• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡଗାଁ ବିଜେ ଶ୍ରୀ ଶ୍ରୀ ରଘୁନାଥ ଜୀଉଙ୍କ ମନ୍ଦିରରେ : ଦେବ ଦୀପାବଳୀ ନୀତି ପାଳିତ

Proprietor Abhimanyu Maharana by Proprietor Abhimanyu Maharana
December 4, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଓଡଗାଁ  ବିଜେ ଶ୍ରୀ ଶ୍ରୀ ରଘୁନାଥ ଜୀଉଙ୍କ ମନ୍ଦିରରେ : ଦେବ ଦୀପାବଳୀ ନୀତି ପାଳିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୪ ଡିସେମ୍ବର ଶନିବାର) ଓଡ଼ଗାଁ :- ଓଡଗାଁର ବିଜେ ଶ୍ରୀ ରଘୁନାଥଜୀଉଙ୍କ ମନ୍ଦିରରେ ଆଜି ଦେବ ଦୀପାବଳୀ ନୀତି ପାଳିତ ହୋଇଯାଇଛି । ପ୍ରାତଃ ୫ଟା ୩୦ମିନିଟରେ ମନ୍ଦିର ଦ୍ୱାର ଫିଟା ନୀତି ପରେ ରଘୁନାଥଙ୍କ ନୀତିକାନ୍ତି ହୋଇଥିଲା । ଦିନ ୧୦ଟାରେ ସକାଳ ଖେଚୁଡି ଧୂପ ପରେ ୧୧ଟା ବେଳେ ଶ୍ରୀଜୀଉ ଶ୍ୱେତବସ୍ତ୍ର ପରିଧାନ କରି ବାପା ଦଶରଥ ,ମାତା କୌଶଲ୍ୟା, କୈକେୟୀ, ସୁମିତ୍ରାଙ୍କୁ ପିଣ୍ଡ ଶ୍ରାଦ୍ଧଦାନ କରିଥିଲେ ।

୧୨ଟାରେ ଅନ୍ନ ଭୋଗ ହୋଇ ରଘୁନାଥ ପହୁଡ଼ ହୋଇଥିଲେ । ସନ୍ଧ୍ୟା ୫ଟା୩୦ରେ ମନ୍ଦିର ଦ୍ୱାର ଫିଟା ହୋଇ ସନ୍ଧ୍ୟା ଆଳତି ହୋଇଥିଲା । ଶ୍ରାଦ୍ଧନୀତି ସମ୍ପନ୍ନ ହେବା ପରେ ମନ୍ଦିର ବେଢାରେ ଚତୁଃପାର୍ଶ୍ବରେ ସୁସଜ୍ଜିତଭାବେ ପ୍ରଦୀପ ପ୍ରଜ୍ଜଳନ କରାଯାଇ ମନ୍ଦିର ଚୁଡାକୁ ମହାଦୀପ ଉଠିଥିଲା । ରାତି ୮ଟାରେ ଅନୁଧୂପ,୮ଟା୩୦ରେ ଚତୁଃଶମ,୯ରେ ବଡଶିଙ୍ଗାର ଭୋଗ ହୋଇ ରଘୁନାଥଙ୍କ ପହୁଡ ହୋଇ ମନ୍ଦିର ବନ୍ଦ ହୋଇଥିଲା ।

ଉପଜିଲ୍ଲାପାଳ ଲଗ୍ନଜିତ ରାଉତଙ୍କ ନିର୍ଦ୍ଦେଶ କ୍ରମେ ମନ୍ଦିରପରିଚାଳକ ଜିତେନ୍ଦ୍ର କୁମାର ମିଶ୍ର,ପରିଚ୍ଛା ହରିବନ୍ଧୁ ଷଢଙ୍ଗୀଏବଂ ପୂଜକ ପରିଷଦର ସଭାପତି ପ୍ରଫୁଲ କୁମାର ମହାପାତ୍ର ସମସ୍ତ ନୀତିକାନ୍ତିରେ ସହଯୋଗ କରିଥିଲେ । ମାର୍ଗଶୀର ମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ତିଥିରେ ଦେବ ଦୀପାବଳୀ ନୀତି ଆରମ୍ଭ ହେଇଥିବା ବେଳେ ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦ ତିନି ଧରି ଅନୁଷ୍ଠିତ ହୋଇଥାଏ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

Dabur India Limited inducts the importance of Wonder Herb – Pudina

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

June 25, 2026
ନିଶା ନିବାରଣ ସଚେତନତା ରଥ ଜିଲ୍ଲାପାଳଙ୍କ ଦ୍ୱାରା ଉଦ୍ଘାଟିତ

ନିଶା ନିବାରଣ ସଚେତନତା ରଥ ଜିଲ୍ଲାପାଳଙ୍କ ଦ୍ୱାରା ଉଦ୍ଘାଟିତ

June 25, 2026
ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

Dabur India Limited inducts the importance of Wonder Herb – Pudina

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version