• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲାପ୍ରଶାସନ ଦ୍ଵାରା ଶିଶୁ ସୁରକ୍ଷାକୁ ନେଇ ଜିଲ୍ଲା ସ୍ତରରେସ୍ଵତନ୍ତ୍ରକାର୍ଯ୍ୟକ୍ରମ”ପ୍ରତିଜ୍ଞା” ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
December 21, 2021
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲାପ୍ରଶାସନ ଦ୍ଵାରା ଶିଶୁ ସୁରକ୍ଷାକୁ ନେଇ ଜିଲ୍ଲା ସ୍ତରରେସ୍ଵତନ୍ତ୍ରକାର୍ଯ୍ୟକ୍ରମ”ପ୍ରତିଜ୍ଞା” ଅନୁଷ୍ଠିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୧ ଡିସେମ୍ବର ମଙ୍ଗଳବାର ) ପାରଳାଖେମୁଣ୍ଡି :- ଶିଶୁ ମାନଙ୍କ ସର୍ବାଙ୍ଗୀନ ସୁରକ୍ଷା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଛି ଅଭିଯାନ ”ପ୍ରତିଜ୍ଞା”ଏହି ଅବସରରେ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଶିଶୁ ଅଧିକାର ଓ ସୁରକ୍ଷାକୁ ସୁନିଶ୍ଚିତ କରିବା ନିମନ୍ତେ ଜିଲ୍ଲା ଓ ବ୍ଲକ ସ୍ତରର କିଶୋରୀ ବାଳିକା ଏନସିସି , ଏନଏସଏସ ଓ ୟୁଥ ରେଡକ୍ରସ ବାଳିକା ସ୍ବେଛାସେବୀ ମାନଙ୍କ ସମେତ ଅନ୍ୟାନ୍ୟ କାର୍ଯ୍ୟକର୍ତ୍ତାଙ୍କୁ ନେଇ ଗଜପତି ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଜିଲ୍ଲାସ୍ତରୀୟ ଏକ ତାଲିମ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଶିବିର କାର୍ଯ୍ୟକ୍ରମରେ ମାଲକାନଗିରିରୁ ଆସିଥିବା “ବଡ-ଦିଦି” ଫାଉଣ୍ଡର ଭଲିଣ୍ଟୀୟର ଗ୍ରୁପର ଜୟନ୍ତୀ ବୁରୁଦାଙ୍କ ସମେତ ସିଡିପିଓ ତେରେସ୍କୋଭା ମଲ୍ଲିକ ,ସିଡିପିଓ କନକଲତା ପୂଜାରୀ , ୟୁଏନଏଫପିଏ:ର ଜିଲ୍ଲା କନସୁଲଟଣ୍ଟ ସଂଯୁକ୍ତା ତ୍ରିପାଠୀ ଏବଂ ଏକ୍ସନ-ଏଡ଼ର ଜିଲ୍ଲା ସଂଯୋଜକ ଶ୍ରୀ ବିକାଶ ମେହେର ପ୍ରମୁଖ ମଞ୍ଚଆସିନ ରହି ଶିଶୁ ମାନଙ୍କ ଅଧିକାର ଓ ସୁରକ୍ଷା ପାଇଁ ସମସ୍ତଙ୍କ ସହଯୋଗ ରହି ଏ ଦିଗରେ ଆଗେଇ ଆସିଲେ ଶିଶୁମାନଙ୍କ ପକ୍ଷେ ନିର‌୍ୟ୍ୟାତନା ମୁକ୍ତ ସହ ଏକ ସୁସ୍ଥ ସମାଜ ଗଠନ ହୋଇପାରିବ ବୋଲି କହିଥିଲେ ।

ଶିଶୁ ସୁରକ୍ଷା ଓ ଅଧିକାରର ବିଭିନ୍ନ ଦିଗ ସମ୍ପର୍କରେ କିଶୋରୀ ବାଳିକା , ଏନଏସଏସ , ଏନସିସି ଓ ଯୁବ ରେଡକ୍ରସ ସ୍ବେଛାସେବୀ ମାନଙ୍କୁ ତାଲିମ ଦିଆ ଯାଇଥିଲା କାର୍ଯ୍ୟକ୍ରମରେ ଶିଶୁ ଅଧିକାର ଓ ସୁରକ୍ଷା ଦିଗରେ କାର୍ଯ୍ୟ କରୁଥିବା କିଶୋରୀ ବାଳିକା , ଯୁବତୀ ଓ ମହିଳା ମାନେସେମାନଙ୍କ
ଅନୁଭୂତି ସମ୍ପର୍କରେ କହିଥିଲେ । ସେହିଭଳି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଜିଲ୍ଲାର କିଶୋରୀ ବାଳିକାଙ୍କ ଦ୍ଵାରା ଶିଶୁ ଅଧିକାର ଓ ସୁରକ୍ଷା ପାଇଁ ଜିଲ୍ଲା ସ୍ତରରେ ଆରମ୍ଭ ହେବାକୁ ଥିବା ସ୍ୱତନ୍ତ୍ର କାର୍ଯ୍ୟକ୍ରମ “ପ୍ରତିଜ୍ଞା” ର ଶୁଭ ଉଦଘାଟନ ହୋଇଥିଲା । ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ଶିଶୁ ଅଧିକାର ଓ ସୁରକ୍ଷା ଦିଗରେ ଜିଲ୍ଲାବ୍ୟାପୀ ଆରମ୍ଭ ହୋଇଥିବା ଅଭିଯାନ “ପ୍ରତିଜ୍ଞା” ର ଶୁଭ ଉଦଘାଟନ କରିଥିଲେ ।

