• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅଚଳାବସ୍ଥା ଅବ୍ୟାହତ : ଶୀତ ଅଧିବେଶନର ଅଷ୍ଟମ ଦିନରେ ସର୍ବାଧିକ ୩୬ ମିନିଟ୍ ବିଧାନସଭା ଚାଲିପାରିଛି – ‘ଗିଲୋଟିନ୍’ ଜରିଆରେ ୩୯ ବିଭାଗର ଅତିରିକ୍ତ ଖର୍ଚ୍ଚ ଦାବି ପାରିତ

Proprietor Abhimanyu Maharana by Proprietor Abhimanyu Maharana
December 10, 2021
in ଓଡ଼ିଶା, ମହାନଗର, ରାଜନୀତି, ହୋମ୍
0
ଅଚଳାବସ୍ଥା ଅବ୍ୟାହତ : ଶୀତ ଅଧିବେଶନର ଅଷ୍ଟମ ଦିନରେ ସର୍ବାଧିକ ୩୬ ମିନିଟ୍ ବିଧାନସଭା ଚାଲିପାରିଛି – ‘ଗିଲୋଟିନ୍’ ଜରିଆରେ ୩୯ ବିଭାଗର ଅତିରିକ୍ତ ଖର୍ଚ୍ଚ ଦାବି ପାରିତ
Share on FacebookShare on TwitterWhatsapp

ମନ୍ତ୍ରୀଙ୍କ ସାମ୍ନାରେ ବିରୋଧୀଙ୍କ ଘଣ୍ଟମାଡ଼

ଓଡ଼ିଶା ତାଜା ନ୍ୟୁଜ୍ (୦୯ ଡିସେମ୍ବର ଗୁରୁବାର ) ଭୁବନେଶ୍ୱର :- ମମିତା ମେହେର ହତ୍ୟାକାଣ୍ଡ ମାମଲାକୁ ନେଇ ବିଜେପି ଓ କଂଗ୍ରେସ ସଭ୍ୟମାନେ ଆଜି ମଧ୍ୟ ସରକାରଙ୍କୁ ଘେରିଥିଲେ । ଶୀତ ଅଧିବେଶନର ଅଷ୍ଟମ ଦିନରେ ସର୍ବାଧିକ ୩୬ ମିନିଟ୍ ବିଧାନସଭା ଚାଲିପାରିଛି । ପୂର୍ବାହ୍ନରେ ପ୍ରାୟ ୧୫ମିନିଟ୍ ଦିବଂଗତ ସିଡ଼ିଏସ ବିପିନ ରାୱତ ଓ ଅନ୍ୟମାନଙ୍କ ଉଦ୍ଦେଶ୍ୟରେ ଶୋକ ପାଇଁ ଗୃହ ସୁରୁଖୁରୁରେ ଚାଲିଥିବାବେଳେ ଅପରାହ୍ଣରେ ଘଣ୍ଟ, ଘଣ୍ଟି ଓ ହଟ୍ଟଗୋଳ ଭିତରେ ୨୧ ମିନିଟ୍ ଚାଲିଥିଲା ।

ହଟ୍ଟଗୋଳ ଭିତରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଗୃହରେ ବିଭାଗୀୟ ଅତିରିକ୍ତ ଖର୍ଚ୍ଚଦାବି ଉପସ୍ଥାପନ କରିଥିଲେ। ଏତିକିବେଳେ ତାଙ୍କ ନିକଟକୁ କଂଗ୍ରେସ ସଭ୍ୟ ତାରା ପ୍ରସାଦ ବାହିନୀପତି, ଅଧିରାଜ ପାଣିଗ୍ରାହୀ ଓ ରାଜନ ଏକ୍କା ଯାଇ ଘଣ୍ଟ ବାଡ଼େଇ କରି ପ୍ରତିବାଦ ଜଣାଇଥିଲେ। ବିରୋଧୀ ସଭ୍ୟମାନେ ଘଣ୍ଟମାଡ଼ କରୁଥିବାବେଳେ ସରକାରୀ ଦଳର ସଭ୍ୟମାନେ ମନ୍ତ୍ରୀ ଶ୍ରୀ ଜେନାଙ୍କୁ ସୁରକ୍ଷା ଦେଇଥିଲେ ।

ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି, ନାଉରୀ ନାୟକ, ମୁକେଶ ମହାଲିଙ୍ଗ ଓ ଅନ୍ୟମାନେ ହାତରେ ପୋଷ୍ଟର, ବ୍ୟାନର ଧରି ନାରାବାଜି କରିବା ସହିତ ବାଚସ୍ପତିଙ୍କ ପୋଡିୟମ ବାଡେଇ ପ୍ରତିବାଦ ଜଣାଇଥିଲେ । ବିରୋଧୀଙ୍କ ଏହି ହଟ୍ଟଗୋଳ ମଧ୍ୟରେ ପଞ୍ଚାୟତିରାଜ ଓ ପାନୀୟଜଳ ଯୋଗାଣ ବିଭାଗ ପାଇଁ ଆଗତ ୨୦୨୧-୨୨ ବର୍ଷର ଅତିରିକ୍ତ ଖର୍ଚ୍ଚ ଦାବି ବାବଦକୁ ୩୬୨୩.୬୩ କୋଟି ଟଙ୍କା ପାରିତ ହୋଇଛି ।

ଅବଶିଷ୍ଟ ୩୯ଟି ବିଭାଗର ଅତିରିକ୍ତ ଖର୍ଚ୍ଚ ଦାବିକୁ ବାଚସ୍ପତି ‘ଗିଲୋଟିନ୍’ ଜରିଆରେ ପାରିତ କରିଥିଲେ । ଚଳିତ ଆର୍ଥିକ ବର୍ଷ ଲାଗି ୧୯ହଜାର ୮୩୩କୋଟି ଟଙ୍କାର ଅତିରିକ୍ତ ଖର୍ଚ୍ଚଦାବି ଗୃହରେ ପାରିତ ହୋଇଛି । ଏତିକିବେଳେ ବିରୋଧୀ ବିଜେପି ଓ କଂଗ୍ରେସ ସଭ୍ୟମାନଙ୍କ ଘଣ୍ଟଘଣ୍ଟି ମାଡ଼ ଏତେ ଭୀଷଣ ଥିଲା ଯେ ଗୃହ ପ୍ରକମ୍ପିତ ହୋଇଥିଲା । ବାଚସ୍ପତି ସୂର‌୍ୟ୍ୟନାରାୟଣ ପାତ୍ର ଆସନ୍ତାକାଲି ପୂର୍ବାହ୍ନ ସାଢ଼େ ୧୦ଟା ପର‌୍ୟ୍ୟନ୍ତ ଗୃହକୁ ମୁଲତବି ଘୋଷଣା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

Karishma from Odisha AM/NS India Gymanstics High Performance Centre wins silver at Pharaohs Cup 2026

September 22, 2026

MALABARGOLD & DIAMONDS LAUNCHES ARTISTRY SHOW AT BHUBANESWAR SOUBHAGYA NAGAR STORE

Odisha Assembly Witness Tense Scenes Over MMDR Act and Textbook Blunders; BJP Slams Opposition Walkout Naveen Patnaik left Assembly

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

Karishma from Odisha AM/NS India Gymanstics High Performance Centre wins silver at Pharaohs Cup 2026

September 22, 2026
ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

September 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version