• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଧାନସଭାର ଶୀତ ଅଧିବେଶନ : ୨୦ ଦିନ ଆଗରୁ ଶେଷ ହେଲା

Proprietor Abhimanyu Maharana by Proprietor Abhimanyu Maharana
December 11, 2021
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ବିଧାନସଭାର ଶୀତ ଅଧିବେଶନ : ୨୦ ଦିନ ଆଗରୁ ଶେଷ ହେଲା
Share on FacebookShare on TwitterWhatsapp

ପାଟି ତୁଣ୍ଡ ହୋ ହଲ୍ଲାରେ : ୨୦ ଦିନ ଆଗରୁ ବିଧାନସଭାର ଶୀତ ଅଧିବେଶନ ଶେଷ

ଓଡ଼ିଶା ତାଜା ନ୍ୟୁଜ୍ (୧୦ ଡିସେମ୍ବର ଶୁକ୍ରବାର ) ଭୁବନେଶ୍ୱର – ବିଧାନସଭା ଶୀତକାଳୀନ ଅଧିବେଶନ ଆରମ୍ଭରୁ ଆଜିଯାଏ ଘଣ୍ଟାଟିଏ ମଧ୍ୟ ଗୃହ ଚାଲି ପାରିନାହିଁ ୨୦ ଦିନ ଆଗରୁ ବିଧାନସଭାର ଶୀତ ଅଧିବେଶନ ଶେଷ ହୋଇଛି । ଚଳିତ ଅଧିବେଶନରେ ଗୋଟିଏ ଦିନ ବି ବିଧାନସଭା ଠିକ୍ ଭାବେ ଚାଲି ପାରିଲାନି । ମମିତା ହତ୍ୟାକାଣ୍ଡ ଘଟଣାରେ ବିରୋଧ ଏବଂ ଶାସକ ଦଳଙ୍କ ମଧ୍ୟରେ ପାଟି ତୁଣ୍ଡ ହୋ ହଲ୍ଲା ହୋଇଥିଲା । ୨୦ ଦିନ ଆଗରୁ ବାଚସ୍ପତି ବିଧାନସଭାର ଶୀତ ଅଧିବେଶନକୁ ମୁଲତବୀ ଘୋଷଣା କରିଛନ୍ତି । ସରକାରୀ ଦଳର ମୁଖ୍ୟ ସଚେତକ ମୁଲତବୀ ପ୍ରସ୍ତାବ ଆଣିଥିଲେ । ଏହାର ବିରୋଧରେ ବିରୋଧି ବିଜେପି ଏବଂ କଂଗ୍ରେସର ନେତାମାନେ ବିଧାନସଭାରେ ଥିବା ଗାନ୍ଧୀ ମୂର୍ତ୍ତୀତଳେ ଧାରଣ ଦେଇଛନ୍ତି । ଏହି ନିଷ୍ପତ୍ତି ବିରୋଧରେ ସେମାନେ ଲୋକଙ୍କ ପାଖକୁ ନେଇକରି ଯିବେ ବୋଲି ବିରୋଧି ଦଳର ନେତାମାନେ ପ୍ରକାଶ କରିଛନ୍ତି ।

