• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାନୀୟଜଳ ସମସ୍ୟା ନେଇ ବିଡିଓଙ୍କ ଦ୍ବାରସ୍ଥ ହେଲେ ଗ୍ରାମବାସୀ

Proprietor Abhimanyu Maharana by Proprietor Abhimanyu Maharana
December 2, 2021
in ଓଡ଼ିଶା, କୋରାପୁଟ, ହୋମ୍
0
ପାନୀୟଜଳ ସମସ୍ୟା ନେଇ ବିଡିଓଙ୍କ ଦ୍ବାରସ୍ଥ ହେଲେ ଗ୍ରାମବାସୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୨ ଡିସେମ୍ବର ଗୁରୁବାର ) ବୈପାରିଗୁଡା :- ଶୀତ ଋତୁ ରେ ମଧ୍ୟ ଗାଁ ଗହଳି ମାନଙ୍କରେ ପାନୀୟ ଜଳ ସମସ୍ୟା ଦେଖାଯିବା ରୁ ଗ୍ରାମବାସୀ ମାନେ ଆଜି ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟ ରେ ପହଞ୍ଚି ବିଡିଓ ଅଭିମନ୍ଯୁ କବି ଶତପଥି ଙ୍କୁ ଗାଁର ସମସ୍ୟା ଜଣାଇବା ପାଇଁ ଆସିଥିବାର ଦେଖାଯାଇଛି ! ତେବେ ବିଡିଓ କୌଣସି କାର୍ଯ୍ୟରେ ବାହାରକୁ ଯାଇଥିବାରୁ ବ୍ଲକ ହିସାବ ରକ୍ଷକ ସେବାରାମ ମେହେର ଏହି ଦାବି ପତ୍ର ଗ୍ରହଣ କରିଛନ୍ତି ! ଗ୍ରାମବାସୀଙ୍କ କହିବାନୁସା ରେ ବୈପାରିଗୁଡା ବ୍ଲକର କାଠପଡା ପଞ୍ଚାୟତ ଅନ୍ତର୍ଗତ ଡମଣିଝୋଲି ଗ୍ରାମର ତଳ ସାହି ରେ ରହୁଥିବା ୨୦ ପରିବାର ସଦସ୍ୟ ମାନେ ଚୁଆଁ ଜଳ ଉପ ରେ ବର୍ଷ ବର୍ଷ ଧରି ନିର୍ତ୍ତୟ କରୁଛନ୍ତି !

ମାତ୍ର ସରକାରଙ୍କ ତରଫରୁ ଏପର୍ଯ୍ୟନ୍ତ କାଠପଡା ପଞ୍ଚାୟତ ର ଡମଣିଝୋଲି ଗ୍ରାମର ତଳସାହି କୁ ଗୋଟିଏ ହେଲେ ନଳକୂପ ସ୍ଥାପନ କରାଯାଇନଥିବାରୁ ଗ୍ରାମବାସୀଙ୍କ ସହ ଛୋଟ ଛୋଟ ଶିଶୁ ମାନଙ୍କ ଠାରୁ ଆରମ୍ଭ କରି ବୁଦ୍ଧବୁଦ୍ଧା ମାନେ ମଧ୍ଯ ରୋଗଗ୍ରସ୍ତ ରେ ପଡି ହଟହଟା ହେଉଛନ୍ତି ! ତେଣୁ ଡମଣିଝୋଲି ଗ୍ରାମର ତଳ ସାହିର ଲୋକେ ମାନେ ଆଜି ବାଧ୍ୟ ହୋଇ ବୈପାରିଗୁଡା ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ଗ୍ରାମରେ ଗୋଟିଏ ନଳକୂପ ନିର୍ମାଣ କରିବା ନିମନ୍ତେ ବିଡିଓ ଙ୍କୁ ଦାବିପତ୍ର ଦେଇ ଥିବା ପ୍ରକାଶ କରିଛନ୍ତି !

