No Result
View All Result

ଓଡ଼ିଶା ତାଜା ନ୍ୟୁଜ୍ (୨୨ ଡିସେମ୍ବର ବୁଧବାର ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ତହସିଲ କାର୍ଯ୍ୟାଳୟ ରେ ମୋ ସରକାର କକ୍ଷ ର ଶୁଭ ଉଦଘାଟନ କାର୍ଯ୍ୟକ୍ରମ ତହସିଲଦାର ପ୍ରଳୟ ନନ୍ଦ ଶତପଥୀ ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ମୋ ସରକାର କକ୍ଷ ର ଶୁଭ ଉଦଘାଟନ କରିଥିଲେ ।

ସମ୍ମାନୀତ ଅତିଥି ଭାବେ ,ନୂଆଗାଁ ବ୍ଲକ୍ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ୱାଇଁ, ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ସାହୁ,ସମିତି ସଭ୍ୟ ରମେଶ ଚନ୍ଦ୍ର ପ୍ରଧାନ ,ଆତ୍ମା ଅଧ୍ୟକ୍ଷ ସଞ୍ଜୟ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।

No Result
View All Result