• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ଗାଁ ଝିଅ ଉତ୍କଳ ବିଶ୍ୱବିଦ୍ୟାଳୟ ଟପ୍ପର : ସ୍ନାତକ ପରୀକ୍ଷାରେ ରଘୁନାଥ ସମବାୟ ମହାବିଦ୍ୟାଳୟର – ଛାତ୍ରୀ ଆସୁ ନନ୍ଦ

Proprietor Abhimanyu Maharana by Proprietor Abhimanyu Maharana
December 3, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଓଡ଼ଗାଁ ଝିଅ ଉତ୍କଳ ବିଶ୍ୱବିଦ୍ୟାଳୟ ଟପ୍ପର : ସ୍ନାତକ ପରୀକ୍ଷାରେ ରଘୁନାଥ ସମବାୟ ମହାବିଦ୍ୟାଳୟର – ଛାତ୍ରୀ ଆସୁ ନନ୍ଦ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୩ ଡିସେମ୍ବର ଶୁକ୍ରବାର ) ଓଡ଼ଗାଁ :- ଚଳିତ ବର୍ଷ ଉତ୍କଳ ବିଶ୍ବବିଦ୍ୟାଳୟ ଦ୍ବାରା ପରିଚାଳିତ ସ୍ନାତକ ପରୀକ୍ଷାରେ ରଘୁନାଥ ସମବାୟ ମହାବିଦ୍ୟାଳୟର ଛାତ୍ରୀ ଆସୁ ନନ୍ଦ ‘ଶିକ୍ଷା’ ସମ୍ମାନରେ ଟପ୍ପର ହୋଇଛନ୍ତି । ସେ ସମୁଦାୟ ୯.୧୯ ଉଏଚଇ ବା ଇ+ ନଂ ପାଇ ଏହି ସମ୍ମାନ ହାସଲ କରିଛନ୍ତି । ସେ ଓଡ଼ଗାଁ ଛାମୁସାହି ନିବାସୀ ଚନ୍ଦନ କୁମାର ନନ୍ଦ ଓ ସୁଷମା ନନ୍ଦଙ୍କ ସୁକନ୍ୟା । ଏଥିସହିତ ସେହି ଶିକ୍ଷା ସମ୍ମାନ ବିଭାଗର ଛାତ୍ରୀ ଇପ୍‌ସିତା ଦାଶ ବିଶ୍ୱବିଦ୍ୟାଳୟ ସ୍ତରରେ ତୃତୀୟ ସ୍ଥାନ ଓ ପୀତିପ୍ରଜ୍ଞା ମହାପାତ୍ର ଅଷ୍ଟମ ସ୍ଥାନ ଅଧିକାର କରି ମହାବିଦ୍ୟାଳୟ ପାଇଁ ଗୌରବ ଆଣିଦେଇଛନ୍ତି ।

ସେହିଭଳି ମହାବିଦ୍ୟାଳୟର ‘ସଂସ୍କୃତ’ ବିଭାଗର ଛାତ୍ରୀ ମିନାକ୍ଷୀ ସାହୁ ଓ ପ୍ରଜ୍ଞା ପାରମିତା ପାଣିଗ୍ରାହୀ ବିଶ୍ବବିଦ୍ୟାଳୟ ସ୍ତରରେ ଯୁଗ୍ମ ତୃତୀୟ ଓ ମଧୁସ୍ମିତା ସାହୁ ଅଷ୍ଟମ ସ୍ଥାନରେ ରହି ଗୌରବାନ୍ବିତ ହୋଇଛନ୍ତି । ଏଥିସହିତ ମହାବିଦ୍ୟାଳୟ ରାଜନୀତି ବିଜ୍ଞାନ ବିଭାଗର ଛାତ୍ରୀ ଦୁଃଖୀନି ସେଠୀ ବିଶ୍ୱବିଦ୍ୟାଳୟ ସ୍ତରରେ ପଞ୍ଚମ ସ୍ନାନ ଓ ଦର୍ଶନଶାସ୍ତ୍ର ବିଭାଗର ଛାତ୍ରୀ ମନସ୍ଵିନୀ ସାହୁ ଦଶମ ସ୍ଥାନରେ ରହିଛନ୍ତି ।

ଏଠାରେ ଉଲ୍ଲେଖଯୋଗ୍ୟ ଯେ ମହାବିଦ୍ୟାଳୟର ୮ ଜଣ ଛାତ୍ରୀ ବିଶ୍ବବିଦ୍ୟାଳୟ ସ୍ତରରେ ଶ୍ରେଷ୍ଠ ୧୦ମ ତାଲିକାରେ ଅଛନ୍ତି । ଏଥିପାଇଁ ସେମାନଙ୍କୁ ମହାବିଦ୍ୟାଳୟର ଛାତ୍ରଛାତ୍ରୀ, ଅଭିଭାବକ, କର୍ମଋରୀ ବୃନ୍ଦ, ପୁରାତନ ଛାତ୍ର ସମାଜ, ପରିସ୍ଖଳନା ପରିଷଦର ସଭାପତି ସୁରେଶ ଚନ୍ଦ୍ର ହୋତା, କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ ଅରୁଣ କୁମାର ସାହୁଙ୍କ ନିକଟରେ ଗଭୀର କୃତଜ୍ଞତା ଜ୍ଞାପନ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2026
ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version