• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି

Proprietor Abhimanyu Maharana by Proprietor Abhimanyu Maharana
December 2, 2021
in ଅପରାଧ, ଓଡ଼ିଶା, ମହାନଗର, ହୋମ୍
0
ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି
Share on FacebookShare on TwitterWhatsapp

ମୋ ସରକାର ରେ ପ୍ରତିକୂଳ ମତାମତର ପ୍ରଭାବ : ୩ ଜଣ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର, ଜଣେ RI ଚାକିରୀ ରୁ ବହିଷ୍କୃତ । ୨ ଜଣ ପୂର୍ବତନ ଅଧିକାରୀ ଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ କରାଗଲା ଏପର୍ଯ୍ୟନ୍ତ ୧୪୦ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

ଓଡ଼ିଶା ତାଜା ନ୍ୟୁଜ୍ (୦୨ ଡିସେମ୍ବର ଗୁରୁବାର ) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି ।

ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୩ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ଏବଂ ଜଣେ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି । ଏହା ସହିତ ଦୁଇ ଜଣ ଅଧିକାରୀଙ୍କ ପେନ୍‌ସନ ମଧ୍ୟ ସ୍ଥାୟୀ ଭାବରେ ବନ୍ଦ କରାଯାଇଛି ।

ବାଧ୍ୟତାମୂଳକ ଅବସର ପାଇଥିବା ୩ ଜଣଙ୍କ ମଧ୍ୟରୁ ସମ୍ବଲପୁର ମହାନଗର ନିଗମର କମ୍ୟୁନିଟି ଅର୍ଗାନାଇଜର (ଜଟଣୀ ମ୍ୟୁନିସିପାଲ୍‌ଟି ଓ ଛତ୍ରପୁର ଏନ୍‌.ଏ.ସି.ର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ) ଶ୍ରୀମତୀ ଲଳିତା କପୁରଙ୍କ ନାମରେ ଦୁଇଟି ଦୁର୍ନୀତି ଅଭିଯୋଗ ରହିଛି । ସରକାରୀ ଅର୍ଥ ଆତ୍ମସାତ କରିବା ସହିତ ଆହୁରି ଅନେକ ଦୁର୍ନୀତି ଅଭିଯୋଗ ତାଙ୍କ ନାମରେ ରହିଛି । ବେଲପାହାଡ ମ୍ୟୁନିସିପାଲ୍‌ଟିର କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଲୋକନାଥ ତିୱାରୀଙ୍କୁ ମଧ୍ୟ ଅପାରଗତା ଓ ଅସାଧୁତା ଯୋଗୁଁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ସେହିପରି ଝାରସୁଗୁଡା ମ୍ୟୁନିସ୍‌ପାଲିଟ୍‌ର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ରାମଚନ୍ଦ୍ର ପ୍ରଧାନଙ୍କୁ ଅପାରଗତା, ଅସାଧୁତା ଓ ଆର୍ଥିକ ଅନିୟମିତତା ଯୋଗୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ପୁରୀ ଜିଲ୍ଲା ବେତାଲ ଆର.ଆଇ ସର୍କଲର ରାଜସ୍ବ ନିରୀକ୍ଷକ ଶ୍ରୀ ମନୋଜ କୁମାର ପରିଡାଙ୍କୁ ଦୁର୍ବ୍ୟବହାର, ବିଶୃଙ୍ଖଳା ଅଚରଣ ଓ କର୍ତ୍ତବ୍ୟରେ ଅବହେଳା ଓ ଉଚ୍ଚପଦାଧିକାରୀଙ୍କ ନିର୍ଦ୍ଦେଶ ଅବମାନନା ଯୋଗୁ ଚାକିରୀରୁ ବହିଷ୍କୃତ କରାଯାଇଛି । ଉପରୋକ୍ତ ଚାରିଜଣଙ୍କ ସମ୍ପର୍କରେ ମଧ୍ୟ ମୋ ସରକାର feedbackରେ ଜନସାଧାରଣ ପ୍ରତିକୂଳ ମତାମତ ଦେଇଥିଲେ ।

ଏହାସହିତ ଓଡିଶା ପୋଲିସ ସେବା ଅଧିକାରୀ ବଲାଙ୍ଗୀରର ପୂର୍ବତନ ଅତିରିକ୍ତ ଏସ୍‌.ପି ତଥା ହୋମଗାର୍ଡର ପୂର୍ବତନ ଡି.ଏସ୍‌.ପି ଶ୍ରୀ ଶ୍ରୀକାନ୍ତ ମିଶ୍ର ଏବଂ ଗଞ୍ଜାମ ବେଲଗୁଣ୍ଠା ବ୍ଲକ୍‌ର ପୂର୍ବତନ ଏ.ଏଫ.ଓ ଶ୍ରୀ ଏପିଲି ଉଦୟନାଥଙ୍କର ପେନ୍‌ସନକୁ ସ୍ଥାୟୀ ଭାବରେ ବନ୍ଦ କରାଯାଇଛି । ସେମାନଙ୍କ ନାମରେ ଥିବା ଦୁର୍ନୀତି ଅଭିଯୋଗ ପ୍ରମାଣିତ ହେବା ଯୋଗୁ ଏହି ପଦକ୍ଷେପ ନିଆଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version