• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଶରଣ ପଶିଲେ – ବିଜେପି ବିଧାୟକଦଳ

Proprietor Abhimanyu Maharana by Proprietor Abhimanyu Maharana
December 12, 2021
in ଓଡ଼ିଶା, ପୁରୀ, ରାଜନୀତି, ହୋମ୍
0
ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଶରଣ ପଶିଲେ – ବିଜେପି ବିଧାୟକଦଳ
Share on FacebookShare on TwitterWhatsapp

ରାଜ୍ୟ ସରକାରଙ୍କୁ ସଦବୁଦ୍ଧି ଓ ରାଜ୍ୟବାସିଙ୍କୁ ସହାୟ ପ୍ରଦାନ କରିବାକୁ ମାଗୁଣି କରି

ଓଡ଼ିଶା ତାଜା ନ୍ୟୁଜ୍ (୧୧ ଡିସେମ୍ବର ଶନିବାର ) ଭୁବନେଶ୍ୱର :- ବିଧାନସଭା ଗୃହର ନେତା ହେଉଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରତ୍ୟେକ କ୍ୟାଲେଣ୍ଡର ବର୍ଷରେ ଅତି କମରେ ୬୦ ଟି କାର୍ଯ୍ୟ ଦିବସ ଚାଲିବା ଉଚିତ୍ । ଗୃହର ମୁଖ୍ୟ ଭାବେ ଏହି ଦାୟୀତ୍ୱ ହେଉଛି ମୁଖ୍ୟମନ୍ତ୍ରୀଙ୍କର ଏବଂ ଏହାକୁ ସଠିକ ନିର୍ବାହ କରିବା ଦାୟୀତ୍ୱ ହେଉଛି ବାଚସ୍ପତିଙ୍କର । ମୁଖ୍ୟମନ୍ତ୍ରୀ ନା ବିଧାନସଭାକୁ ଆସୁଛନ୍ତି, ନା ବାଚସ୍ପତି ନିରପେକ୍ଷତା ଅବଲମ୍ବନ କରି ଗୃହ କାର୍ଯ୍ୟକୁ ସଠିକ ପରିଚାଳନା କରୁଛନ୍ତି । ଏହି କାରଣରୁ ରାଜ୍ୟର ସ୍ୱାର୍ଥ ସମ୍ବଳିତ ସମସ୍ୟାର ସମାଧାନ ହେବାରେ ବାଧା ସୃଷ୍ଟି ହେଉଛି ବୋଲି ବିରୋଧୀ ଦଳ ଉପନେତା ଶ୍ରୀ ବିଷ୍ନୁ ସେଠୀ କହିଛନ୍ତି ।

ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଧାର୍ଯ୍ୟ ହୋଇଥିବା ଚଳିତ ଶୀତକାଳିନ ବିଧାନସଭା ଅଧିବେସନକୁ ମାତ୍ର ୯ ଦିନ ଚଲାଇ ହଠାତ୍ ବନ୍ଦ କରିଦିଆଗଲା । ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି ସମେତ ମଣ୍ଡି, ଧାନ, ଚାଷ, ବେକାରୀ, ଦାଦନ ଭଳି ବହୁ ସମସ୍ୟା ସଂପର୍କରେ ଆଲୋଚନା ହୋଇପାରିଲା ନାହିଁ ।ଗୃହର ନେତା ଭାବେ ମୁଖ୍ୟମନ୍ତ୍ରୀ ବିଧାନସଭାରେ ଅନୁପସ୍ଥିତ ରହିବା, କୈାଣସି ବିବୃତି ନଦେବା, ବିରୋଧିଙ୍କ ଦାବୀକୁ କର୍ଣ୍ଣପାତ ନକରିବା, ଗୃହକୁ ବିଶ୍ୱାସରେ ନନେବା ଭଳି ଅଗଣତାନ୍ତ୍ରୀକ ଓ ଅସାମ୍ବିଧାନିକ କାର୍ଯ୍ୟ ସମଗ୍ର ରାଜ୍ୟବାସିଙ୍କ ମନରେ ବହୁ କଷ୍ଟ ଦେଇଛି । ମମିତା ମେହେର ହତ୍ୟାକାଣ୍ଡ ପ୍ରସଙ୍ଗରେ ମୁଖ୍ୟ ଷଡଯନ୍ତ୍ରକାରୀ ତଥା ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଂକର ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀ ସଂପୂର୍ଣ୍ଣ ସୁରକ୍ଷା ଯୋଗାଇବା ଅତ୍ୟନ୍ତ ଲଜ୍ଜାଜନକ ଓ ଦୁର୍ଭାଗ୍ୟଜନକ ।

