• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲାସ୍ତରୀୟ ୪ର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
December 14, 2021
in ଓଡ଼ିଶା, ଗଜପତି, ଗଞ୍ଜାମ, ହୋମ୍
0
ଗଜପତି ଜିଲ୍ଲାସ୍ତରୀୟ ୪ର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଅନୁଷ୍ଠିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୩ ଡିସେମ୍ବର ସୋମବାର ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଓ ଦୌରା ଜଜଙ୍କ ଅଦାଲତ ପରିସରରେ ଶନିବାର ଦିନ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଜିଲ୍ଲାସ୍ତରୀୟ ୪ ର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଜାତୀୟ ଆଇନସେବା ପ୍ରାଧିକରଣ ଓ ରାଜ୍ୟ ଆଇନସେବା ପ୍ରାଧିକରଣ ର ନିର୍ଦ୍ଦେଶ ପ୍ରକାରେ ଗଜପତି ଜିଲ୍ଲା ଦୌରା ଜଜ ଶ୍ରୀ ସତ୍ୟପୀର ମିଶ୍ରଙ୍କ ତତ୍ତ୍ୱାବଧାନରେ ଏବଂ ପ୍ରାଧିକରଣର ସଚିବ ଶ୍ରୀ ରବି ନାରାୟଣ ବେହେରାଙ୍କ ପରିଚାଳନା ଓ ସହଯୋଗରେ ସମସ୍ତ ଅଦାଲତ କାର୍ଯ୍ୟ ସମ୍ପାଦନ ହୋଇଥିଲା ।ଆୟୋଜିତ ଏହି ଜିଲ୍ଲାସ୍ତରୀୟ ଲୋକ ଅଦାଲତ କାର୍ଯ୍ୟ କ୍ରମରେ ବିଭିନ୍ନ ପ୍ରକାରର ବିଚାରଧିନ ଥିବା ମାମଲା ଗୁଡିକର ତ୍ୱରିତ ସମାଧାନ ପାଇଁ ବିଭିନ୍ନ କୋର୍ଟ ବ୍ୟାଞ୍ଚ ମାନ ପ୍ରତିଷ୍ଠା ହୋଇଥିଲା ।

ଏହି ଲୋକ ଅଦାଲତ କାର୍ଯ୍ୟ କ୍ରମରେ ସମୁଦାୟ ୫୫୬ଟି କେଶ ବିଚାର ପାଇଁ ପଞ୍ଜିକୃତ ହୋଇଥିବା ବେଳେ ସେଥିମଧ୍ୟରୁ ୧୪୫ଟି ମାମଲାର ତ୍ୱରିତ ସମାଧାନ କରାଯାଇ ୩୩ଲକ୍ଷ ୫୯ ହଜାର ୨୫୦ ଟଙ୍କା ଜରିମାନା ବାବଦକୁ ଆଦାୟ କରା ଯାଇଥିଲା । ସେହିଭଳିଭାବେ ମାନ୍ୟବର ଜିଲ୍ଲା ଦୌରାଜଜ୍ ତଥା ମୋଟର ଦୁର୍ଘଟଣା ଜନିତ କୋର୍ଟର ମୁଖ୍ୟ ବିଚାରପତି ଶ୍ରୀ ସତ୍ୟପୀର ମିଶ୍ର ୮ଟି ମୋଟର ଜନିତ ଦୁର୍ଘଟଣା କେଶର ତ୍ୱରିତ ସମାଧାନ କରି ୫ଟି କେଶ ବାବଦକୁ ୨୫ ଲକ୍ଷ୬୦ହଜାର ଟଙ୍କା କ୍ଷତିପୂରଣ ପାଇଁ ଇନସୁରାନ୍ସ କମ୍ପାନୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବିଭିନ୍ନ ବ୍ୟାଙ୍କ ପକ୍ଷରୁ ୧୪୮ଟି କେଶ ମଧ୍ୟରୁ ୨୯ଟି କେଶର ସମାଧାନ କରି ୩୩ ଲକ୍ଷ ୮ ହଜାର ଟଙ୍କା ଜରିମାନା ଆଦାୟ କରିଥିଲେ ।

ଏହି ଲୋକ ଅଦାଲତ କାର୍ଯ୍ୟ କ୍ରମରେ ପରିବାର ଅଦାଲତ ଜଜ ଶ୍ରୀ ସୁବ୍ରତ ମହାନ୍ତି , ଅତିରିକ୍ତ ଜିଲା ଜଜ ଶ୍ରୀ ହେମନ୍ତ କୁମାର ସେଠୀ , ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀ ମାନସ ରଞ୍ଜନ ପଣ୍ଡା , ସବଜଜ ଶ୍ରୀ ଚନ୍ଦ୍ରହାସ ବେହେରା ,କୋର୍ଟ ରେଜିଷ୍ଟ୍ରାର ଶ୍ରୀ ସତ୍ୟବ୍ରତ ରାଣା , ଉପଖଣ୍ଡିୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀମତୀ ବର୍ଷା ଶର୍ମା , ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେ (ମହିଳା ବିଭାଗ) ସୁଶ୍ରୀ ଶୁଭଲକ୍ଷ୍ମୀ ପ୍ରିୟଦର୍ଶନୀ ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀ ଶ୍ରୀ ଅରିଜିତ ଦାସ ପ୍ରମୁଖ ଉପସ୍ଥିତ ରହି ନିଜ ନିଜର କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ । ସେହିଭଳି ତାଲୁକ ସ୍ତରୀୟ ରା: ଉଦୟଗିରି କୋର୍ଟ ଠାରେ ଅନୁଷ୍ଠିତ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ସବଜଜ ଶ୍ରୀ ବିଘନେଶ୍ବର ବିଶ୍ୱ ପ୍ରକାଶ ରାୟ , ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀ ପାରଶ ପାଢ଼ୀ , ମୋହନା କୋର୍ଟ ଠାରେ ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀମତୀ ଅନନ୍ୟା ଦାସ ଓ କାଶୀନଗର ଗ୍ରାମ୍ୟ ନ୍ୟାୟାଳୟର ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ରେଶମା ଧଳବିଷୋୟୀ ପ୍ରମୁଖ ଉପସ୍ଥିତ ରହି ନିଜନିଜର କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026
ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

May 3, 2026
ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

May 2, 2026
ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026
ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version