• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବରଗଡ଼ ଜିଲା : ଜିଲାପାଳଙ୍କ ଅଫିସ ସାମ୍ନାରେ ଆତ୍ମହୁତି ଉଦ୍ୟମ

Proprietor Abhimanyu Maharana by Proprietor Abhimanyu Maharana
December 21, 2021
in ଓଡ଼ିଶା, ବରଗଡ଼, ହୋମ୍
0
ବରଗଡ଼ ଜିଲା : ଜିଲାପାଳଙ୍କ ଅଫିସ ସାମ୍ନାରେ ଆତ୍ମହୁତି ଉଦ୍ୟମ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୧ ଡିସେମ୍ବର ମଙ୍ଗଳବାର ) ବରଗଡ଼ :- ବରଗଡ଼ ଜିଲା ଗାଇସିଲେଟ ବ୍ଲକ ଜଗଲପାଟ ପଞ୍ଚାୟତରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି । ତେବେ ଏ ନେଇ ଗତମାସ ୬ ତାରିଖରୁ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ଲେଖି ଜଣାଇଥିଲେ ସୁଦ୍ଧା କିଛି ପଦକ୍ଷେପ ନିଆଯାଉ ନ ଥିବା ବଡ଼ ସାହାଜବାହାଲ ଗ୍ରାମବାସୀ ଅଭିଯୋଗ କରିଛନ୍ତି ।

ଏହାର ପ୍ରତିବାଦରେ ସୋମବାର ଗ୍ରାମର ଛବିଲାଲ ସାହୁ, ଦିଲୀପ ସାହୁ, ଗୁଲଠୁ ସାହୁ, ଗୋବର୍ଦ୍ଧନ ସାହୁ ପ୍ରମୁଖ ସାଙ୍ଗରେ କିରୋସିନ, ଦିଆସିଲି ଧରି ଜିଲାପାଳ ଅଫିସ ପହଞ୍ଚିଥିଲେ । ପୋଲିସ ଉପସ୍ଥିତିରେ ସେମାନେ ଶରୀରରେ କିରୋସିନ ଢାଳିବା ସହିତ ଦିଆସିଲି ମାରି ଆତ୍ମାହୁତି ଉଦ୍ୟମ କରିଥିଲେ ।

ତେବେ ଉପସ୍ଥିତ ବୁଦ୍ଧି ଖଟାଇ ପୋଲିସ ଦିଆସିଲି, କିରୋସିନ ଡବା ଛଡାଇ ନେଇଥିଲା । ଏହାପରେ ସେମାନେ ଧାରଣାରେ ବସିଥିଲେ । ପରେ ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋ ତାଙ୍କ ଠାରୁ ଦାବି ପତ୍ର ଗ୍ରହଣ କରି ଘଟଣାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ । ଏଠାରେ ଉଲ୍ଲେଖଯୋଗ୍ୟ ଯେ ଗାଇସିଲେଟ ବ୍ଲକ ଅନ୍ତର୍ଗତ ଜଗଲ ପାଟ ପଞ୍ଚାୟତ ରେ ବିଭିନ୍ନ ସରକାରୀ ଯୋଜନା ରେ ଦୁର୍ନୀତି ହୋଇଥିବା ଆନ୍ଦୋଳନ କାରୀ ମାନେ ଅଭିଯୋଗ କରିଥିଲେ ।

ବଡ ସାହାଜ ବାହାର ଗ୍ରାମରେ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି ହୋଇଥିବା ଅଭିଯୋଗ କରି ଗୋଟିଏ ଘରର ଫଟୋ ରେ ଦୁଇ ଟି ବିଲ୍ ଉଠା ହୋଇଥିବା ଅଭିଯୋଗ କରିଛନ୍ତି । ଏସଂପର୍କରେ ଗାଇସିଲେଟ ବ୍ଲକ ଉନ୍ନୟନ ଅଧିକାରୀ ଙ୍କୁ ଗତ ମାସ ର ଲିଖିତ ଅଭିଯୋଗ କରିଥିଲେ ମଧ୍ୟ କୈାଣସି ସମାଧାନ କରାନଯିବାରୁ ଆଜି ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ ବୋଲି ସେମାନେ କହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version