ମହିଳା ଓ ଶିଶୁ ନିର୍ଯ୍ୟାତନାରେ ଓଡିଶା ସମଗ୍ର ଦେଶରେ ୨ତ ସ୍ଥାନ ଅଧିକାର କରି ବିରଳ ରେକର୍ଡ ସୃଷ୍ଟି କରିଥିବାବେଳେ ଏଭଳି ସମ୍ବେଦନଶୀଳ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ନୀରବ ରହିବା, ବିଧାନସବାକୁ ନଆସିବା, ଗୃହରେ ବିରୋଧୀ୍‌କ ପ୍ରଶ୍ନର ଉତର ନଦେବା ଓଡିଶାବାସିଙ୍କ ମନରେ ବହୁ ପ୍ରଶ୍ନ ସୃଷ୍ଟି ହୋଇଛି ।ଗତ କାଲି ଯେଉଂ ଭଳି ଭାବେ ରାତିଅଧିଆ ବିଧାନସଭା ଗୃହ କାର୍ଯ୍ୟକୁ ବନ୍ଦ କରିଦିଆଗଲା, ତାହା ଅତ୍ୟନ୍ତ ଚିନ୍ତାଜନକ ବୋଲି ଶ୍ରୀ ସେଠୀ କହିଛନ୍ତି । ପ୍ରଭୁ ଶ୍ରୀ ଜଗନ୍ନାଥ ହେଉଛନ୍ତି ଓଡିଶାର ମୁରବୀ । ନବୀନ ବାବୁଙ୍କ ଶାସନରେ ବିଧାନସଭା ଚାଲିପାରିଲା ନାହିଁ କି କୈାଣସି ସମସ୍ୟାର ଆଲୋଚନା ମଧ୍ୟ ହୋଇପାରିଲା ନାହିଁ । ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟର ବିଭିନ୍ନ ସ୍ଥାନ ଗସ୍ତ କରୁଛନ୍ତି ।

ହକି ମୟାଚ ଦେଖିବା ପାଇଁ ଷ୍ଟାଡିଆମ ଯାଉଛନ୍ତି । ଅଥଚ ବିଧାନସଭା ଆସୁନାହାଁନ୍ତି । ମୁଖ୍ୟମନ୍ତ୍ରୀଙ୍କ ପାଦରେ କିଏ ଜଞ୍ଜୀର ପକାଇଛି, କାହିଁକି ବିଧାନସଭା ଆସୁନାହାଁନ୍ତି ତାହା ଆମେ ଜାଣିିପାରିଲୁନାହିଁ । ତେଣୁ ପ୍ରଭୁ ଶ୍ରୀ ଜଗନ୍ନାଥ ନବୀନ ବାବୁଙ୍କୁ ସଦବୁଦ୍ଧି ଦିଅନ୍ତୁ ଏବଂ ଓଡିଶାର ଲୋକଙ୍କୁ ସୁରକ୍ଷିତ ରଖନ୍ତୁ ବୋଲି ପ୍ରାର୍ଥନା କରିବାକୁ ଆସିଛୁ ବୋଲି ଶ୍ରୀ ସେଠୀ କହିଛନ୍ତି ।
ଏହି ଅବସରରେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ, ବିଧାୟକ ଜୟନାରାୟଣ ମିଶ୍ର, ଜୟନ୍ତ ଷଡଙ୍ଗୀ, ମୁକେଶ ମହାଲିଙ୍ଗ, ନାଉରୀ ନାଏକ, ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ର, ନିତ୍ୟାନନ୍ଦ ଗଣ୍ଡ, ଭାସ୍କର ମଢେଇ, ସନାତନ ବିଜୁଳି, ନବଚରଣ ମାଝୀ, ପ୍ରକାଶ ସୋରେନ, ରାଜ୍ୟ ଗଣମାଧ୍ୟମ ମୁଖ୍ୟ ଦିଲୀପ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

June 10, 2026
ଆନ୍ତର୍ଜାତିକ ଅଭିଲେଖାଗାର ଦିବସ

ଆନ୍ତର୍ଜାତିକ ଅଭିଲେଖାଗାର ଦିବସ

June 9, 2026
ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଫାଇଲ ହଜିବା ଘଟଣା : ଅଭିଯୋଗ ଆଣିଲେ ଅରୁଣ

ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଫାଇଲ ହଜିବା ଘଟଣା : ଅଭିଯୋଗ ଆଣିଲେ ଅରୁଣ

June 9, 2026
ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି

ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି

June 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

June 10, 2026
ଆନ୍ତର୍ଜାତିକ ଅଭିଲେଖାଗାର ଦିବସ

ଆନ୍ତର୍ଜାତିକ ଅଭିଲେଖାଗାର ଦିବସ

June 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version