• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଲିଗୁଡ଼ାରେ ଶୀତ ଲହରି : ସଞ୍ଜ ନଇଁଲେ ଖସୁଛି ତାପମାତ୍ରା, ଦାରିଙ୍ଗବାଡିକୁ ଛୁଟିଲାଣି ପର୍ଯ୍ୟଟକଙ୍କ ସୁଅ

Proprietor Abhimanyu Maharana by Proprietor Abhimanyu Maharana
December 15, 2021
in ଓଡ଼ିଶା, କନ୍ଧମାଳ, ହୋମ୍
0
ବାଲିଗୁଡ଼ାରେ ଶୀତ ଲହରି : ସଞ୍ଜ ନଇଁଲେ ଖସୁଛି ତାପମାତ୍ରା, ଦାରିଙ୍ଗବାଡିକୁ ଛୁଟିଲାଣି ପର୍ଯ୍ୟଟକଙ୍କ ସୁଅ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୫ ଡିସେମ୍ବର ବୁଧବାର) ବାଲିଗୁଡା :- ବର୍ଷା ପରେ କନ୍ଧମାଳକୁ ପୁଣି ଫେରିଛି ଶୀତ । ବାଲିଗୁଡ଼ାରେ ଶୀତର ଲହରି ଆରମ୍ଭ ହୋଇଛି । ବାଲିଗୁଡା ସମେତ ଦାରିଙ୍ଗବାଡି, କ.ନୁଆଗାଁ, ବେଲଘର, ତୁମୁଡ଼ିବନ୍ଧ, କୋଟଗଡ଼ ଅଞ୍ଚଳରେ ଶୀତର ପ୍ରକୋପ ବଢିଲାଣି । ସକାଳ ପ୍ରାୟ ୯ଟା ଯାଏଁ ଘନ କୁହୁଡ଼ିର ଚାଦର ତଳେ ଘୋଡ଼େଇ ହୋଇ ରହୁଛି ସାରା ଅଞ୍ଚଳ ।

ଘନ କୁହୁଡି ଯୋଗୁଁ ଯାନବାହାନ ଚଳାଚଳରେ ବାଧା ସୃଷ୍ଟି ହେଉଥିବାରୁ ସତର୍କତା ଅବଲମ୍ବନ କରୁଛନ୍ତି ଚାଳକ । ସେପଟେ ନିଜକୁ ଫିଟ୍ ରଖିବା ପାଇଁ ସବୁ ବର୍ଗର ଲୋକେ ସକାଳୁ ସକାଳୁ ମର୍ଣ୍ଣିଂ ୱାକ୍, ଯୋଗ, ବ୍ୟାୟାମ କରିବା ପାଇଁ ଜିମ୍ ଓ ଷ୍ଟାଡିୟମରେ ଭିଡ଼ ଜମାଉଥିବା ଦେଖିବାକୁ ମିଳୁଛି । ଏଥିସହିତ ଶୀତୁଆ ସକାଳରେ ଚା ଦୋକାନରେ ଲୋକଙ୍କ ଭିଡ଼ ମଧ୍ୟ ଦେଖିବାକୁ ମିଳୁଛି ।

ଶୀତ ବଢୁଥିବାରୁ କର୍ମଜୀବି ଓ ଗରିବ ଗୁରୁବା ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ସଞ୍ଜ ନଇଁଲେ ତାପମାତ୍ରା ହ୍ରାସ ପାଉଛି । ଶୀତ ଦାଉରୁ ରକ୍ଷାପାଇବା ପାଇଁ ଲୋକେ ନିଆଁ ଜାଳି ବସୁଛନ୍ତି । ଅସହ୍ୟ ଶୀତରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ସେପଟେ ଶୀତର ମଜା ଉଠାଇବା ପାଇଁ ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡ଼ିକୁ ପର୍ଯ୍ୟଟକଙ୍କ ସୁଅ ଛୁଟିଲାଣି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2026
ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version