• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲା ବୀର ପୁଅଙ୍କ ପାର୍ଥିବ ଶରୀର : ଦିଆଗଲା ଗାର୍ଡ ଅଫ୍ ଅନର

Proprietor Abhimanyu Maharana by Proprietor Abhimanyu Maharana
December 11, 2021
in ଓଡ଼ିଶା, ମହାନଗର, ହୋମ୍
0
ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲା ବୀର ପୁଅଙ୍କ ପାର୍ଥିବ ଶରୀର : ଦିଆଗଲା ଗାର୍ଡ ଅଫ୍ ଅନର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୧ ଡିସେମ୍ବର ଶନିବାର ) ଭୁବନେଶ୍ୱର :- କୁନୁର ହେଲିକପ୍ଟର ଦୁର୍ଘଟଣା ରେ ଶହୀଦ ହୋଇଥିବା ଓଡ଼ିଆ ଯୁବକ ରାଣାପ୍ରତାପ ଦାସଙ୍କ ପାର୍ଥିବ ଶରୀର ଆଜି ଭୁବନେଶ୍ୱର ରେ ପହଞ୍ଚିଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନଵୀନ ପଟ୍ଟନାୟକ ଭୁବନେଶ୍ୱର ବିମାନ ବନ୍ଦର କୁ ଯାଇ ଶହୀଦ ରାଣାପ୍ରତାପ ଦାସଙ୍କ ମରଶରୀର ରେ ପୁଷ୍ପ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଶହୀଦ ରାଣାପ୍ରତାପ ଦାସଙ୍କ ଉତ୍ସର୍ଗୀକୃତ ସେବା ଓ ଦେଶଭକ୍ତି ର ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛ

ଭୁବନେଶ୍ୱରରେ ସହିଦ ରାଣାପ୍ରତାପଙ୍କ ପାର୍ଥିବ ଶରୀର । ବୀର ପୁଅକୁ ଶେଷ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ଅପେକ୍ଷା କରିରହିଛନ୍ତି ରାଜ୍ୟବାସୀ । ପୁଅକୁ ଶେଷ ଥର ପାଇଁ ଦେଖିବା ପାଇଁ ଅପେକ୍ଷା କରି ରହିଛନ୍ତି ପରିବାର ଲୋକେ । ଭୁବନେଶ୍ୱର ବିମାନ ବନ୍ଦରରେ ବାୟୁସେନାର ସ୍ୱତନ୍ତ୍ର ବିମାନରେ ତାଙ୍କ ମରଶରୀରକୁ ଅଣାଯାଇଛି । ଏହାସହ ଭୁବନେଶ୍ୱରରେ ଗାର୍ଡ ଅଫ ଅନର ଦିଆଯିବା ସହ ତାଙ୍କ ମରଶରୀରକୁ ତାଙ୍କ ଜନ୍ମମାଟିକୁ ନିଆଯିବ । ଏହା ପୂର୍ବରୁ ବୀର ପୁଅକୁ ଶେଷ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଜନ୍ମମାଟି ତାଳଚେରର କୃଷ୍ଣଚନ୍ଦ୍ରପୁର ଗାଁରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ । ସିଡିଏସଙ୍କ ବିପିନ ରାୱତଙ୍କ ସହ ହେଲିକପ୍ଟର ଦୁର୍ଘଟଣାରେ ଓଡିଆ ଯବାନ ସହିଦ ହୋଇଛନ୍ତି । ଭାରତୀୟ ବାୟୁସେନାରେ ଜୁନିଅର ୱାରେଂଟ ଅଫିସର ଭାବେ କାର୍ଯ୍ୟରତ ରାଣା ପ୍ରତାପ ଦାସ ସେହି ହେଲିକପ୍ଟରରେ ଥିଲେ ।

ସହିଦ ରାଣା ପ୍ରତାପଙ୍କ ଘର ଅନୁଗୁଳ ଜିଲ୍ଲା କୃଷ୍ଣଚନ୍ଦ୍ରପୁରରେ । ୩ ବର୍ଷ ତଳେ ତାଙ୍କର ବିବାହ ହୋଇଥିଲା ଏବଂ ତାଙ୍କର ଗୋଟିଏ ୧ ବର୍ଷର ପୁଅ ଅଛି । ସେ ବିହାରର ଗୟାରେ ବିବାହ କରିଥିଲେ । ବୁଧବାର ବିପିନ ରାୱତ ଏବଂ ତାଙ୍କ ପତ୍ନୀଙ୍କ ସହିତ ୧୩ ଜଣଙ୍କର ହେଲିକପ୍ଟର ଦୁର୍ଘଟଣାରେ ଦେହାନ୍ତ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

June 22, 2026
ବିଜେପି ପକ୍ଷରୁ ହରଚଣୀ ସାହିରେ ଯୋଗ ଶିବିର ଓ ବୃକ୍ଷରୋପଣ

ବିଜେପି ପକ୍ଷରୁ ହରଚଣୀ ସାହିରେ ଯୋଗ ଶିବିର ଓ ବୃକ୍ଷରୋପଣ

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version