• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟର ନୂଆ ପୁଲିସ ଡିଜି ହେବେ : ଅଭୟଙ୍କ ପରେ ହେବେ – ସୁନୀଲ ବଂଶଲ

Proprietor Abhimanyu Maharana by Proprietor Abhimanyu Maharana
December 15, 2021
in ଓଡ଼ିଶା, ମହାନଗର, ହୋମ୍
0
ରାଜ୍ୟର ନୂଆ ପୁଲିସ ଡିଜି ହେବେ : ଅଭୟଙ୍କ ପରେ ହେବେ – ସୁନୀଲ ବଂଶଲ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୫ ଡିସେମ୍ବର ବୁଧବାର) ଭୁବନେଶ୍ୱର :- ଡିଜିପି ଅଭୟଙ୍କ ସ୍ଥାନରେ ସୁନୀଲ ବଂଶଲ ଜାନୁୟାରୀ ପହିଲାରୁ ଦାୟିତ୍ୱ ଗ୍ରହଣ କରିବେ । ୧୯୮୭ ବ୍ୟାଚର ଏହି ଆଇପିଏସ ଅଧିକାରୀ ଏବେ ଗୁଇନ୍ଦା ବିଭାଗର ସ୍ୱତନ୍ତ୍ର ନିର୍ଦ୍ଦେଶକ ଅଛନ୍ତି । ମୟୁରଭଂଜ ଏସପି ଭାବେ ପୁଲିସ କ୍ୟାରିଅର ଆରମ୍ଭ କରିଥିବା ସୁନୀଲ ଦୀର୍ଘ ୨୭ ବର୍ଷ ପରେ ଓଡିଶାକୁ ଆସୁଛନ୍ତି । ଏହାରି ଭିତରେ ଓଡିଶା ଅନେକ ବଦଳିଯାଇଛି । ତେଣୁ ତାଙ୍କ ଆଗରେ ପଂଚାୟତ ନିର୍ବାଚନ ସୁପରିଚାଳନା,ମାଓ ଦମନ,ଅପରାଧ ନିୟନ୍ତ୍ରଣ, ଡ୍ରଗ୍ସ କାରବାର ଉପରେ ରୋକ ଭଳି ଆହ୍ୱାନ ରହିଛି ।

ନୂଆ ପୁଲିସ୍ ଡିଜି ହେବେ ସୁନୀଲ ବଂଶଲ । ନିଯୁକ୍ତିକୁ ମଞ୍ଜୁର ଦେଲେ ମୁଖ୍ୟମନ୍ତ୍ରୀ । ଆଇପିଏସ ଅଫିସର ସୁନୀଲ ବଂଶଲ । ନୂଆବର୍ଷରୁ ସମ୍ଭାଳିବେ ଓଡିଶା ପୋଲିସ ମହାନିର୍ଦ୍ଦେଶକ ଦାୟିତ୍ୱ । ଅଭୟଙ୍କ ପରେ କିଏ ରାଜ୍ୟର ପୁଲିସ ଡିଜି ହେବ, ଏହି ଚର୍ଚ୍ଚା ଭିତରେ କେନ୍ଦ୍ର ପଠାଇଥିବା ତିନି ଜଣଙ୍କ ମଧ୍ୟରୁ ଶେଷରେ ସୁନୀଲ ବଂଶଲଙ୍କ ନାଁରେ ମୋହର ମାରିଛନ୍ତି ମୁଖ୍ୟମନ୍ତ୍ରୀ । ନୂଆ ନିଯୁକ୍ତି ପରେ ପ୍ରତିକ୍ରିୟା ରଖିଛନ୍ତି ସୁନୀଲ ବଂଶଲ । କହିଛନ୍ତି, ସୁରକ୍ଷା ଓ ସେବା ତାଙ୍କ ପାଇଁ ପ୍ରାଥମିକତା ହେବ ।

