• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରତିହିଂସା ପରାୟଣ ନହୋଇ ଜନସେବା କରିବା ଗଣମାଧ୍ୟମର କର୍ତ୍ତବ୍ୟ

Proprietor Abhimanyu Maharana by Proprietor Abhimanyu Maharana
December 13, 2021
in ଓଡ଼ିଶା, ମହାନଗର, ହୋମ୍
0
ପ୍ରତିହିଂସା ପରାୟଣ ନହୋଇ ଜନସେବା କରିବା ଗଣମାଧ୍ୟମର କର୍ତ୍ତବ୍ୟ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୩ ଡିସେମ୍ବର ସୋମବାର ) ଭୁବନେଶ୍ୱର :- ଭୁବନେଶ୍ୱର ସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ୍ ଇଞ୍ଜିନିୟରଠାରେ ଦୈନିକ ତ୍ରୈଭାଷିକ ଖବରକାଗଜ ‘ବିଶ୍ୱବାଣୀ’ର ୧୬ତମ ସ୍ୱନକ୍ଷତ୍ର ଉତ୍ସବ ପାଳନ ହୋଇଯାଇଛି । ଏହି ଉତ୍ସବରେ ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ ଘଡ଼େଇ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଶ୍ୱବାଣୀ ଖବରକାଗଜ ଦିନକୁ ଦିନ ସଫଳତାର ପାହାଚ ଚଢୁ । ଆଜି ବହୁ ବଡ଼ ବଡ଼ ଗଣମାଧ୍ୟମ ସହିତ ସମକକ୍ଷ ହୋଇଥିବାରୁ ଭୂୟସୀ ପ୍ରଶଂସା କରିଥିଲେ । ବିଶେଷକରି ଆଜିର ଦିନରେ ଲୋକଙ୍କ ସମସ୍ୟାକୁ ଲୋକଲୋଚନକୁ ଆଣିବା, ସତ୍ୟ ଓ ନିରପେକ୍ଷ ଭାବେ ସମ୍ବାଦ ପରିବେଷଣ କରିବା, ପ୍ରତିହିଂସା ପରାୟଣ ନହୋଇ ଜନସେବାରେ ଗଣମାଧ୍ୟମକୁ ନିୟୋଜିତ କରିବା ପାଇଁ ପରାମର୍ଶ ଦେଇଥିଲେ ।

ବିଶ୍ୱବାଣୀର ପ୍ରତିଷ୍ଠାତା ତଥା ସମ୍ପାଦକ ଅର୍ଜୁନ ମୁଦୁଲି ନିଜେ କିଭଳି କରୋନା ମହାମାରୀ ସମୟରେ ଲୋକମାନଙ୍କ ପାଖରେ କିପରି ଖବରକାଗଜ ପହଞ୍ଚାଉଥିଲେ ସେହି କଷ୍ଟ ମୁହୂର୍ତ୍ତର କଥା ମନେ ପକାଇ ଭାବବିହ୍ୱଳ ହୋଇଯାଇଥିଲେ । ସମ୍ବାଦପତ୍ରକୁ ଆଜିର ଦିନରେ ପରିଚାଳନା କରିବା ଓ ଲୋକଙ୍କ ସମସ୍ୟା ଉପସ୍ଥାପନ କରିବା, ବିନା କୌଣସି ସରକାରୀ ଅନୁଦାନରେ ଚଳାଇ ରଖିବା କେତେ ଯେ କଷ୍ଟ, ତାହା ସେ ନିଜସ୍ୱ ଅନୁଭୂତିରେ ପ୍ରକାଶ କରିଥିଲେ । ବିଶ୍ୱବାଣୀ ଖବରକାଗଜ ଗ୍ରାମାଞ୍ଚଳରେ ବେଶ୍ ଆଦୃତ ହୋଇପାରିଛି ଓ ଆଗାମୀ ଦିନରେ ଖାଲିଥିବା ଅନ୍ୟାନ୍ୟ ବ୍ଲକରେ ନିଜର ପ୍ରତିନିଧି ନିଯୁକ୍ତି ଦେବେ ବୋଲି କହିଥିଲେ ।

ଏହି ଉତ୍ସବରେ ବିଶିଷ୍ଟ ଶିକ୍ଷାବିତ୍ ବଦ୍ରୀନାଥ ପଟ୍ଟନାୟକ, ଆଇଓୟୁଜେର ସଭାପତି ଡଃ ପିତବାସ ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଉତ୍ସବକୁ ଉଦ୍‌ଘାଟନ କରିଥିଲେ ନାଇଜରର କୁଳସଚିବ ଅଭୟ କୁମାର ନାୟକ ଓ ତପନ ମହାରଣ୍ୟ ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ । ପରେ ପରେ ମାନ୍ୟଗଣ୍ୟ ଅତିଥିମାନଙ୍କ ଦ୍ୱାରା ନାରାୟଣା ଗ୍ରୁପ୍ ଅଫ୍‌ ସ୍କୁଲ୍‌ର ପରିଚାଳନା ଅଧ୍ୟକ୍ଷ ଡ଼ି. ଶେଷୁ କୁମାରଙ୍କୁ ବିଶ୍ୱବାଣୀ ତରଫରୁ ‘ବିଶିଷ୍ଟ ଶିକ୍ଷାବିତ୍ ସମ୍ମାନ’ରେ ସମ୍ମାନିତ କରାଯାଇଥିଲା । ଜଣେ ସୁପରିଚିତ ଆଶାକର୍ମୀ ତଥା ଭାରତର ତିନିନମ୍ବର ସ୍ଥାନରେ ଥିବା ସୁନ୍ଦରଗଡ଼ ଜିଲ୍ଲାର ଶ୍ରୀମତୀ ମାତୁରୁତା କୁଲୁଙ୍କୁ ‘ବିଶ୍ୱବାଣୀ କୋଭିଡ଼ ଯୋଦ୍ଧା’ ଭାବେ ସମ୍ମାନିତ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

June 22, 2026
ବିଜେପି ପକ୍ଷରୁ ହରଚଣୀ ସାହିରେ ଯୋଗ ଶିବିର ଓ ବୃକ୍ଷରୋପଣ

ବିଜେପି ପକ୍ଷରୁ ହରଚଣୀ ସାହିରେ ଯୋଗ ଶିବିର ଓ ବୃକ୍ଷରୋପଣ

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version