ତେବେ ଏ ସମ୍ପର୍କ ରେ ବୈପାରିଗୁଡା ବିଡିଓ ଅଭିମନ୍ଯୁ କବି ଶତପଥିଙ୍କ ସହ ଆମ ପ୍ରତିନିଥି ଯୋଗା ଯୋଗ କରିବାରୁ ସେଏ କହିଥିଲେ ଯେ ଗ୍ରାମର ସମସ୍ଯାକୁ ନେଇ ଜିଲ୍ଲାପ୍ରଶାସନର ଦୁଷ୍ଟିକୁ ନେବା ସହ କେମିତି ଗ୍ରାମବାସୀ ଶ୍ରୀଘ ପାନୀୟଜଳ ପାଇପାରିବେ ସେଏ ବିଷୟ କୁ ନେଇ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିବି ବୋଲି କହିଛନ୍ତି !

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ରେନ୍‌ବୋ ଆସେଟ୍‌ସ୍‌ ପୃଥିବୀ ଦିବସରେ ଭୁବନେଶ୍ୱରରେ ବିଶାଳ ତୁଳସୀ ବଣ୍ଟନ କାର୍ଯ୍ୟକ୍ରମ ଆୟୋଜନ ସହିତ ସବୁଜ ଓ ଆଧ୍ୟାତ୍ମକ ଜୀବନଶୈଳୀକୁ ପ୍ରେରଣା ଦେଲା

April 26, 2026
ଇଣ୍ଡୋ କ୍ୟାରିବିଆନ୍‌ ଚାମ୍ବର ଅଫ କମର୍ସ ଫର୍‌ ଡେଭେଲପମେଣ୍ଟ – ଆଇସିସିସିଡି ଅର୍ଥନୀତିଜ୍ଞ ଶିବଦତ୍ତ ଦାସଙ୍କୁ ଗ୍ଲୋବାଲ୍‌ ପ୍ରେସିଡେଣ୍ଟ ଭାବରେ ନିଯୁକ୍ତ କଲା

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରେନ୍‌ବୋ ଆସେଟ୍‌ସ୍‌ ପୃଥିବୀ ଦିବସରେ ଭୁବନେଶ୍ୱରରେ ବିଶାଳ ତୁଳସୀ ବଣ୍ଟନ କାର୍ଯ୍ୟକ୍ରମ ଆୟୋଜନ ସହିତ ସବୁଜ ଓ ଆଧ୍ୟାତ୍ମକ ଜୀବନଶୈଳୀକୁ ପ୍ରେରଣା ଦେଲା

ରେନ୍‌ବୋ ଆସେଟ୍‌ସ୍‌ ପୃଥିବୀ ଦିବସରେ ଭୁବନେଶ୍ୱରରେ ବିଶାଳ ତୁଳସୀ ବଣ୍ଟନ କାର୍ଯ୍ୟକ୍ରମ ଆୟୋଜନ ସହିତ ସବୁଜ ଓ ଆଧ୍ୟାତ୍ମକ ଜୀବନଶୈଳୀକୁ ପ୍ରେରଣା ଦେଲା

April 26, 2026
ଇଣ୍ଡୋ କ୍ୟାରିବିଆନ୍‌ ଚାମ୍ବର ଅଫ କମର୍ସ ଫର୍‌ ଡେଭେଲପମେଣ୍ଟ – ଆଇସିସିସିଡି ଅର୍ଥନୀତିଜ୍ଞ ଶିବଦତ୍ତ ଦାସଙ୍କୁ ଗ୍ଲୋବାଲ୍‌ ପ୍ରେସିଡେଣ୍ଟ ଭାବରେ ନିଯୁକ୍ତ କଲା

ଇଣ୍ଡୋ କ୍ୟାରିବିଆନ୍‌ ଚାମ୍ବର ଅଫ କମର୍ସ ଫର୍‌ ଡେଭେଲପମେଣ୍ଟ – ଆଇସିସିସିଡି ଅର୍ଥନୀତିଜ୍ଞ ଶିବଦତ୍ତ ଦାସଙ୍କୁ ଗ୍ଲୋବାଲ୍‌ ପ୍ରେସିଡେଣ୍ଟ ଭାବରେ ନିଯୁକ୍ତ କଲା

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version