 ବିଧାନସଭା ଆରମ୍ଭରୁ ଗୃହର ମଧ୍ୟଭାଗକୁ ଆସି ବିରୋଧୀ ଦଳ ଗୃହରେ ଘଣ୍ଟ ପିଟିବା ସହ ହାତରେ ପ୍ଲା-କାର୍ଡ ଧରି ବିରୋଧ ପ୍ରଦର୍ଶନ ଏବଂ ପ୍ରବଳ ହଟ୍ଟଗୋଳ ଓ ନାରାବାଜି କରିଥିଲେ । ଫଳରେ ଗୃହରେ ଅଚଳାବସ୍ଥା ସୃଷ୍ଟି ହୋଇଥିଲା ଓଯେଉଁଥି ପାଇଁ ଦିନ ସାଢେ ୧୧ଟା ଯାଏଁ ଗୃହକୁ ମୁଲତବୀ ରଖିଲେ ବାଚସ୍ପତି । ବିରୋଧୀ ଦଳ ପ୍ରଥମ ଦିନରୁ ହିଁ ଗୃହରେ ମମିତା ପ୍ରସଙ୍ଗ ଏବଂ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ଇସ୍ତଫା ଦାବି ଦୋହରାଇ ସରକାର ଙ୍କ ଉପରେ ଆକ୍ରମଣ କରି ଚାଲିଛନ୍ତି ଓ ସେହିଭଳି ଦଳ ନିଜ ମୁଣ୍ଡରୁ ଦୋଷ ହଟାଇବାକୁ ଯାଇ ଦରବୃଦ୍ଧି କୁ ଆଳ କରି କେନ୍ଦ୍ର ସରକାରଙ୍କୁ ପ୍ରତିଆକ୍ରମଣ କରିଚାଲିଛନ୍ତି ଓ ଏଥିଯୋଗୁଁ ଗୃହକୁ ସୁଚାରୁରୁପେ ଚଲାଇବା ପାଇଁ ଗତ କାଲି ବସିଥିବା ସର୍ବଦଳିୟ ବୈଠକ ଫେଲ ମାରିଛି । ଉଭୟ ବିରୋଧୀ ଏବଂ ଶାସଦ ଦଳ ନିଜ ନିଜ ଜିଦରେ ଅଟଳ ରହିଛନ୍ତି ।

କିନ୍ତୁ ପ୍ରକୃତରେ ଗୃହରେ ଅସଲ ମୁଦ୍ଦା କିମ୍ବା ରାଜ୍ୟବାସୀ ଙ୍କ ସମସ୍ୟା କଣ ରହିଛି ସେ ବିଷୟ ରେ ଆଲୋଚନା କରିବାକୁ କୌଣସି ଦଳ ଙ୍କ ମଧ୍ୟରେ ଆଗ୍ରହ ନାହିଁ ଓ ଗୃହ ମଧ୍ୟରେ କେବଳ ପରସ୍ପର ମଧ୍ୟରେ ଆକ୍ରମଣ ,ପ୍ରତିଆକ୍ରମଣ ସହିତ କେବଳ କାଦୁଅ ଫିଙ୍ଗା ରାଜନୀତି ଖେଳୁଛନ୍ତି । ତେବେ ଗୃହର ସୁପରିଚାଳନା ନେଇ ବାଚସ୍ପତି ପୁଣି ଥରେ ସର୍ବଦଳୀୟ ବୈଠକ ଡକାଇଛନ୍ତି । ଗତକାଲି ଆନ୍ଦୋଳନ ସମୟରେ ପୋଲିସ ମାଡ଼ ମାରିଥିବା ଏବଂ ମମିତା ମେହେର ପ୍ରସଙ୍ଗକୁ ନେଇ ହାତରେ ପ୍ଲାକାର୍ଡ଼ ଦେଖାଇଥିଲେ ବିଜେପି ସଦସ୍ୟ । ସେହିପରି କଂଗ୍ରେସ ବିଧାୟକ ଘଂଟା ବଜାଇ ପ୍ରତିବାଦ କରିଥିଲେ । ଗୃହରେ ଶୃଂଖଳା ବଜାୟ ରଖିବା ପାଇଁ ବାଚସ୍ପତି ଅନୁରୋଧ କରିଥିଲେ ମଧ୍ୟ ବିରୋଧୀ ପ୍ରତିବାଦ କରିବା ଜାରି ରଖିଥିଲେ । ଫଳରେ ୧୧ ଟା ପରେ ଗୃହ ଆରମ୍ଭ ହୋଇଥିଲେ ମଧ୍ୟ ସେହି ସମାନ ସ୍ଥିତି ଉପୁଜିଥିବା ଯୋଗୁଁ ଗୃହ କୁ ପୁଣିଥରେ୪ ଟା ଯାଏ ମୁଲତବୀ ରଖିଛନ୍ତି ବାଚସ୍ପତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

June 22, 2026
ବିଜେପି ପକ୍ଷରୁ ହରଚଣୀ ସାହିରେ ଯୋଗ ଶିବିର ଓ ବୃକ୍ଷରୋପଣ

ବିଜେପି ପକ୍ଷରୁ ହରଚଣୀ ସାହିରେ ଯୋଗ ଶିବିର ଓ ବୃକ୍ଷରୋପଣ

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version