• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଏନକାଉଣ୍ଟରରେ ୨ ଅପରାଧୀ ଗୁରୁତର : ପୁଲିସ୍‌କୁ ନାକେଦମ କରୁଥିଲେ

Proprietor Abhimanyu Maharana by Proprietor Abhimanyu Maharana
December 1, 2021
in ଅପରାଧ, ଓଡ଼ିଶା, ଭଦ୍ରକ, ହୋମ୍
0
ଏନକାଉଣ୍ଟରରେ ୨ ଅପରାଧୀ ଗୁରୁତର : ପୁଲିସ୍‌କୁ ନାକେଦମ କରୁଥିଲେ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧ ଡିସେମ୍ବର ବୁଧବାର ) ଭଦ୍ରକ :- ସକାଳୁ ସକାଳୁ ଭଦ୍ରକ ଜିଲ୍ଲାର ପୁଲିସ୍‌ ଏନକାଉଣ୍ଟରରେ ୨ ଦୁର୍ବୃତ୍ତ ଗୁରୁତର ହୋଇଥିବା ବେଳେ ୪ ଜଣଙ୍କୁ କାବୁ କରିବାରେ ସକ୍ଷମ ହୋଇଥିଲା ପୁଲିସ୍‌ । ଦୁର୍ବୃତ୍ତଙ୍କ ଆକ୍ରମଣରେ ଗ୍ରାମାଞ୍ଚଳ ଥାନା ଅଧିକାରୀ ଆଲୋକ ଜେନା ଓ ପୁଲିସ୍‌ କର୍ମୀ ଶ୍ରୀକାନ୍ତ ନାୟକ ଆହତ ହୋଇଛନ୍ତି । ଏହି ଦୁର୍ବୃତ୍ତମାନେ ରହୁଥିବା ଘରୁ ମ୍ୟାଗାଜିନ, ବନ୍ଧୁକ, ଗୁଳି, ଖଣ୍ଡା ଜବତ ହୋଇଛି । ବରପଦା ନିକଟରେ ପୁଲିସ୍‌ ଏନକାଉଣ୍ଟରରେ ୨ ଅପରାଧୀ ଗୁରୁତର ହୋଇଛନ୍ତି । ସେମାନେ ବିଭିନ୍ନ ଲୁଟ୍‌ ଘଟଣାରେ ସମ୍ପୃକ୍ତ ଥାଇ ପୁଲିସ୍‌କୁ ଦୀର୍ଘ ଦିନ ହେଲା ନାକେଦମ କରି ଆସୁଥିଲେ । ସେମାନଙ୍କୁ ଧରିବାକୁ ଜାଲ ବିଛାଇ ଆଜି ସକାଳୁ ସକାଳୁ ପୁଲିସ୍‌ ସେମାନେ ରହୁଥିବା ଘରକୁ ଚାରିପଟୁ ନାକାବନ୍ଦୀ କରି ଏନକାଉଣ୍ଟର କରିଥିଲା ।

