• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୧୯ ହଜାର ୮୩୩ କୋଟିର ବ୍ୟୟ ବରାଦ : ବିଧାନସଭାରେ ଅତିରିକ୍ତ ବଜେଟ ଆଗତ କଲେ – ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ

Proprietor Abhimanyu Maharana by Proprietor Abhimanyu Maharana
December 2, 2021
in ଓଡ଼ିଶା, ମହାନଗର, ହୋମ୍
0
୧୯ ହଜାର ୮୩୩ କୋଟିର ବ୍ୟୟ ବରାଦ : ବିଧାନସଭାରେ ଅତିରିକ୍ତ ବଜେଟ ଆଗତ କଲେ – ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୨ ଡିସେମ୍ବର ଗୁରୁବାର ) ଭୁବନେଶ୍ୱର :- ବିଧାନସଭାରେ ଅର୍ଥମନ୍ତ୍ରୀ ନିରଂଜନ ପୂଜାରୀ ଏହି ଅତିରିକ୍ତ ବଜେଟ ଆଗତ କରିଛନ୍ତି । ବିଧାନସଭାର ଶୀତ ଅଧିବେଶନରେ ୨୦୨୧-୨୨ ପାଇଁ ପ୍ରଥମ ଅତିରିକ୍ତ ବଜେଟ ଆଗତ ହୋଇଛି । ଏହି ଅତିରିକ୍ତ ବଜେଟରେ ୧୯ହଜାର ୮୩୩ କୋଟିର ପାଣ୍ଠି ବରାଦ ହୋଇଥିବା ବେଳେ ୫ଟି କ୍ଷେତ୍ରକୁ ସର୍ବାଧିକ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ସରକାର । ସେଗୁଡିକ ହେଲା ବିଦ୍ୟାଳୟ ଓ ଗଣଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟ ଜଳକୁ ବିଶେଷ ଗୁରୁତ୍ୱ ଦିଆଯାଇଛି । ଏଥିରେ ରାଜ୍ୟ ସରକାର ପ୍ରଶାସନିକ ବ୍ୟୟ ବରାଦ ୪୫୭୭ କୋଟି ରଖିଥିବାବେଳେ କାର‌୍ୟ୍ୟକ୍ରମ ବ୍ୟୟ ରଖିଛନ୍ତି ୧୩ ୫୬୮ କୋଟି ।

ସେହିପରି ବିପର‌୍ୟ୍ୟୟ ପ୍ରଶମନ ପାଣ୍ଠି ପାଇଁ ସରକାର ବଜେଟରେ ୧୬୮୨ କୋଟି ବରାଦ କରିଛନ୍ତି । ଚଳିତ ବଜେଟରେ ଏଥର ଫୋକସରେ ରହିଛି ପଞ୍ଚାୟତରାଜ ଓ ଶକ୍ତି ବିଭାଗ । ଅତିରିକ୍ତ ବଜେଟରେ ରାସ୍ତା ଓ ସେତୁ ମରାମତି ରକ୍ଷଣାବେକ୍ଷଣ ପାଇଁ ୨୪୧.୩୫ କୋଟି ବରାଦ ହୋଇଛି । ସେହିଭଳି କୃଷକ କଲ୍ୟାଣ, ଖାଦ୍ୟ ନିରାପତା ଓ ଜଳ ସେଚନ ପାଇଁ ୨୧୪୭ କୋଟି ବରାଦ କରିଛନ୍ତି । ସାମାଜିକ ନିରାପତା କାର‌୍ୟ୍ୟକ୍ରମକୁ ସରକାର ଅଗ୍ରାଧିକାର ଦେଇ ୫୮୪.୯୨ କୋଟି ଟଙ୍କା ବ୍ୟବସ୍ଥା କରିଛନ୍ତି ।

ଜନସ୍ୱାସ୍ଥ୍ୟରେ ସରକାର ଖର୍ଚ୍ଚ କରିବେ ୨୦୩୮ କୋଟି । ଏଥିରୁ ବିଏସକେୱାଇରେ ୪୯୮.୫୧ କୋଟି ଏବଂ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର, ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ କେନ୍ଦ୍ରର ଭିତ୍ତିଭୂମି ବିକାଶରେ ଖର୍ଚ୍ଚ ହେବ ୧୭୬. ୨୬ କୋଟି । ସେହିପରି ମହିଳା ସଶକ୍ତିକରଣ ଓ ଶିଶୁ ବିକାଶକୁ ଅତିରିକ୍ତ ବଜେଟରେ ବେଶ ଗୁରୁତ୍ୱ ଦିଆଯାଇଛି । ଏଥିପାଇଁ ୨୫୩.୦୨ କୋଟି ବରାଦ କରାଯାଇଛି । ଆଦିବାସୀ ବିକାଶ ପାଇଁ ୧୭୪.୫୧ କୋଟି, ଶିକ୍ଷା, କ୍ରୀଡ଼ା ଓ ଦକ୍ଷତା ବିକାଶରେ ୧୩ଶହ ୧୧ କୋଟି ଟଙ୍କା ଖର୍ଚ୍ଚ କରିବାକୁ ସରକାର ଲକ୍ଷ୍ୟ ରଖି ପାଣ୍ଠି ବରାଦ କରିଛନ୍ତି । ସେହିପରି କୃଷକ କଲ୍ୟାଣକୁ ମଧ୍ୟ ଫୋକସ କରି ୨୧ ଶହ ୪୭ କୋଟି ବରାଦ କରାୟାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ : ଶୋକ ପ୍ରସ୍ତାବ ଆଗତ

ପ୍ରଥମ ଦିନରୁ ହୋହଲ୍ଲା : ପାଟିତୁଣ୍ଡ ଓ ହଙ୍ଗାମାରେ କମ୍ପିଲା ବିଧାନସଭା

September 23, 2026
୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

September 23, 2026
Odisha named among India’s most pronounced drought hotspots as extremes spread along the eastern coast: 52-year study

ମାତ୍ରାଧିକ ପାଗ ପରିବେଶ ପୂର୍ବତଟରେ ପରିବ୍ୟାପ୍ତ ରହୁଥିବାରୁ ଭାରତର ସର୍ବାଧିକ ମରୁଡି ପ୍ରବଣ ଅଞ୍ଚଳ ଭାବରେ ଉଚ୍ଚାରିତ ନାମ ମଧ୍ୟରେ ଓଡ଼ିଶା ରହିଛି : ୫୨ ବର୍ଷର ଅଧ୍ୟୟନ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ : ଶୋକ ପ୍ରସ୍ତାବ ଆଗତ

ପ୍ରଥମ ଦିନରୁ ହୋହଲ୍ଲା : ପାଟିତୁଣ୍ଡ ଓ ହଙ୍ଗାମାରେ କମ୍ପିଲା ବିଧାନସଭା

September 23, 2026
୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

September 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version