ଏ ସମ୍ପର୍କରେ ଜିଲ୍ଲାପାଳ ଶ୍ରୀ ପଣ୍ଡା କହିଥିଲେ , ଜିଲ୍ଲାରେ ଶିଶୁ ଅଧିକାର ଓ ସୁରକ୍ଷା’କୁ ସୁନିଶ୍ଚିତ କରିବା ପାଇଁ ଜିଲ୍ଲାରୁ ଶିଶୁ ଶ୍ରମିକ ମୁକ୍ତ କରିବା ସହ ଜିଲ୍ଲାକୁ ସମ୍ପୂର୍ଣ୍ଣ ଭାବେ ବାଲ୍ୟ ବିବାହ ମୁକ୍ତ କରିବା , ଜିଲ୍ଲାରେ କେହି ହେଲେ ଶିଶୁ ଶିକ୍ଷାରୁ ବଂଚିତ ହେବେ ନାହିଁ , କୋଣସି ଶିଶୁ ଯେଭଳି ଯୌନ ନିର‌୍ୟାତନାର ଶିକାର ହେବେ ନାହିଁ , ଶିଶୁ ଚାଲାଣରୁ ମୁକ୍ତ କରିବା , ଜିଲ୍ଲାର ଶେଷ ଶିଶୁ ପାଖରେ ଶିଶୁ ଅଧିକାର ଓ ସୁରକ୍ଷାର ବାର୍ତ୍ତା ପହଞ୍ଚାଇବା ଏବଂ ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଶିଶୁ’ଙ୍କୁ ଥଇଥାନ କରିବା ଏଭଳି ଅଭିଯାନ “ପ୍ରତିଜ୍ଞା” କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ରହିଛି ବୋଲି କହିଥିଲେ ।

ଅନ୍ୟପକ୍ଷରେ କାର୍ଯ୍ୟକ୍ରମର ଆବଶ୍ୟକତାକୁ ଗଜପତି ଜିଲ୍ଲାର କିଶୋରୀ ବାଳିକାଙ୍କ ମଧ୍ୟରେ ପ୍ରତିଫଳିତ କରିବା ପାଇଁ ଗତ ୩ ଦିନ ଧରି ସୁଦୂର ମାଲକାନଗିରିରୁ ଆସିଥିବା”ବଡ଼-ଦିଦି” ଫାଉଣ୍ଡର କାର୍ଯ୍ୟକ୍ରମର ସ୍ବେଛାସେବୀ ମାନେ ୭ ଗୋଟି ବ୍ଲକର କିଶୋରୀ ବାଳିକାଙ୍କ ସମେତ ଏନଏସଏସ , ଏନସିସି ଓ ୟୁଥ ରେଡକ୍ରସର ବାଳିକା ସ୍ବେଛାସେବୀ ମାନଙ୍କୁ ଶିଶୁ ସୁରକ୍ଷା ଓ ଅଧିକାର’ର ବିଭିନ୍ନ ଦିଗ ଉପରେ ତାଲିମ ପ୍ରଦାନ କରି ନିଜର ଅନୁଭୂତି ବାଣ୍ଟିଥିଲେ ।

କାର୍ଯ୍ୟକ୍ରମ ପ୍ରାରମ୍ଭରେ ଡିସିପିୟୁ  ଶ୍ରୀ ଅରୁଣ କୁମାର ତ୍ରିପାଠୀ କାର୍ଯ୍ୟକ୍ରମର ତାତ୍ପର୍ଯ୍ୟ ସମ୍ପର୍କରେ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ବାଲ୍ୟ ବିବାହ ପ୍ରତିରୋଧ ମଞ୍ଚର କର୍ମକର୍ତ୍ତାଙ୍କ ସମେତ ଯୁବ-ଗୋଷ୍ଟି.ଏସଏଚଜିମହିଳା, ମହାବିଦ୍ୟାଳରଏନଏସଏସ, ଏନସିସି ଓୟୁଥ ରେଡକ୍ରସର ସ୍ବେଛା ସେବୀ ,କିଶୋରୀବାଳିକା ,ଶିଶୁବିକାଶପ୍ରକଳ୍ପର ସୁପରଭାଇଜର ଓ ସିଡିପିଓ , ଶିଶୁ ସୁରକ୍ଷା ଓ ମଙ୍ଗଳ ବିଭାଗ କର୍ମକର୍ତ୍ତା ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ଏହି କାର୍ଯ୍ୟକ୍ରମ ଅବସରରେ ମାଲକାନଗିରିରୁ ଆସିଥିବା “ବଡ-ଡିଦି” ଫାଉଣ୍ଡର ଗ୍ରୁପର ସଦସ୍ୟା ସୁଶ୍ରୀ ଜୟନ୍ତୀ ବୁରୁଦାଙ୍କ ସମେତ ସୁଶ୍ରୀ ଭବାନୀ ହରିଜନ ଓ ସୁଶ୍ରୀ ଜ୍ୟୋତିର୍ମୟୀ ଖରାଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ “ପ୍ରତିଜ୍ଞା” ଅଭିଯାନର କିଶୋରୀ ବାଳିକା ମାନଙ୍କ ଦ୍ୱାରା ଉପଢୌକନ ଦେଇ ସମ୍ମାନିତ କରା ଯାଇଥିଲା

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version