ଓଡିଶାରେ ଆରମ୍ଭ କରିଥିଲେ କାର‌୍ୟ୍ୟ, ଓଡିଶାରୁ ନେବେ ଅବସର । ୧୯୮୭ ବ୍ୟାଚର ଆଇପିଏସ ଅଫିସର ସୁନୀଲ ବଂଶଲ ତାଙ୍କର ଚାକିରୀ ଜୀବନ ଓଡିଶାରୁ ହିଁ ଆରମ୍ଭ କରିଥିଲେ । ମୟୂରଭଞ୍ଜ ଭଳି ବଡ ଜିଲ୍ଲାର ଏସପି ଭାବେ ଦାୟିତ୍ୱ ନିର୍ବାହ କରିଥିଲେ । କିନ୍ତୁ ତାପରେ ସେ କେନ୍ଦ୍ରକୁ ଡେପୁଟେସନରେ ଯାଇ ଗୁଇନ୍ଦା ବିଭାଗ ବା ଆଇବିର ଗୁରୁତ୍ୱପୂର୍ଣ୍ଣ ପଦରେ ରହି ନିଜର ଦକ୍ଷତା ପ୍ରମାଣିତ କରିଛନ୍ତି । ସୁନୀଲ ବଂଶଲ ବର୍ତମାନ ଗୁଇନ୍ଦା ବିଭାଗର ସ୍ୱତନ୍ତ୍ର ନିର୍ଦ୍ଦେଶକ ଅଛନ୍ତି । ୨୦୨୦ ଅକ୍ଟୋବର ୧୯ରୁ ସେ ଏହି ଦାୟିତ୍ୱରେ ଅଛନ୍ତି ।

୩୦ ଜୁନ୍ ୨୦୨୨ରେ ସୁନୀଲ ବଂଶଲଙ୍କ ଚାକିରୀ କାର‌୍ୟ୍ୟକାଳ ଶେଷ ହେବ । କିନ୍ତୁ ଓଡିଶା ସରକାର ତାଙ୍କର ଚାକିରୀ ଅବଧିକୁ ଆଉ ଦେଢ଼ ବର୍ଷ ବଢ଼ାଇବାର ଯଥେଷ୍ଟ ସମ୍ଭାବନା ରହିଛି । କାରଣ ନୂଆ ନିୟମ ଅନୁସାରେ ଜଣେ ପୋଲିସ ଡିଜି ୨ ବର୍ଷ ଦାୟିତ୍ୱରେ ରହିବା ବାଧ୍ୟତାମୂଳକ ।
ଆଗକୁ ପଞ୍ଚାୟତ ନିର୍ବାଚନ ଆସୁଥିବାରୁ ଓ ଦୀର୍ଘ ୨୭ ବର୍ଷ ପରେ ଓଡିଶାକୁ ଫେରୁଥିବାରୁ ନୂଆ ପୋଲିସ ମହାନିର୍ଦ୍ଦେଶକଙ୍କ ସମ୍ମୁଖରେ ଅନେକ ଗୁଡିଏ ଚ୍ୟାଲେଞ୍ଜ ରହିପାରେ ।
କଣ ହୋଇପାରେ ଚ୍ୟାଲେଞ୍ଜ ?

1 – ଆଗାମୀ ପଂଚାୟତ ନିର୍ବାଚନର ସୁପରିଚାଳନା ନୂଆ ଡିଜିପିଙ୍କ ପାଇଁ ବଡ ଚ୍ୟାଲେଞ୍ଜ ହେବ
2 – ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ରକ୍ଷା କରିବା ସୁନୀଲ ବଂଶଲଙ୍କ ପାଇଁ ବଡ ଆହ୍ୱାନ ହେବ
3 – ମାଓପ୍ରବଣ ଜିଲ୍ଲାରେ ମାଓ ଦମନ କରିବା ବି ସୁନୀଲ ବଂଶଲଙ୍କ ପାଇଁ ନୂଆ ଚ୍ୟାଲେଞ୍ଜ ହେବ
ଦୀର୍ଘ ୨୭ ବର୍ଷ ପରେ ସୁନୀଲ ଓଡିଶାକୁ ଫେରୁଥିବାରୁ ରାଜ୍ୟରେ ସବୁ କିଛି ବଦଳିଯାଇଛି । ତେଣୁ ସେ ଏହି ଚ୍ୟାଲେଞ୍ଜକୁ କିଭିଳି ସାମ୍ନା କରୁଛନ୍ତି ତା ଉପରେ ସମସ୍ତଙ୍କ ନଜର ରହିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

June 22, 2026
ବିଜେପି ପକ୍ଷରୁ ହରଚଣୀ ସାହିରେ ଯୋଗ ଶିବିର ଓ ବୃକ୍ଷରୋପଣ

ବିଜେପି ପକ୍ଷରୁ ହରଚଣୀ ସାହିରେ ଯୋଗ ଶିବିର ଓ ବୃକ୍ଷରୋପଣ

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version