• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉନ୍ନତ ଭିତ୍ତିଭୂମି ଓ ପୁରସ୍କାର ରାଜ୍ୟ କ୍ରୀଡ଼ାକୁ ଆଗକୁ ନେବାରେ ସହାୟକ ହେବ – କ୍ରୀଡ଼ାମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
December 17, 2021
in ଓଡ଼ିଶା, କ୍ରୀଡ଼ା, ଖେଳ, ମହାନଗର, ହୋମ୍
0
ଉନ୍ନତ ଭିତ୍ତିଭୂମି ଓ ପୁରସ୍କାର ରାଜ୍ୟ କ୍ରୀଡ଼ାକୁ ଆଗକୁ ନେବାରେ ସହାୟକ ହେବ – କ୍ରୀଡ଼ାମନ୍ତ୍ରୀ
Share on FacebookShare on TwitterWhatsapp

କ୍ରୀଡା ଓ ଯୁବସେବା ବିଭାଗ ପକ୍ଷରୁ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ୨୩୭ କ୍ରୀଡ଼ାବିତଙ୍କୁ ୧ କୋଟି ୮ଲକ୍ଷ ୮୩ ହଜାର ଅର୍ଥରାଶି ପୁରସ୍କାର ୬୫ଜଣ ପାରା ଆଥଲେଟଙ୍କୁ ମୋଟ ୬୧ଲକ୍ଷ ୬୯ ହଜାର ୫୦୦ଟଙ୍କା ପୁରସ୍କାର ପ୍ରଦାନ

ଓଡ଼ିଶା ତାଜା ନ୍ୟୁଜ୍ (୧୭ ଡିସେମ୍ବର୨୦୨୧ ) ଭୁବନେଶ୍ୱର :- ରାଜ୍ୟ କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ଉଲ୍ଲେଖନୀୟ କ୍ରୀଡ଼ା ପ୍ରଦର୍ଶନ କରିଥିବା ରାଜ୍ୟର ମୋଟ ୨୩୭ ଜଣ କ୍ରୀଡ଼ାବିତଙ୍କୁ ଅର୍ଥ ପୁରସ୍କାରରେ ସମ୍ମାନିତ କରଯାଇଛି । କ୍ରୀଡା ଓ ଯୁବସେବା ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ପୁରସ୍କାର ବିତରଣ ଉତ୍ସବରେ କ୍ରୀଡ଼ା ଓ ଯୁବସେବା ତଥା ଇଲେକଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ବିଭାଗ କମିଶନର ତଥା ଶାସନ ସଚିବ ଆର. ଭିନୀଲ କ୍ରିଷ୍ଣା ଓ ଅନ୍ୟ ଅଧିକାରୀଙ୍କ ଉପସ୍ଥିତିରେ କ୍ରୀଡ଼ାବିତମାନଙ୍କୁ ମୋଟ ୧ କୋଟି ୮ ଲକ୍ଷ ୮୩ ହଜାର ଟଙ୍କାର ପୁରସ୍କାର ପ୍ରଦାନ କରିଥିଲେ । ପ୍ରତ୍ୟକ୍ଷ ତଥା ଭର୍ଚୁଆଲରେ ଯୋଗଦେଇ ଥିବା କ୍ରୀଡ଼ାବିତ୍‌ମାନଙ୍କୁ ଉଦବୋଧନ ଦେଇ ମନ୍ତ୍ରୀ ଶ୍ରୀ ବେହେରା କହିଲେ ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶା ସରକାର କ୍ରୀଡ଼ା ଓ କ୍ରୀଡ଼ାବିତ୍‌ଙ୍କ ଉନ୍ନତି ପାଇଁ ଅନେକ ଯୋଜନା ପ୍ରଣୟନ କରିଛନ୍ତି ।

ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ‘ସ୍ପୋର୍ଟ୍ସ ଫର ୟୁଥ ଏବଂ ୟୁଥ ଫର ଫିଉଚର’ଲକ୍ଷ୍ୟକୁ ପୂରଣ ନିମନ୍ତେ ଆମ ବିଭାଗ ଅନେକ ଆଖିଦୃଷ୍ଟିଆ କାର୍ଯ୍ୟ କରିଆସିଛି । ଖେଳାଳିମାନଙ୍କୁ ନିଜ ନିଜ ଇଭେଣ୍ଟରେ ଉତ୍କର୍ଷ ପ୍ରତିପାଦନ ପାଇଁ ଅନେକ ଭିତ୍ତିଭୂମି ପ୍ରସ୍ତୁତ କରିବାରେ ଆମେ ସକ୍ଷମ ହୋଇ ପାରିଛୁ । ଖେଳାଳୀମାନଙ୍କ ଉଚ୍ଚ ପ୍ରଦଶନ ନିମନ୍ତେ ରାଜ୍ୟରେ ୧୧ଟି ଏଚପିସି ର୍ନିମାଣ ହୋଇଛି । ଗତ କାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ନିଜେ କଳିଙ୍ଗ ଷ୍ଟାଡିୟମ ଗସ୍ତକରି ୮୯ଟି ଇଣ୍ଡୋର ଷ୍ଟାଡିୟମର ଭିତ୍ତିପ୍ରସ୍ତର ସ୍ଥାପନ ସହ ଅନେକଗୁଡିଏ ବୃହତ କ୍ରୀଡା ପ୍ରକଳ୍ପର ଉଦଘାଟନ କରିଛନ୍ତି । ଏହି ପୁରସ୍କାର ଆମ କ୍ରୀଡ଼ାବିତ୍‌ଙ୍କ କଠିନ ପରିଶ୍ରମ ଓ ଉତ୍କର୍ଷର ସ୍ୱ୍ୱୀକୃତି । ଏହି କ୍ରୀଡ଼ାବିତମାନେ ହେଉଛନ୍ତି ଆଗାମୀ ପିଢ଼ି ପାଇଁ ପ୍ରେରଣାର ଉତ୍ସ ।

ଏଣୁ ଆମ ଖେଳାଳୀମାନେ ଆଗାମୀ ଦିନରେ ଭଲ ଖେଳ ପ୍ରଦର୍ଶନ କରି ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣିବେ ବୋଲି ମନ୍ତ୍ରୀ ଶ୍ରୀ ବେହେରା ତାଙ୍କ ବକ୍ତବ୍ୟରେ କହିଥିଲେ । ଅର୍ଥ ପୁରସ୍କାର ପ୍ରଦାନ କରାଯାଇଥିବା ମୋଟ ୨୩୭ କ୍ରୀଡ଼ାବିତ୍‌ଙ୍କ ମଧ୍ୟରେ ୧୭୨ ଜଣ ସାଧାରଣ ବର୍ଗର ଆଥଲେଟ ହୋଇଥିବାବେଳେ ୬୫ଜଣ ପାରା-ଆଥଲେଟ ବର୍ଗରେ ରହିଛନ୍ତି । ସାଧାରଣ ବର୍ଗର ୧୭୨ କ୍ରୀଡ଼ାବିତଙ୍କୁ ମୋଟ ୪୭ ଲକ୍ଷ ୧୩ ହଜାର ୫୦୦ ଅର୍ଥରାଶି ପୁରସ୍କାର ପ୍ରଦାନ କରାଯାଇଥିବା ବେଳେ ୬୫ଜଣ ପାରା-ଆଥଲେଟଙ୍କୁ ମୋଟ ୬୧ଲକ୍ଷ ୬୯ ହଜାର ୫୦୦ଟଙ୍କା ପୁରସ୍କାର ପ୍ରଦାନ କରାଯାଇଛି । ଏଠାରେ ସୂଚନାଯୋଗ୍ୟ ଯେ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ପ୍ରତ୍ୟେକ ବର୍ଷ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା କ୍ରୀଡ଼ାବିତ୍‌ ଓ କୋଚମାନଙ୍କୁ ଅର୍ଥରାଶି ପୁରସ୍କାର ଆକାରରେ ପ୍ରଦାନ କରାଯାଇଥାଏ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

June 23, 2026
ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version