• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

କଂଗ୍ରେସ ଭବନରେ ପୋଲିସ ର ବର୍ବରତା : ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବୀ କଲା – କଂଗ୍ରେସ

Proprietor Abhimanyu Maharana by Proprietor Abhimanyu Maharana
December 10, 2021
in ଅପରାଧ, ଓଡ଼ିଶା, ମହାନଗର, ରାଜନୀତି, ହୋମ୍
0
କଂଗ୍ରେସ ଭବନରେ ପୋଲିସ ର ବର୍ବରତା : ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବୀ କଲା – କଂଗ୍ରେସ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୦ ଡିସେମ୍ବର ଶୁକ୍ରବାର ) ଭୁବନେଶ୍ୱର :- ରାଜ୍ୟରେ ଗଣତନ୍ତ୍ର ଭୁଷୁଡ଼ି ପଡ଼ିଛି । ନବୀନ ପଟ୍ଟନାୟକ ଶାସନରେ ନାଗରିକର ସାମ୍ବିଧାନିକ ଅଧିକାର ଅପହରଣ କରାଯାଇଛି । ବିଧି ବ୍ୟବସ୍ଥା ପ୍ରତି ଉପହାସ କରାଯାଉଛି । ପୋଲିସ୍‌କୁ ଦଳୀୟ ବାହିନୀ ଭାବରେ ବ୍ୟବହାର କରି ବିଜେଡ଼ି ସରକାର ବିରୋଧି ଦମନ ଅଭିଯାନ ଆରମ୍ଭ କରିଛି । ଆଜି ରାଜ୍ୟ ଛାତ୍ର କଂଗ୍ରେସ ତରଫରୁ ବିଧାନସଭା ଘେରାଉର ଆହ୍ୱାନ ଦିଆଯାଇଥିଲା ଏବଂ ତଦନୁଯାୟୀ ପ୍ରାୟ ଦଶ ହଜାର ଛାତ୍ର ବନ୍ଧୁମାନେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସି ରାଜଧାନୀ ଠାରେ ସମବେତ ହୋଇଥିଲେ ।

ମମିତା ମେହେରଙ୍କୁ ନ୍ୟାୟ ଦିଆଯାଉ, ଦାଗୀ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବରଖାସ୍ତ କରାଯାଉ, ତାଙ୍କ ବିରୁଦ୍ଧରେ ହତ୍ୟା ଓ ଷଡ଼ଯନ୍ତ୍ର ଅଭିଯୋଗରେ ମକଦ୍ଦମା ରୁଜୁ କରାଯାଉ ଓ ସମୁଦାୟ ଘଟଣାର ତଦନ୍ତ ମୁଖ୍ୟ ବିଚାରପତିଙ୍କ ତତ୍ୱାବଧାନରେ ସ୍ୱତନ୍ତ୍ର ଅନୁସଂଧାନକାରୀ ଦଳ ଦ୍ୱାରା କରାଯାଉ ଆଦି ନାରାବାଜି ଦେଇ ଛାତ୍ର କଂଗ୍ରେସ କର୍ମୀମାନେ ଲୋୟର ପିଏମଜିର ବିକ୍ଷୋଭ ସ୍ଥଳକୁ ପ୍ରବେଶ କରୁଥିଲେ । ବିକ୍ଷୋଭ ଉଦ୍ଦେଶ୍ୟରେ ଆୟୋଜିତ ସଭାରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ, ବିଧାୟକ ଦଳ ନେତା ଶ୍ରୀ ନରିସଂହ ମିଶ୍ର, କଂଗ୍ରେସ ବିଧାୟକ ବୃନ୍ଦ ଓ ଦଳର ବରିଷ୍ଠ ନେତୃମଣ୍ଡଳୀ ଉପସ୍ଥିତ ରହି ଛାତ୍ରମାନଙ୍କୁ ଉଦ୍‌ବୋଧନ ଦେଇଥିଲେ ଏବଂ ମମିତା ମେହେରଙ୍କୁ ନ୍ୟାୟ ନ ମିଳିଲା ପର୍ଯ୍ୟନ୍ତ କଂଗ୍ରେସର ଆନ୍ଦୋଳନ ଚାଲୁ ରହିବ ବୋଲି ଚେତାବନୀ ଦେଇଥିଲେ ।

