ଶନିବାର) ବାଲିଗୁଡ଼ା :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ଅଞ୍ଚଳରେ କେନ୍ଦ୍ର ସରକାରଙ୍କ ଯୋଜନା ଫେଲ୍ । ସରକାରୀ ଯୋଜନା ଜନ ହିତରେ ଜାରି । କିନ୍ତୁ ଜଣା ପଡୁନାହିଁ ଏଠି ସରକାର ଫେଲ୍ ନା କେନ୍ଦ୍ର ସରକାରଙ୍କ ବାବୁ ମାନେ ଫେଲ । ତୈଳ ଦରବୃଦ୍ଧି , ଖାଉଟି ସାମଗ୍ରୀ ଦରବୃଦ୍ଧି , ରନ୍ଧନ ଗ୍ୟାସ ସିଲିଣ୍ଡର ଦର ବୃଦ୍ଧି ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରୁଥିବା ବେଳେ , ଏବେ ଆଉ ଏକ ଅଭିନବ ଉପାୟରେ କେନ୍ଦ୍ର ସରକାର ଲୁଟୁଥିବା ଅଭିଯୋଗ ହୋଇଛି। ତାହା ପୁଣି ଡିଜିଟାଲ ଇଣ୍ଡିଆର ନାଁ ରେ । ଅଭିଯୋଗ ହୋଇଛି କି ଲୋକ ଯାଇ ଚନ୍ଦ୍ର ପୃଷ୍ଠରେ ଜାଗା କିଣି ଘର ତିଆରି କରିବାକୁ ପ୍ରସ୍ତୁତ ହେଲେଣି, କିନ୍ତୁ ବାଲିଗୁଡ଼ା ଅଞ୍ଚଳରେ ବିଏସ୍ଏନ୍ଏଲ୍ ସେବା ଜନ ସାଧାରଣଙ୍କୁ ଉଚିତ ସେବା ଯୋଗାଇବାରେ ସମ୍ପୂର୍ଣ୍ଣ ବିଫଳ ହୋଇଯାଇଛି । ବାଲିଗୁଡ଼ା ଉପଖଣ୍ଡ କେବଳ , କନ୍ଧମାଳ ଜିଲ୍ଲା ର ବା ଓଡ଼ିଶାର କି ଭାରତ ବର୍ଷର ବଡ଼ ଉପଖଣ୍ଡ ନୁହେଁ ବରଂ ସମଗ୍ର ଏସିଆ ମହାଦେଶର ସର୍ବବୃହତ ଉପଖଣ୍ଡ କହିଲେ ଅତିଉକ୍ତି ହେବ ନାହିଁ ।

କିନ୍ତୁ ଏଠିକାର କେନ୍ଦ୍ର ସରକାରୀ ବାବୁ ଓ କର୍ମଚାରୀ ଙ୍କ ଅବହେଳା ନା ଆଉ କିଛି ସମସ୍ୟା ଜନସାଧାରଣ ବୁଝି ପାରୁନାହାନ୍ତି । ବିଏସ୍ଏନ୍ଏଲ୍ ରୁ ଫୋନ୍ କଲେ ଗୋଟିଏ ଥରରେ କେବେ ଫୋନ୍ ଲାଗୁନାହିଁ । ଫୋନ୍ ଆସିଥିଲେ ମଧ୍ୟ ଶୁଭୁ ନାହିଁଁ , ଆଉ ସବୁଠାରୁ ବଡ଼ ବିଷୟ ୨ଜି ରୁ ୪ଜି ହୋଇ ପାରିଲା ନାହିଁ । ସବୁ ବେଳେ ୨ଜି ରେ ହିଁ ରହିଗଲା । ଏହି ସବୁ ସମସ୍ୟା ର ସମାଧାନ ନ କରି କୁଆଡେ କେନ୍ଦ୍ର ସରକାର ଙ୍କ ବିଭାଗୀୟ କର୍ମଚାରୀ ମାନେ ଭୋକ ବିକଳରେ ତାଟିଆ କାମୁଡ଼ା ନିତି କରିବା ଅଭିଯୋଗ ହେଉଛି । ଏହି ସମସ୍ୟାର ସମାଧାନ ତୁରନ୍ତ ନ କଲେ ଘରୋଇ କମ୍ପାନୀ ଗୁଡିକ ମାଡି ବସିଲେ ବିଏସଏନଏଲ ସମଗ୍ର ଅଞ୍ଚଳରେ ଲୋପ ପାଇବାର ଯଥେଷ୍ଟ ସମ୍ଭାବନା ରହିଛି । ଏଣୁ ବେଳ ଥାଉ ଥାଉ ସମାଧାନ କରିପାରିଲେ ବିଏସଏନଏଲ ଗ୍ରାହକ ସନ୍ତୁଷ୍ଟ ହୋଇ ପାରିବେ l ଅନ୍ୟଥା ଏପଟେ ଜନ ଆନ୍ଦୋଳନ ପାଇଁ ପ୍ରସ୍ତୁତି ହେଉଥିବା ଜଣାପଡିଛି ।ଏ ସମ୍ପର୍କ ରେ ବିଭାଗୀୟ ଅଧିକାରୀଙ୍କ ସହ ଯୋଗାଯୋଗ କରାଯାଇଥିଲେ ହେଁ ଯୋଗାଯୋଗ ସମ୍ଭବ ହୋଇପାରିନାହିଁ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

June 15, 2026
ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

June 15, 2026
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ

ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ

June 15, 2026
ଦିଘାରୁ ହଟିଲା ‘ଧାମ’ ଶବ୍ଦ : ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

ଦିଘାରୁ ହଟିଲା ‘ଧାମ’ ଶବ୍ଦ : ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

June 15, 2026
ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version