• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମହିଳାମାନଙ୍କ ପ୍ରତି ହେଉଥିବା ହିଂସାକୁ ରୋକିବା ପାଇଁ : ଚାନ୍ଦପୁର ପୋଲିସ ଏଜି ମିଶନ ସ୍କୁଲ ସହିତ ଏକ ସଚେତନତା ଡ୍ରାଇଭ ଏବଂ ଷ୍ଟ୍ରିଟ ପ୍ଲେ ଆରମ୍ଭ କରିଥିଲା

Proprietor Abhimanyu Maharana by Proprietor Abhimanyu Maharana
November 26, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ମହିଳାମାନଙ୍କ ପ୍ରତି ହେଉଥିବା ହିଂସାକୁ ରୋକିବା ପାଇଁ : ଚାନ୍ଦପୁର ପୋଲିସ ଏଜି ମିଶନ ସ୍କୁଲ ସହିତ ଏକ ସଚେତନତା ଡ୍ରାଇଭ ଏବଂ ଷ୍ଟ୍ରିଟ ପ୍ଲେ ଆରମ୍ଭ କରିଥିଲା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୬ ନଭେମ୍ବର ଶୁକ୍ରବାର) ଚାନ୍ଦପୁର :- ଆନ୍ତର୍ଜାତିକ ମହିଳା ସୁରକ୍ଷା ଦିବସ ଉପଲକ୍ଷେ ଏ.ଜି. ମିଶନ୍ ବିଦ୍ୟାଳୟ (ଚାନ୍ଦପୁର) ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ମହିଳା ଅତ୍ୟାଚାର ସଚେତନତା ଉପଲକ୍ଷେ ପଥପ୍ରାନ୍ତ ନାଟକ ପରିବେଷଣ କରାଯାଇଥିଲା । ବିଦ୍ୟାଳୟର ଷଷ୍ଠରୁ ନବମ ଶ୍ରେଣୀର ଛାତ୍ରଛାତ୍ରୀମାନେ ବିଦ୍ୟାଳୟର ଶିକ୍ଷକଶିକ୍ଷୟିତ୍ରୀମାନେ ଏକ ଶୋଭାଯାତ୍ରାରେ ବାହାରି ମହିଳାମାନଙ୍କ ଉପରେ ସାମାଜିକ ହିଂସା,

ପାରିବାରିକ ହିଂସା ବିରୁଦ୍ଧରେ ସରଉତୋଳନ କରିଥିଲେ । ଏହି ଶୋଭାଯାତ୍ରା ଚାନ୍ଦପୁର ଷ୍ଟେଟ୍ ବ୍ୟାଙ୍କାଠାରୁ ଆରମ୍ଭ ହୋଇ ଚାନ୍ଦପୁର ପୋଲିସ୍ପେସନ୍ ପର୍ଯ୍ୟନ୍ତ ବିଭିନ୍ନ ସ୍ଲୋଗାନ୍ ମାଧ୍ୟମରେ ମହିଳାମାନଙ୍କ ଉପରେ ଘଟୁଥିବା ହିଂସାକୁ ତୀବ୍ର ପ୍ରତିରୋଧ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଉତ୍ସାହିତ କରିବା ପାଇଁ ଏ.ଜି. ମିଶନ୍ ବିଦ୍ୟାଳୟକୁ ଚାନ୍ଦପୁର ଥାନା ଅଧିକାରୀ ରଶ୍ମିରଞ୍ଜନ ଦାସ,

ସବ୍‌ଇନ୍ସପେକ୍ଟର ଅଞ୍ଜଳୀ ସା ନିମନ୍ତ୍ରିତ ଅତିଥ୍‌ ଭାବେ ଯୋଗଦେଇ ଛାତ୍ର  ଛାତ୍ରୀ ମାନଙ୍କର ବିଭିନ୍ନ କାର୍ଯ୍ୟକ୍ରମକୁ ସମର୍ଥନ କରି ଅଭିବାଦନ ଜଣାଇଥିଲେ । ପରେ ପରେ ଛାତ୍ର ଛାତ୍ରୀ ମାନଙ୍କର ଶୋଭାଯାତ୍ରାରେ ସହଯୋଗ କରି ଜନସାଧାରଣମାନଙ୍କୁ ସଚେତନ କରିବା ସହିତ ମୂଲ୍ୟବାନ ଅଭିଭାଷଣ ଦେଇଥିଲେ ।

ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଏମ୍. ମାର୍ଟିନ୍ ଏବଂ ଶିକ୍ଷକ ଶିକ୍ଷୟିତ୍ରୀ ଆଜିର ଦିବସକୁ ସମ୍ପୂର୍ଣ ଭାବରେ ସହଯୋଗ କରିଥିଲେ ବିଦ୍ୟାଳୟର ଚେୟାରମ୍ୟାନ ବିଜୁ ଗାବ୍ରିଏଲ ଏ.ଜି. ମିଶନ୍ ପରିବାର ସହିତ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ । ବିଶେଷ କରି ବିଦ୍ୟାଳୟର ସାମାଜିକ ବିଜ୍ଞାନ ବିଭାଗର ଶିକ୍ଷକ ରୋସବିନ୍ ସାମୁଏଲ୍, ଶିକ୍ଷୟିତ୍ରୀ ସଂଧ୍ୟାରଣୀ ସିଂ ଏବଂ ଇୟୁନିସ୍ ଜେମିମାଙ୍କ ଦାୟିତ୍ବରେ କାର୍ଯ୍ୟକ୍ରମଟି ସଫଳ ରୂପାୟନ ହୋଇପାରିଥିଲା ।

ବିଦ୍ୟାଳୟର ସପ୍ତମ ଶ୍ରେଣୀର ଛାତ୍ରଛାତ୍ରୀମାନେ ଯୌତୁକ ବିରୁଦ୍ଧରେ ମଦ୍ୟପ ବିରୁଦ୍ଧରେ, ବିଶୃଙ୍ଖଳିତ ପୁଅମାନଙ୍କ ବିରୁଦ୍ଧରେ ସଚେତନମୁଖୀ ପଥପ୍ରାନ୍ତ ନାଟକ ପରିବେଷଣ କରିଥିଲେ । ଏହି କାର୍ଯ୍ୟକ୍ରମକୁ ସମ୍ପ୍ରସାରଣ କରିବା ପାଇଁ ଏ.ଜି.ମିଶନ୍ ପରିବାର ୧୦୦୦ ରୁ ଉର୍ଦ୍ଧ୍ବ ଲିଫଲେଟ୍ ବଂଟନ କରିଥିଲେ । ବିଦ୍ୟାଳୟର ସ୍କାଉଟ୍ ଆଣ୍ଡ ଗାଇଡ୍ ଫ୍ଲକ୍ ଲିଡର ଶ୍ରୀମତୀ ପୁଷ୍ପଲତା ମହାପାତ୍ର ସ୍କାଉଟ୍ ଆଣ୍ଡ ଗାଇଡ୍ ଛାତ୍ରଛାତ୍ରୀମାନଙ୍କଦ୍ବାରା କାର୍ଯ୍ୟକ୍ରମର ଶୃଙ୍ଖଳା ରକ୍ଷା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

June 25, 2026
ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

June 25, 2026
ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

June 25, 2026
ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

June 25, 2026
ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version