ଏହାପରେ ଛାତ୍ରମାନେ ଶାନ୍ତିପୂର୍ଣ୍ଣ ଭାବେ ଛାତ୍ର କଂଗ୍ରେସର ଆହ୍ୱାନ ଅନୁସାରେ ବିଧାନସଭା ଘେରାଉ ଉଦ୍ଦେଶ୍ୟରେ ଲୋୟର ପିଏମଜି ରାସ୍ତାରେ ଆଗେଇଥିଲେ । ମାତ୍ର ପୋଲିସ ସେମାନଙ୍କୁ ବାରିକେଡ କରି ଅଟକାଇଥିଲା । ଛାତ୍ରମାନେ କାହିଁକି ବାରିକେଡ କରାଯାଇ ତାଙ୍କୁ ବାରଣ କରାଯାଉଛି ବୋଲି ପୋଲିସକୁ ପ୍ରଶ୍ନ କଲାବେଳେ ପୋଲିସ ହଠାତ ଉତେଜିତ ହୋଇ ଛାତ୍ରମାନଙ୍କ ଉପରେ ଲାଠିମାଡ଼ ଆରମ୍ଭ କରିଦେଇଥିଲା । ତାପରେ ପୋଲିସ ହିଂସ୍ରରୂପ ଧାରଣ କରି ଗୋଡ଼ାଇବା ବାହାନରେ କଂଗ୍ରେସ ଭବନ ପର୍ଯ୍ୟନ୍ତ ଦୌଡ଼ି ଦୌଡ଼ି ଆସି କଂଗ୍ରେସ ଭବନରେ ଶତାଧିକ ସଶସ୍ତ୍ର ପୋଲିସ ପଶି ଅନେକ ନିରୀହ କଂଗ୍ରେସ କର୍ମୀ ଉପରେ ନିସ୍ତୁକ ପ୍ରହାର କରିଥିଲେ ।

ଏହି ଦୁର୍ଭଗ୍ୟଜନକ ଘଟଣା ପରିପ୍ରେକ୍ଷୀରେ ପ୍ରଦେଶ କଂଗ୍ରେସ ତରଫରୁ ତରଫରୁ କଂଗ୍ରେସ ଭବନରେ ଏକ ସାମ୍ବାଦିକ ସମ୍ମିଳନୀ ଆହୁତ ହୋଇଥିଲା । ଏହି ସାମ୍ବାଦିକ ସମ୍ମିଳନୀରେ ପିସିସି ମିଡ଼ିଆ ବିଭାଗ ଅଧ୍ୟକ୍ଷ ଶ୍ରୀ ଗଣେଶ୍ୱର ବେହେରା, ବରିଷ୍ଠ ବିଧାୟକ ଶ୍ରୀ ତାରା ପ୍ରସାଦ ବାହିନୀପତି ଉଦ୍‌ବୋଧନ ଦେଇ ନିମ୍ନମତେ ସୂଚନା ଦେଇଥିଲେ ।

କ) କଂଗ୍ରେସ ଭବନରେ ପୋଲିସର ପ୍ରବେଶ ଓ ନିରୀହ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କାରୀ ଛାତ୍ରମାନଙ୍କ ଉପରେ ପୋଲିସର ଅମାନୁଷିକ ଆକ୍ରମଣକୁ କଠୋର ନିନ୍ଦା କରିଥିଲେ ।

ଖ) ଏପରି ବର୍ବରୋଚିତ ଘଟଣା ପାଇଁ ପୋଲିସ କମିଶନର କ୍ଷମାମାଗନ୍ତୁ ବୋଲି ଦାବି କରିଥିଲେ ।

ଗ) କଂଗ୍ରେସ ଭବନରେ ପ୍ରବେଶ ଓ ନିରୀହ କଂଗ୍ରେସ କର୍ମୀଙ୍କ ଉପରେ ଆକ୍ରମଣରେ ସଂପୃକ୍ତ ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଦାବି କରିଥିଲେ ।

ଘ) ଆଜିର ଏହି ଦୁର୍ଭାଗ୍ୟଜନକ ତଥା ଦୁଃଖଦାୟକ ପୋଲିସର ମାତ୍ରାଧିକ କାର୍ଯ୍ୟକଳାପର ବିଚାର ବିଭାଗୀୟ ତଦନ୍ତ ଦାବି କରାଯାଇଥିଲା ।

ଙ) ବରିଷ୍ଠ କଂଗ୍ରେସ ନେତା ଶ୍ରୀ ତାରା ପ୍ରସାଦ ବାହିନୀପତି ବିଧାନ ସଭାରେ ଅଚଳାବସ୍ଥା ପାଇଁ ସରକାରଙ୍କୁ ଦାୟୀ କରିଥିଲେ ଓ ମୁଖ୍ୟମନ୍ତ୍ରୀ ବିଧନାସଭାକୁ ମର୍ଯ୍ୟାଦା ପ୍ରଦାନ କରୁନାହାନ୍ତି ବୋଲି ଅଭିଯୋଗ କରିଥିଲେ । କଂଗ୍ରେସର ଏହି ସାମ୍ବାଦିକ ସମ୍ମିଳନୀରେ ବିଧାୟକ ଶ୍ରୀ ରମେଶ ଚନ୍ଦ୍ର ଜେନା ଓ ଜାତୀୟ ଛାତ୍ର କଂଗ୍ରେସ ସମ୍ପାଦିକା ସୁଶ୍ରୀ ଅନୁଲେଖା ବୋଷା ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

June 13, 2026
ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

June 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version