ଏଥିରେ ୨ ଜଣ ଗୁରୁତର ହୋଇଥିବା ବେଳେ ଗ୍ୟାଙ୍ଗର ଆଉ ୪ ଜଣଙ୍କୁ ଅଟକ ରଖିଛି ପୁଲିସ୍‌ । ଏନକାଉଣ୍ଟରର ଶିକାର ହୋଇଥିବା ୨ ଅପରାଧୀ ହେଲେ ବାଲେଶ୍ୱର ଜିଲ୍ଲା ସୋର ଅଞ୍ଚଳର ପ୍ରହ୍ଲାଦ ଦାସ ଓ ନୀଳଗିରି ଅଂଚଳର ସୁଶାନ୍ତ ମଲ୍ଲିକ । ସେମାନଙ୍କୁ ପ୍ରଥମେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରୁ ପ୍ରାଥମିକ ଚିକିତ୍ସା ପରେ ଉଭୟଙ୍କୁ କଟକ ରେଫର କରାଯାଇଛି । ଦୁର୍ବୃତ୍ତଙ୍କ ଆକ୍ରମଣରେ ଜଣେ ପୁଲିସ୍‌ ଅଧିକାରୀଙ୍କ ସମେତ ୨ ଜଣ ଆହତ ହୋଇଥିବା ଜଣାଯାଇଛି ।  ଏହି ଗ୍ୟାଙ୍ଗରେ ୬ ଜଣ ସଦସ୍ୟ ଥିବା ବେଳେ ସେମାନେ ଭଦ୍ରକ ଜିଲ୍ଲାରେ ବିଭିନ୍ନ ଲୁଟ୍‌ ଘଟଣାରେ ସମ୍ପୃକ୍ତ ଥିଲେ । ପୂର୍ବରୁ ଘର ଭଡ଼ା ନେବା ବାହାନାରେ ଏକ ବୃଦ୍ଧ ଦମ୍ପତ୍ତିଙ୍କ ଉପରେ ଆକ୍ରମଣ କରିଥିଲେ । ଏପରିକି ଏକ ମେଡିସିନ ଷ୍ଟୋରରୁ ମାରଣାସ୍ତ୍ର ଦେଖାଇ ଲୁଟ୍‌ କରିଥିବା ବେଳେ ବହୁ ହାଇୱେ ଲୁଟ୍‌ରେ ବି ଏହି ଗ୍ୟାଙ୍ଗର ସଦସ୍ୟ ସମ୍ପୃକ୍ତ ଥିବା ପୁଲିସ୍‌ ଜାଣିବାକୁ ପାଇଥିଲା ।

ପୂର୍ବରୁ ପୁଲିସ୍‌ ଏହି ଗ୍ରୁପ୍‌ ଉପରେ ନଜର ରଖିଥିବା ବେଳେ ସେମାନେ ବରପଦାରେ ଘର ଭଡ଼ା ନେଇ ରହୁଥିବା ଜାଣିବାକୁ ପାଇଥିଲା । ଏହାପରେ ପୂର୍ବ ଯୋଜନା ମୁତାବକ ଆଜି ଭୋରୁ ଭୋରୁ ବରପଦା ପୁଲିସ୍‌ ଟିମ୍‌ ପହଞ୍ଚି ଘରକୁ ଚାରି ପଟୁ ଘେରି ଯାଇଥିଲେ । ଏହାପରେ ଦୁର୍ବୃତ୍ତଙ୍କ ଉପରକୁ ଆକ୍ରମଣ କରିବାରୁ ସେମାନେ ମଧ୍ୟ ପାଲଟା ଆକ୍ରମଣ କରିଥିଲେ । କିଛି ସମୟ ପାଇଁ ଘଟଣାସ୍ଥଳ ଋଣକ୍ଷେତ୍ରରେ ପରିଣତ ହୋଇ ଯାଇଥିଲା । ମିଳିଥିବା ସୂଚନା ଅନୁସାରେ, ଗତ ୨୬ ତାରିଖ ରାତିରେ ଭଦ୍ରକ ଚରମ୍ପାସ୍ଥିତ ଲକ୍ଷ୍ମୀନାରାୟଣ ମନ୍ଦିର ନିକଟ ଏଟିଏମ୍‌ରେ ଟଙ୍କା ଲୋଡ୍‌ ବେଳେ ପ୍ରାୟ ୨୯ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିଲା । ଏହି ଲୁଟ୍‌ ମାମଲାରେ ପ୍ରହ୍ଲାଦ ଓ ସୁଶାନ୍ତଙ୍କ ସମ୍ପୃକ୍ତ ଥିବା ପୁଲିସ୍‌ ତଦନ୍ତରୁ ଜାଣିବାକୁ ପାଇଥିଲା । ଏହାପରେ ପୁଲିସ୍‌ ସେମାନଙ୍କୁ ଧରିବାକୁ ଅପରେସନ ଆରମ୍ଭ କରିଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version